ଯୁବକଙ୍କୁ ପିଟି ପିଟି ହତ୍ୟା ଅଭିଯୋଗ
ସୋର : ଯୁବକକୁ ହତ୍ୟା ଅଭିଯୋଗ । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ପୁରୁଷୋତ୍ତମପୁର ପଞ୍ଚାୟତରେ ଯୁବକଙ୍କୁ ପିଟିପିଟି ମାରି ଦେଇଛନ୍ତି । ମୃତ ଯୁବକ ହେଲେ ସୁଦର୍ଶନ ସୂତାରଙ୍କ ପୁଅ ସୁବାସ । ସେ ଜଣେ ଝିଅକୁ ମୋବାଇଲରେ ପ୍ରେମ ନିବେଦନ … Read More
ସୋର : ଯୁବକକୁ ହତ୍ୟା ଅଭିଯୋଗ । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ପୁରୁଷୋତ୍ତମପୁର ପଞ୍ଚାୟତରେ ଯୁବକଙ୍କୁ ପିଟିପିଟି ମାରି ଦେଇଛନ୍ତି । ମୃତ ଯୁବକ ହେଲେ ସୁଦର୍ଶନ ସୂତାରଙ୍କ ପୁଅ ସୁବାସ । ସେ ଜଣେ ଝିଅକୁ ମୋବାଇଲରେ ପ୍ରେମ ନିବେଦନ … Read More
ଯାଜପୁର : ଯାଜପୁର ଦଶରଥପୁରରେ ଦହିବରା ଓ ଫାଷ୍ଟଫୁଡ ଖାଇ ଶତାଧିକ ଲୋକ ଆକ୍ରାନ୍ତ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଦହିବରା ବ୍ୟବସାୟୀ ସର୍ବେଶ୍ୱର ସାହୁ କୋର୍ଟ ଚାଲାଣ । ସର୍ବେଶ୍ବର ଏବଂ ତାଙ୍କ ପତ୍ନୀଙ୍କୁ ଅଟକ ରଖି ପଚରାଉଚରା କରୁଥିଲା ଦଶରଥପୁର ଥାନା … Read More
ରାୟଗଡ଼ା: ବିଶାଖାପାଟଣାରେ ନୂଆ ‘ଦକ୍ଷିଣ ଉପକୂଳ ରେଳ ଜୋନ୍ । ଓଡ଼ିଶାକୁ ମିଳିଲା ନୂଆ ‘ରାୟଗଡ଼ା ରେଳ ଡିଭିଜନ’ । କେନ୍ଦ୍ର ରେଳ ମନ୍ତ୍ରଣାଳୟ ପକ୍ଷରୁ ‘ଦକ୍ଷିଣ ଉପକୂଳ ରେଳ ଜୋନ୍’ ଗଠନ ନେଇ ଆନୁଷ୍ଠାନିକ ଘୋଷଣା କରାଯାଇଛି । ଆନ୍ଧ୍ରପ୍ରଦେଶର ବିଶାଖାପାଟଣା … Read More
ପଟ୍ଟାମୁଣ୍ଡାଇ: ବନ୍ଧୁକ ମୁନରେ ଲୁଟ୍ । ଘରୁ ଓ ଦୋକାନ ଘରୁ ଲୁଟିନେଲେ ମୁଖାପିନ୍ଧା ଦୁର୍ବୃତ୍ତ । କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଚୁନଢିଅରେ ଏକ ସାନିଟାରୀ ଦୋକାନ ଓ ଘରୁ ଚୋରି ହୋଇଛି । ସମସ୍ତ ଡକାୟତ ମୁଖା ପିନ୍ଧିଥିବା … Read More
ଅନୁଗୁଳ : ଶ୍ରୀ ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ଅଘଟଣ । ଅନୁଗୋଳ ନିଶା ଥାନା ଅଧୀନରେ ଥିବା ଶ୍ରୀ ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ଅଘଟଣ ଘଟିଛି । କିଲନ୍ ମେଣ୍ଟେନାନ୍ସ କାମ କରୁଥିବା ବେଳେ ତିନି ଜଣ ଶ୍ରମିକ ଗୁରୁତର … Read More
ଭୁବନେଶ୍ବର: ମଧୁ ବାବୁ ପେନ୍ସନ୍ ଯୋଜନା (MBPY) ଅଧୀନରେ ଭତ୍ତା ପାଉଥିବା ବୃଦ୍ଧ, ଅସହାୟ ଓ ଭିନ୍ନକ୍ଷମମାନଙ୍କୁ ଆଉ ଖରାରେ ବାହାରକୁ ଆସିବାକୁ ପଡ଼ିବ ନାହିଁ । ଏଣିକି ସେମାନଙ୍କୁ ସେମାନଙ୍କ ଘର ଦୁଆରମୁହଁରେ ଭତ୍ତା ଯୋଗାଇ ଦିଆଯିବ । ସାମାଜିକ … Read More
ପିପିଲି : ପୁରୀ ଜିଲ୍ଲା କଣାସରେ ମାଛ ବଜାରରେ ଯୁବକଙ୍କୁ ଗୋଡାଇ ଗୋଡାଇ ପନିକିରେ ହାଣିବା ଘଟଣା। କଣାସ ଥାନାର ୩ ଏଏସ୍ଆଇଙ୍କୁ ପୁରୀ ଏସ୍ପି ବଦଳି କରିଛନ୍ତି। ଜୁମର ବିଶ୍ଵାଳ, ସଞ୍ଜୟ ପାଟ୍ଟଶାଣୀ ଓ ସନ୍ତୋଷ ଉଦୟସିଂହଙ୍କୁ ଅସ୍ତରଙ୍ଗ, କାକଟପୁର … Read More
ଭୁବନେଶ୍ଵର: ବଞ୍ଚିତ ସୁଭଦ୍ରା ହିତାଧିକାରୀଙ୍କୁ ମିଳିଲା ଟଙ୍କା । ୩ୟ କିସ୍ତିରୁ ବଞ୍ଚିତ ଥିବା ୧ ଲକ୍ଷ ୨୩ ହଜାର ୮୪୯ ହିତାଧିକାରୀଙ୍କୁ ଆଜି ଟଙ୍କା ମିଳିଛି। ୬୧ କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି। ଏହି ମହିଳା … Read More
ଟିଟିଲାଗଡ଼: ତତଲାଗଡ଼ ଭାବରେ ପରିଚିତ ଟିଟିଲାଗଡ଼ ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି । ବ୍ଲକର ଦେଶିଲ ଏବଂ ବାନ୍ଧୁପଳା ଗାଁରେ ଦୀର୍ଘ ୬ ଦିନ ହେଲା ପାନୀୟ ଜଳ ଯୋଗାଣ ଠପ ହୋଇପଡିଛି । ଏହାକୁ … Read More
ଭୁବନେଶ୍ୱର : ରାଜ୍ୟରେ ପୁଣି ଆତଙ୍କ ଖେଳାଇଛନ୍ତି ସୁପାରିକିଲର (ଭଡ଼ାଟିଆ ହତ୍ୟାକାରୀ)। ସୁପାରିକିଲରଙ୍କ ସହାୟତାରେ ଯୋଜନାବଦ୍ଧ ଭାବେ ଷଡ଼ଯନ୍ତ୍ର ରଚୁଛନ୍ତି ଷଡ଼ଯନ୍ତ୍ରକାରୀ। ବ୍ୟବସାୟିକ ଶତ୍ରୁତା, ରାଜନୈତିକ ଛକାପଞ୍ଝା, ଜମିବାଡ଼ି ବିବାଦ, ପ୍ରେମରେ ପ୍ରତାରଣା ଘଟଣାକୁ ନେଇ ସୁପାରିକିଲରଙ୍କ ସହାୟତାରେ ଚାଲୁଛି ଅପରାଧ। … Read More