ସରକାରୀ ଆବାସିକ ବିଦ୍ୟାଳୟରେ ଜଣ୍ଡିସ୍ ଆତଙ୍କ; ୭୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଆକ୍ରାନ୍ତ
ରାୟଗଡ଼ା: ହୋଷ୍ଟେଲରେ ପୁଣି ଜଣ୍ଡିସ୍ ଆତଙ୍କ। ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ ରବାଡି ସ୍ଥିତ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଅଧୀନ ଆବାସିକ ବାଳିକା ଉଚ୍ଚ ବିଦ୍ୟାଳୟରେ ଜଣ୍ଡିସ୍ ଆତଙ୍କ ଦେଖାଦେଇଛି। ଗତ ୧୦ ଦିନ ମଧ୍ୟରେ ପ୍ରାୟ … Read More
