୩୧ ନୂଆ ଜିଲ୍ଲା ପାଇଁ ପ୍ରସ୍ତାବ
ଭୁବନେଶ୍ବର : ରାଜ୍ୟରେ ଆଉ ୩୧ଟି ନୂଆ ଜିଲ୍ଲା ପାଇଁ ସରକାରଙ୍କ ନିକଟକୁ ପ୍ରସ୍ତାବ ଦିଆଯାଇଛି। ଏନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ବିଧାନସଭାରେ ବିଧାୟକ ବିଜୟ ଦଳବେହେରାଙ୍କ ଅଣତାରକା ପ୍ରଶ୍ନରେ ଲିଖିତ ଉତ୍ତର ରଖି ବଡ଼ … Read More
