ବଢୁଛି ତାତି; ବିଶ୍ୱବିଦ୍ୟାଳୟ ଓ କଲେଜ ପାଇଁ ଏସଓପି ଜାରି, ସକାଳେ ହେବ ସବୁ ପରୀକ୍ଷା
ଭୁବନେଶ୍ୱର : ଧିରେ ଧିରେ ବଢୁଛି ତାତି । ତେଣୁ ହିଟ୍ ୱେଭଙ୍କୁ ନେଇ ସବୁ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜଗୁଡିକ ପାଇଁ ଏସଓପି ଜାରି କଲା ଉଚ୍ଚ ଶିକ୍ଷା ବିଭାଗ । ସକାଳ ସମୟରେ ସବୁ ପରୀକ୍ଷା କରିବାକୁ କୁହାଯାଇଛି । … Read More
