ଛାତ୍ରୀ ମୃତ୍ୟୁ ଘଟଣା: ମୃତଦେହ ରଖି ରାସ୍ତା ଅବରୋଧ
ମୟୂରଭଞ୍ଜ: ମେଡିକାଲରେ ମୃତଦେହ ରଖି ବିକ୍ଷୋଭ । ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀ ମୃତ୍ୟୁ ଘଟଣାରେ ବିକ୍ଷୋଭ । ମୟୂରଭଞ୍ଜ ରାସଗୋବିନ୍ଦପୁର କାକାବନ୍ଧ ଆଶ୍ରମ ସ୍କୁଲରେ ଝାଡ଼ାବାନ୍ତି ଆକ୍ରାନ୍ତ ହୋଇଥିଲେ ପିଲା । ବାରିପଦା ପିଆରଏମରେ ଚିକିତ୍ସାଧିନ ଅବସ୍ଥାରେ ପଞ୍ଚମ ଶ୍ରେଣୀ … Read More
