କଟକରୁ ଅପହୃତ ବ୍ୟାଙ୍କ ଅଧିକାରୀ ବାଲେଶ୍ୱରରୁ ଉଦ୍ଧାର, ୨ ଗିରଫ
କଟକ: କଟକରୁ ଅପହୃତ, ବାଲେଶ୍ୱରରୁ ଉଦ୍ଧାର । ବ୍ୟାଙ୍କ ଅଧିକାରୀଙ୍କ ଅପହରଣ ଘଟଣାରେ ମଧୁପାଟଣା ପୋଲିସକୁ ସଫଳତା । ବାଲେଶ୍ୱର ଜିଲ୍ଲାର ୨ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ । ଦୁଇ ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଗମ୍ଭାରୀର … Read More
