ନବ ଦାସ ହତ୍ୟା: ପିଏସ୍ଓଙ୍କ ସାକ୍ଷ୍ୟ ଗ୍ରହଣ
ଝାରସୁଗୁଡା: ନବ ଦାସ ହତ୍ୟା ମାମଲାରେ ପିଏସ୍ଓ ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ ହୋଇଛି। ଝାରସୁଗୁଡ଼ା ଏଡିଜେରେ ପିଏସଓ ମିତ୍ରଭାନୁ ଦେଓ ସାକ୍ଷ୍ୟ ପ୍ରଦାନ କରିଛନ୍ତି। ସେ କହିଛନ୍ତି ମୁଁ ଗୁଳିମାଡ଼ ଦେଖିନି। ନବ ଦାସଙ୍କ ଗାଡ଼ିରେ ବସି ନଥିଲି, ମୁଁ … Read More
