ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ବ୍ୟାପକ କରିବାକୁ ଆରଟିଓଙ୍କୁ ନିର୍ଦ୍ଦେଶ
କଟକ: ସଡ଼କ ଦୁର୍ଘଟଣା ହ୍ରାସ ଉପରେ ପ୍ରାଧାନ୍ୟ ଦେଇଛନ୍ତି ସରକାର । ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ବ୍ୟାପକ କରିବାକୁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶରେ ସମସ୍ତ ଉପ ପରିବହନ ଆୟୁକ୍ତ (ଡିସିଟି), ଆଞ୍ଚଳିକ ପରିବହନ ଅଧିକାରୀ … Read More
