ରାଜ୍ୟରେ ବିଭିନ୍ନ ବିଭାଗରେ ଖାଲି ପଡିଛି ୯୪ହଜାର ରୁ ଅଧିକ ପଦବୀ
ଭୁବନେଶ୍ବର: ରାଜ୍ୟରେ ବିଭିନ୍ନ ବିଭାଗରେ ଖାଲି ପଡିଛି ୯୪ହଜାର ୪୮୫ପଦବୀ । ୧୨ଫେବ୍ରୁଆରୀ ୨୦୨୬ ସୁଦ୍ଧା ଖାଲି ପଡିଛି ୯୪ହଜାର ୪୮୫ପଦବୀ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ସର୍ବାଧିକ ୨୦ହଜାର ୨୮୯ ପଦବୀ ଖାଲି ପଡିଥିବା ସୂଚନା ମିଳିଛି । ଗୃହ … Read More
