ବାପାଙ୍କ ଶବଦାହ ସାରି ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ପୁଅ

ଢେଙ୍କାନାଳ: ବାପାଙ୍କ ଶବଦାହ ସାରି ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ପୁଅ । ଢେଙ୍କାନାଳ ଜିଲ୍ଲା କୋରିଆଁ ଗାଁରେ ଦୁଃଖଦ ଘଟଣା ଘଟିଛି । ମୃତକ ହେଲେ କୋରିଆ ଗାଁର ସୁଶାନ୍ତ ସାହୁ। ସୁଶାନ୍ତଙ୍କ ବାପା ବୁଲା ସାହୁଙ୍କର ବାର୍ଦ୍ଧକ୍ୟଜନିତ ମୃତ୍ୟୁ ହୋଇଲା … Read More

ରାଜ୍ୟସଭା ନିର୍ବାଚନରେ ଦଳ ବିରୋଧୀ କାର୍ଯ୍ୟ: ୩ ବିଧାୟକଙ୍କୁ ନିଲମ୍ବନ କଲା କଂଗ୍ରେସ

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନରେ ଦଳ ବିରୋଧୀ କାର୍ଯ୍ୟପାଇଁ କଂଗ୍ରେସର ୩ ବିଧାୟକ ନିଲମ୍ବିତ । ସାନଖେମୁଣ୍ଡି ବିଧାୟକ ରମେଶ ଜେନା, ମୋହନା ବିଧାୟକ ଦାଶରଥୀ ଗମାଙ୍ଗ ଓ ବାରବାଟୀ- କଟକ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କୁ ସସପେଣ୍ଡ କରାଯାଇଛି । ଏହି ୩ … Read More

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନନ୍ଦନକାନନରେ ପଶୁ ପକ୍ଷୀଙ୍କ ପାଖରେ ଲାଗିବ କୁଲର ଓ ଫ୍ୟାନ

ବାରଙ୍ଗ : ହିଟ ୱେଭ୍‌କୁ ନେଇ ପ୍ରସ୍ତୁତ ନନ୍ଦନକାନନ । ଆଗକୁ ମାଡ଼ି ଆସୁଛି ଭୀଷଣ ଗ୍ରୀଷ୍ମ ପ୍ରବାହ । ଫେବୁଆରୀ ମାସରୁ ଅସହ୍ୟ ଗରମ ଅନୁଭୂତ ହେଲାଣି । ଏନେଇ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଥିବା ପଶୁପକ୍ଷୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି … Read More

ଗହୀରମଥାରେ ଅଲିଭରିଡଲେଙ୍କ ସାମୁହିକ ଅଣ୍ଡାଦାନ, ବେଳାଭୂମିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ରାଜନଗର : ଗହୀରମଥା ପାଇଁ ଖୁସି ଖବର। ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଅଲିଭରିଡଲେ କଇଁଛମାନଙ୍କ ଅଣ୍ଡାଦାନ ଆରମ୍ଭ । ସାମୁହିକ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ଅନେକ କଇଁଛମାନେ ବିକ୍ଷିପ୍ତ ଭାବେ ଅଣ୍ଡାଦାନ କରୁଛନ୍ତି । ବିକ୍ଷିପ୍ତ ଭାବେ ଅଲିଭରିଡଲେ ଦେଇଥିବା … Read More

ଦନ୍ତା ଆକ୍ରମଣରେ ୨ ବର୍ଷ ଶିଶୁ ମୃତ, ଭାଙ୍ଗିଲା ଘର

ଜଳେଶ୍ୱର: ଦନ୍ତା ଆକ୍ରମଣରେ ଭାଙ୍ଗିଲା କାନ୍ଥ । କାନ୍ଥ ତଳେ ଚାପି ହୋଇ ୨ ବର୍ଷର ଶିଶୁର ମୃତ୍ୟୁ ହୋଇଛି । ବାଲେଶ୍ବର ଜିଲ୍ଲା ରାଇବଣିଆ ଥାନା କେନ୍ଦୁଖୁଣ୍ଟା ଗାଁରେ ହାତୀ ଉପଦ୍ରବଛଦେଖିବାକୁ ମିଳିଛି । ରାଇବଣିଆ ଅଞ୍ଚଳର ଆଖପାଖ ଜଙ୍ଗଲରେ ୩୦ … Read More

ଶିଳ୍ପ ମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆର କନସୁଲ ଜେନେରାଲ, ବୈଷୟିକ ଶିକ୍ଷା ବିଭାଗର ବିଭିନ୍ନ ଦିଗ ନେଇ ଆଲୋଚନା

ଭୁବନେଶ୍ୱର: ରାଜ୍ୟ ଶିଳ୍ପ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁଙ୍କ ସହ ସୌଜନ୍ୟମୂଳକ ସାକ୍ଷାତକାର କରିଛନ୍ତି କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ ବର୍ଣ୍ଣାଡ ଲିଞ୍ଚ । ମାନ୍ୟବର ମନ୍ତ୍ରୀ ଶ୍ରୀ ସ୍ବାଇଁଙ୍କ ଆବାସିକ କାର୍ଯ୍ୟାଳୟରେ ଅନୁଷ୍ଠିତ … Read More

କଡ଼ାକଡ଼ି ହେଲା କ୍ରସ ଭୋଟିଂ କରିଥିବା ବିଧାୟକଙ୍କ ସୁରକ୍ଷା

ଭୁବନେଶ୍ବର: ସରିଲା ଭୋଟ୍‌ ଗଣତି। ହାଇଭୋଲ୍ଟେଜ ଲଢେଇ ଭିତରେ ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ ଫଳ। ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ଦିଲ୍ଲୀପ ରାୟ ଓ ସଂନ୍ତୃପ୍ତ ମିଶ୍ର। ହାରିଲେ ଦତ୍ତେଶ୍ବର ହୋତା। ହେଲେ ରାଜ୍ୟସଭା ନିର୍ବାଚନରେ … Read More

୮ ବିଜେଡ଼ି ବିଧାୟକ ନିଲମ୍ବିତ !

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ କରିଥିବା ବିଜେଡ଼ି ବିଧାୟକଙ୍କୁ ନେଇ ବଡ଼ ବୟାନ ରଖିଛନ୍ତି ବିଧାୟକ ଦିବ୍ୟଶଙ୍କର ମିଶ୍ର। ୮ଜଣ ବିଧାୟକ ବହିଷ୍କାର ହୋଇ ସାରିଛନ୍ତି ବୋଲି କହିଛନ୍ତି ଦିବ୍ୟ ଶଙ୍କର। ଏକ ଜାତୀୟ ଗଣାମଧ୍ୟମ ଏଜେନ୍ସିକୁ ପ୍ରତିକ୍ରିୟା ଦେଇ … Read More

ରାଜ୍ୟବାସୀଙ୍କ ସ୍ବାର୍ଥ ପାଇଁ କାମ କରିବେ ନବନିର୍ବାଚିତ ସାଂସଦ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବନିର୍ବାଚିତ ରାଜ୍ୟସଭା ପ୍ରାର୍ଥୀ ମନମୋହନ ସାମଲ ଏବଂ ସୁଜିତ କୁମାରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଗଣମାଧ୍ୟମର ପ୍ରତିନିଧିଙ୍କୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ପାଇଁ ଆଜି ଏକ ଐତିହାସିକ ଦିନ। ଏହି ନିର୍ବାଚନରେ ବିଜେପି … Read More

ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠିତ

କଟକ: କଟକ ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।  କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା, ସେ ନେଇ ଏହି … Read More