ଖୁବଶୀଘ୍ର ରାଜ୍ୟ ସରକାର ପ୍ରତିଷ୍ଠା କରିବେ SITI ଓଡ଼ିଶା, ମୁଖ୍ୟମନ୍ତ୍ରୀ ରହିବେ ଗଭର୍ଣ୍ଣିଂ କାଉନସିଲର ଅଧ୍ୟକ୍ଷ
ଭୁବନେଶ୍ୱର : ଏଣିକି ଯୋଜନା ବୋର୍ଡ ବଦଳରେ ହେବ SITI ଓଡ଼ିଶା । ଖୁବଶୀଘ୍ର ରାଜ୍ୟ ସରକାର ପ୍ରତିଷ୍ଠା କରିବେ SITI ଓଡ଼ିଶା । SITI ହେଉଛି ଷ୍ଟେଟ ଇନଷ୍ଟିଚ୍ୟୁଟ ଫର୍ ଟ୍ରାନ୍ସଫରମେଟିଭ୍ ଇନିସିଏଟିଭ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରହିବେ ଗଭର୍ଣ୍ଣିଂ … Read More
