ନବରଂଗପୁର ଜିଲ୍ଲାର ୭ଟି ବ୍ଲକରେ କେବେ କାର୍ଯ୍ୟକାରୀ ହେବ ଅଲଟ୍ରାସ୍କାନ୍ ସୁବିଧା?

ନବରଙ୍ଗପୁର : ଗର୍ଭବତୀ ମାଆଙ୍କୁ ଏଣିକି ଦୂରଦୂରାନ୍ତର ଡାକ୍ତରଖାନାକୁ ଆସି ଅଲଟ୍ରାସ୍କାନ କରିବାର ଆବଶ୍ୟକତା ନାହିଁ। ସବୁ ବ୍ଲକରେ ଏହି ସୁବିଧା ଉପଲବ୍ଧ କରାଯିବ ବୋଲି ସରକାର ଘୋଷଣା କରିଥିଲେ। ନବରଙ୍ଗପୁର ଜିଲ୍ଲାରେ ଏହା ନବରଙ୍ଗପୁର, ଉମରକୋଟ ଓ ପାପାଡାହାଣ୍ଡିରେ ହିଁ … Read More

ଓଡିଶାର ଯୁବ ଚାଷୀ ହିରୋଦଙ୍କୁ ମୋଦୀଙ୍କ ପ୍ରଶଂସା

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମନ କି ବାତର ୧୩୧ତମ ଏପିସୋଡ୍‌ରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏଥର ସେ ଓଡ଼ିଶାର ଜଣେ ଯୁବ ଚାଷୀ ହିରୋଦ ପଟେଲଙ୍କ କାହାଣୀ ବାଣ୍ଟିଛନ୍ତି। ହିରୋଦଙ୍କ ଚାଷ ଶୈଳୀକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ବାପା … Read More

୨୬ରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍

ଭୁବନେଶ୍ଵର:ଆସନ୍ତା ୨୬ ତାରିଖରେ ଓଡିଶା ଗସ୍ତରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍।ଫେବ୍ରୁଆରୀ ୨୬ ତାରିଖରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ, ସେମାନଙ୍କର ୪ ଦିନିଆ  ଓଡିଶା ଗସ୍ତ ରହିଛି। ଏଥିରେ ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଓ ସଦସ୍ୟଙ୍କ ସହ ୧୦ ଜଣିଆ ଟିମ୍ ରେ … Read More

ଛାତ୍ରୀ ଗଣଦୁଷ୍କର୍ମ: ରେଡ୍‌ ଫ୍ଲାଗ୍ କଲା କ୍ରାଇମବ୍ରାଞ୍ଚ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳରେ ଘଟିଥିବା ୭ମ ଶ୍ରେଣୀ ଛାତ୍ରୀ ବଳାତ୍କାର ଘଟଣାକୁ ଗୁରୁତର ସହ ନେଇ ରେଡ୍‌ ଫ୍ଲାଗ୍‌ ଅନ୍ତର୍ଭୁକ୍ତ କରିଛି କ୍ରାଇମବ୍ରାଞ୍ଚ। ଜଣେ ସିନିୟର ଅଫିସରଙ୍କ ତତ୍ତ୍ଵାବଧାନରେ ତଦନ୍ତର ଅନୁଧ୍ୟାନ ହେବ। ଏବଂ ନ୍ୟାୟିକ … Read More

ଓଡିଶା କ୍ରିକେଟ ଆସୋସିଏସନ ନିର୍ବାଚନ କଳି

କଟକ : ତେଜିଲା ଓଡିଶା କ୍ରିକେଟ ଆସୋସିଏସନ ନିର୍ବାଚନ କଳି। ଜେନେରାଲ ବଡି ବୈଠକକୁ ବୟକଟ କରିଛନ୍ତି ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର। ବୈଠକକୁ ବୟକଟ କରି ଗଣମାଧ୍ୟମ ଆଗରେ ବର୍ଷିଲେ ଲଳିତେନ୍ଦୁ । ନିୟମକୁ ଉଲଘଂନ କରି ନିର୍ବାଚନ ଘୁଞ୍ଚାଇବାକୁ ଚେଷ୍ଟା … Read More

ମୃତ ପୁଲିସ ପରିବାରକୁ ୫ଲକ୍ଷ ସହୟତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ଝାରସୁଗୁଡ଼ାରେ ଘଟିଥିବା ଦୁଃଖଦ ସଡ଼କ ଦୁର୍ଘଟଣାରେ ୫ ଜଣ କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କ ପ୍ରାଣହାନି ଘଟଣା ​‌ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହାନଚରଣ ମାଝୀ । ସେ ତାଙ୍କ ଟ୍ବିଟରରେ ହ୍ୟାଣ୍ତଲେ​‌ରେ ଉଲ୍ଲେଖ କରିଛନ୍ତି ଯେ ଏହି ଘଟଣା ଅତ୍ୟନ୍ତ … Read More

ରାଜନଗର ନାବାଳିକା ଗଣଦୁଷ୍କର୍ମ ଘଟଣାରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି

ଭୁବନେଶ୍ୱର:ରାଜ୍ୟରେ ଡବଲ ଇଞ୍ଜିନ ସରକାର କ୍ଷମତାକୁ ଆସିବା ପରେ, ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିଯିବା ସହିତ ମହିଳା ସୁରକ୍ଷା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇ ପଡିଛି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି । ପରିସ୍ଥିତିରେ ସୁଧାର ଆସିବା ପରିବର୍ତ୍ତେ ଦିନକୁ … Read More

ଗ୍ରୀଷ୍ମ ମୁକାବିଲା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ବିଭାଗର ଚିଠି, ପାନୀୟ ଜଳ ଓ ORS ପ୍ୟାକେଟ୍ ରଖିବା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ଗ୍ରୀଷ୍ମ ମୁକାବିଲା ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପ୍ରସ୍ତୁତି ଆରମ୍ଭ ହୋଇଛି । ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି, ଯେଉଁଥିରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ ସତର୍କତାମୂଳକ ପଦକ୍ଷେପ ସମ୍ପର୍କରେ ଉଲ୍ଲେଖ କରାଯାଇଛି … Read More

ଏଥର ବି ହୋଇପାରିଲାନି ପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡି ଭଙ୍ଗା ଯାତ୍ରା, ୧୨ ବର୍ଷ ହେଲା ବନ୍ଦ ରହିଛି ପରମ୍ପରା

ଭୁବନେଶ୍ବର: ଗତ ବର୍ଷ ଭଳି ଏବର୍ଷ ବି ବନ୍ଦ ରହିଲା ମହାପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡି ଭଙ୍ଗା ଯାତ୍ରା। କପିଳେଶ୍ୱର ମନ୍ଦିରରେ କେଉଁ ସେବାୟତ ବାଟ ବରଣୀ କରିବେ ସେନେଇ ବିବାଦ ନ ତୁଟିବାରୁ ଏବର୍ଷ ବି ମହାପ୍ରଭୁଙ୍କ ହାଣି ଭଙ୍ଗା ଯାତ୍ରା … Read More

ରାଜ୍ୟକୁ ଋଣବୋଝରେ ବୁଡାଇ, ରାଜ୍ୟବାସୀଙ୍କୁ ସୁନେଲି ସ୍ୱପ୍ନ ଦେଖାଉଛନ୍ତି ସରକାର

ଭୁବନେଶ୍ୱର: ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଥିବା ବେଳେ, ଆଜି ବିଜୁ ଜନତା ଦଳ ଏହି ବଜେଟ ଅନ୍ତସାର ଶୂନ୍ୟ ଓ କେବଳ ପ୍ରଚାରଧର୍ମୀ ବଜେଟ ବୋଲି ଅଭିହିତ … Read More