ରାଜଧାନୀରେ ହିଟ୍ ଆଣ୍ଡ ରନ୍; ମହିଳାଙ୍କ ମୁଣ୍ଡ ଉପରେ ମାଡ଼ିଗଲା କାର୍
ଭୁବନେଶ୍ୱର: ରାଜଧାନୀରେ ହିଟ ଆଣ୍ଡ ରନ । ଭୁବନେଶ୍ୱର କୋର୍ଟ ସାମ୍ନା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମହିଳାଙ୍କ ମୁଣ୍ଡ ଉପରେ ମାଡିଗଲା ଇନୋଭା କାର । ଗୁରୁତର ଅବସ୍ଥାରେ ମେଡିକାଲରେ ମହିଳା ଭର୍ତ୍ତି । ଦୁର୍ଘଟଣା ଘଟାଇ ଇନୋଭା କାର ଫେରାର … Read More
