ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଭାସିଗଲେ ଯୁବକ, ବିରିବାଟି କେନାଲରୁ ମୃତଦେହ ଉଦ୍ଧାର
କଟକ: ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତ ଯୁବକ ହେଲେ ତିନିଘରିଆ ଗାଁର ରଂଜିତ କୁମାର ନାଟିଆ । ବିରିବାଟି କେନାଲରୁ ଉଦ୍ଧାର କଲା ଚାଉଳିଆଗଞ୍ଜ ଅଗ୍ନିଶମ ବାହିନୀ । ଗତକାଲି ଗଣେଶ ମୂର୍ତ୍ତି ବିସର୍ଜନ ବେଳେ କଟକ ତାଳଦଣ୍ଡା … Read More
