ନିର୍ଦ୍ଧାରଣ ହେବ ନିର୍ମାଣ ସାମଗ୍ରୀର ସର୍ବଶ୍ରେଷ୍ଠ ମୂଲ୍ୟ: ପୂର୍ତ୍ତ ମନ୍ତ୍ରୀ
ଭୁବନେଶ୍ୱର : ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ନିର୍ମାଣ ସାମଗ୍ରୀର ମୂଲ୍ୟ ନିର୍ଦ୍ଧାରଣ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ନିର୍ମାଣ କ୍ଷେତ୍ରରେ ସାମଗ୍ରୀର ଉଚିତ ମୂଲ୍ୟ ନିର୍ଦ୍ଧାରଣ ଓ ସାମଗ୍ରୀର ଗୁଣବତ୍ତା ଉପରେ ଗୁରୁତ୍ୱ ଦିଆଯାଇଥିବା … Read More
