ମହଙ୍ଗା ପଡିଲା ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ କରିବା; ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର: ପ୍ରଧାନଶିକ୍ଷକଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ କରିବା ପଡିଲା ମହଙ୍ଗା । ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ କରିବା ମହଙ୍ଗା ପଡିଛି … Read More

ବାଇକକୁ ଧକ୍କା ଦେଇ ନାଳରେ ଖସିପଡ଼ିଲା ବୋଲେରୋ: ବାପା, ପୁଅ ଓ ନାତି ମୃତ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ତଳସରା ଥାନା ସବଡେଗାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକକୁ ଧକ୍କା ଦେଇ ଘୋଷାଡ଼ି ନେଇ ନାଳରେ ଖସିପଡ଼ିଲା ବୋଲେରୋ । ଦୁର୍ଘଟଣାରେ ବାଇକରେ ଥିବା ବାପ, ପୁଅ ଓ ସମ୍ପର୍କୀୟ ନାତିଙ୍କ ମୃତ୍ୟୁ ହୋଇଛି । ତଳସରା … Read More

“SUJOG” ଜରିଆରେ ନାଗରିକଙ୍କୁ ମିଳିବ ସୁରକ୍ଷିତ, ସୁବିଧାଜନକ ଡିଜିଟାଲ୍ ପେମେଣ୍ଟ ସୁବିଧା

ଭୁବନେଶ୍ୱର:ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ଏବଂ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ପେମେଣ୍ଟ ଆଗ୍ରିଗେଟର୍ ସେବା SBIePay ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ରାଜ୍ୟର ସହରାଞ୍ଚଳରେ ଡିଜିଟାଲ୍ ପେମେଣ୍ଟ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ଏବଂ “SUJOG” … Read More

କୁର୍ମିତାର ଲୁହାପଥର ଖଣିକୁ ‘ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷ ପୁରସ୍କାର-୨୦୨୬’

ଭୁବନେଶ୍ୱର: ପରିବେଶ ସୁରକ୍ଷା, ପ୍ରଦୂଷଣ ନିୟନ୍ତ୍ରଣ ଏବଂ ଦାୟିତ୍ୱଶୀଳ ଖଣି ପରିଚାଳନା କ୍ଷେତ୍ରରେ ଓଡ଼ିଶା ଖଣି ନିଗମ (ଓଏମ୍‌ସି)ର ଆଉ ଏକ ଉଲ୍ଲେଖନୀୟ ସଫଳତା । ଓଏମ୍‌ସିର କୁର୍ମିତାର ଲୁହାପଥର ଖଣିକୁ ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ‘ପ୍ରଦୂଷଣ … Read More

ଓରାଙ୍ଗଉଟାନ ଉଦ୍ଧାର ଘଟଣା ; ବିହାରୀ ମାଫିଆ ଚିହ୍ନଟ

ଭୁବନେଶ୍ବର: ଭୋଗରାଇରୁ ୫ ଓରାଙ୍ଗଉଟାନ ଉଦ୍ଧାର ଘଟଣାରେ ଦିନ ଗଡ଼ିବା ସହ ରହସ୍ୟ ବଢ଼ିବାରେ ଲାଗିଛି। କ୍ରାଇମ୍‌ବ୍ରାଞ୍ଚର ସ୍ବତନ୍ତ୍ର କାର୍ଯ୍ୟବଳ (ଏସଟିଏଫ୍‌)କୁ ଆଉ ଏକ ସୁରାକ୍‌ ମିଳିଛି। ଓରାଙ୍ଗଉଟାନ ଡିଲ୍‌ ଓ ଚାଲାଣ ସମ୍ପୃକ୍ତ ଥିବା ବିହାରର ଜଣେ ମାଫିଆଙ୍କୁ ଚିହ୍ନଟ … Read More

ପୌର ନିର୍ବାଚନ ପାଇଁ ୱାର୍ଡ ସୀମା ନିର୍ଦ୍ଧାରଣ ସୂଚୀ ବଦଳିଲା, ଅକ୍ଟୋବର ୩୧ ସୁଦ୍ଧା ପ୍ରକାଶ ପାଇବ ଚୂଡ଼ାନ୍ତ ବିଜ୍ଞପ୍ତି

ଭୁବନେଶ୍ୱର :  ପୌର ନିର୍ବାଚନ ପାଇଁ ୱାର୍ଡ ସୀମା ନିର୍ଦ୍ଧାରଣ ସୂଚୀ ବଦଳିଲା ଆଗାମୀ ପୌର ନିର୍ବାଚନ ପୂର୍ବରୁ ମ୍ୟୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦ NACରେ ୱାର୍ଡ ସୀମା ନିର୍ଦ୍ଧାରଣ ଏବଂ ଆସନ ସଂରକ୍ଷଣ ପ୍ରକ୍ରିୟା ପାଇଁ ସମୟ ସୀମାରେ … Read More

ହାଇ ରିଟର୍ଣ୍ଣର ଲୋଭ ଦେଖାଇ ଠକି ନେଇଥିଲେ ୨୫ ଲକ୍ଷ , ୩ ଭାଇ-ଭଉଣୀ ଗିରଫ

ସମ୍ବଲପୁର:ଏକ ଆନ୍ତଃ-ଜିଲ୍ଲା ସାଇବର ଓ ଆର୍ଥିକ ଠକେଇ ଗ୍ୟାଙ୍ଗର ପର୍ଦ୍ଦାଫାଶ । ଠକେଇ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି ସମ୍ବଲପୁର ସାଇବର, କ୍ରାଇମ୍‌ ଏବଂ ଇକୋନୋମିକ୍‌ ଅଫେନ୍ସ (CC & EO) ଥାନା ପୋଲିସ। ଫେସବୁକରେ ଫେକ୍ ଆଇଡି ଖୋଲି ଉଚ୍ଚ ରିଟର୍ଣ୍ଣର … Read More

ଉତ୍କଳ ବିଶ୍ୱବିଦ୍ୟାଳୟରେ +୩ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ପରୀକ୍ଷା ନିୟନ୍ତ୍ରକ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟାର ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ବଡ଼ ଅଭିଯୋଗ ସାମ୍ନାକୁ ଆସିଛି । ସୋସିଆଲ ମିଡିଆ ଏବଂ ବିଭିନ୍ନ ମେସେଜିଂ ଆପ୍‌ରେ କମର୍ସ ବିଭାଗର ଏକ ପ୍ରଶ୍ନପତ୍ର ପରୀକ୍ଷା ଭାଇରାଲ ହେବାର … Read More

ସିଷ୍ଟମ ଘନୀଭୂତ ହୋଇପାରେ, ବିଚଳିତ ନହେବାକୁ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର ୧୮।୯: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗରକୁ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଆସିବ । ଏହା ଶନିବାର ସନ୍ଧ୍ୟା ସୁଦ୍ଧା ସେହି ଅଞ୍ଚଳରେ ଲଘୁଚାପ ରୂପ ନେବ । ତେବେ ଲଘୁଚାପଟି କେଉଁ ରୂପ ନେବ … Read More

ଓଡ଼ିଶାରେ ନିବେଶ କରିବ ଗୁଜରାଟର ଅଗ୍ରଣୀ ସେମିକଣ୍ଡକ୍ଟର କମ୍ପାନି କ୍ବାଡ୍‌କ୍ବାଣ୍ଟମ୍‌

ଭୁବନେଶ୍ବର: ଗୁଜରାଟର ଅଗ୍ରଣୀ ସେମିକଣ୍ଡକ୍ଟର କମ୍ପାନି କ୍ବାଡ୍‌କ୍ବାଣ୍ଟମ ଓଡ଼ିଶାରେ ପୁଞ୍ଜିନିବେଶ କରିବାକୁ ଆଗ୍ରହ ପ୍ରକାଶ କରିଛି। ନୂଆଦିଲ୍ଲୀରେ ଆୟୋଜିତ ସେମିକନ୍‌ ଇଣ୍ଡିଆ ୨୦୨୬ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଆଲୋଚନା ବେଳେ କମ୍ପାନି ଏହା ଜଣାଇଛି। କମ୍ପାନି ଓଡ଼ିଶାରେ ସିଲିକନ୍‌ … Read More