ବଜେଟ୍ ଅଧିବେଶନ ବେଳେ ଜଗିବେ ବ୍ଲାକ କମାଣ୍ଡୋ, କଡ଼ା ସୁରକ୍ଷା ବଳୟରେ ରହିବ ବିଧାନସଭା

ଭୁବନେଶ୍ୱର : ଏଥର ବିଧାନସଭା ଜଗିବେ ବ୍ଲାକ କମାଣ୍ଡୋ । ଚଳିତ ବଜେଟ୍ ଅଧିବେଶନ ବେଳେ କଡ଼ା ସୁରକ୍ଷା ବଳୟରେ ରହିବ ବିଧାନସଭା । ତ୍ରିସ୍ତରିୟ ସୁରକ୍ଷା ବ୍ୟବସ୍ଥା ହୋଇଛି । ଜଗିବେ ୩୪ ପ୍ଲାଟୁନ ପୋଲିସ ଫୋର୍ସ । ଗୋଟିଏ ସ୍ପେସାଲ୍ … Read More

ନୂଆଗାଁରେ ଜାତିପ୍ରଥା ପରମ୍ପରାର ପଡିଲା ପୂର୍ଣ୍ଣଛେଦ, ୩ ମାସ ପରେ ଅଙ୍ଗନବାଡି କେନ୍ଦ୍ରକୁ ଆସିଲେ ଛାତ୍ରଛାତ୍ରୀ

ରାଜନଗର: ଦୀର୍ଘ ୩ ମାସ ପରେ ସ୍ବଭାବିକ ହେଲା ଅଙ୍ଗନବାଡ଼ି କେନ୍ଦ୍ର । ନୂଆଗାଁରେ ଜାତିପ୍ରଥା ପରମ୍ପରାର ପଡିଲା ପୂର୍ଣ୍ଣଛେଦ ।  ୩ ମାସ ପରେ ଅଙ୍ଗନବାଡି କେନ୍ଦ୍ରକୁ ଆସିଲେ ଛାତ୍ରଛାତ୍ରୀ ।  ପିଲା ପହଂଚିବା ପରେ ସ୍ୱଭାବିକ ହେଲା ଅଙ୍ଗନବାଡି କେନ୍ଦ୍ର … Read More

ଜଳପ୍ରପାତରେ ବୁଡ଼ି SI ନିଖୋଜ

କୋରାପୁଟ: ଜଳପ୍ରପାତରେ ବୁଡ଼ି SI ନିଖୋଜ । କୋରାପୁଟ ଜିଲ୍ଲା କୋଟପାଡ଼ ଗୁଲୁମୀ ଜଳପ୍ରପାତରେ ଅଘଟଣ ଘଟିଛି । ନିଖୋଜ ଏସଆଇ ହେଲେ ଛତିଶଗଡ଼ ନଗରନାର ଥାନାର ଆକାଶ ଚୌଧୁରୀ । ଗତକାଲି ୫ଜଣ ପିକନିକ୍ କରିବାକୁ ଆସିଥିଲେ । ସେମାନଙ୍କ ମଧ୍ୟରୁ … Read More

ଚିନ୍ତା ବଢାଇଲାଣି କିଡନୀ ରୋଗ, ଦୁଇ ତିନି ବର୍ଷରେ ଗଲାଣି ୫୦ରୁ ଅଧିକ ଜୀବନ

ହିଞ୍ଜିଳିକାଟୁ: ଚିନ୍ତା ବଢାଇଲାଣି କିଡନୀ ରୋଗ । ଗାଁ କୁ ଗାଁ ବ୍ୟାପୁଛି । ଅକାଳରେ ଚାଲିଯାଉଛି ଲୋକଙ୍କ ଜୀବନ । ଅନେକ ଲୋକ କିଡନୀ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁର ବାଟ କୁ ଚାହିଁ ବସିଛନ୍ତି ।  ମହାମାରୀ ରୂପ ନେଇ … Read More

ସୁଦୃଢ଼ ହେବ ରାଜ୍ୟର ଅର୍ଥନୀତି, ଭୁବନେଶ୍ୱରର ହେବ ଆଇଟି ହବ୍

ଭୁବନେଶ୍ବର: ଆହୁରି ସୁଦୃଢ଼ ହେବ ରାଜ୍ୟର ଅର୍ଥନୀତି । ଭୁବନେଶ୍ୱରର ହେବ ଆଇଟି ହବ । କଟକ, ଭୁବନେଶ୍ୱର, ପୁରୀ, ପାରାଦୀପ କୁ ନେଇ ପ୍ରସ୍ତୁତ ହେଉଛି ଏକୋନମି ରିଜିୟନ୍ । କେନ୍ଦ୍ର ସରକାରଙ୍କ ବଜେଟରେ ଏହାକୁ ସ୍ଥାନ ଦିଆଯାଇଛି । ଓଡ଼ିଶାକୁ … Read More

ପୁରୀରୁ ନିଖୋଜ ନାବାଳକ ହ୍ରାଇଦ୍ରାବାଦରୁ ଉଦ୍ଧାର , ୨ ଗିରଫ

ପୁରୀ : ୫ ମାସ ପରେ ନିଖୋଜ ନାବାଳକ ଉଦ୍ଧାର । ପୁରୀ ଜିଲ୍ଲା ଡେଲାଙ୍ଗ ଥାନା କୁଞ୍ଜର ଗାଁର ଦୁଇ ନିଖୋଜ ନାବାଳକ ୫ ମାସ ପରେ ଉଦ୍ଧାର କରିଛି ପୋଲିସ । ଦୁଇ ନାବାଳକ ଗୋଟିଏ ପରିବାରର । ଦୁହେଁ … Read More

ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୬୧ ରନ୍ ରେ ଜିତିଲା

ପାକିସ୍ତାନକୁ ମୁହଁତୋଡ ଜବାବ ଦେଇଛି ଭାରତ। ଆଜିର ହାଇଭୋଲ୍ଟେଜ ମ୍ୟାଚରେ ପାକିସ୍ତାନକୁ ୬୧ରନରେ ହରାଇଲା ଭାରତ। ୨୦୨୬ ଟି-୨୦ ବିଶ୍ୱକପର ସବୁଠାରୁ ପ୍ରତୀକ୍ଷିତ ମ୍ୟାଚ୍ ଦୁଇ ପାରମ୍ପରିକ କ୍ରିକେଟ ପ୍ରତିଯୋଗୀ ଭାରତ ଓ ପାକିସ୍ତାନ ପରସ୍ପରକୁ ସାମ୍ନା କରିଛନ୍ତି। ଏହି ମ୍ୟାଚରେ … Read More

ନିର୍ଦ୍ଧାରିତ ସମୟ ପୂର୍ବରୁ ଲିଙ୍ଗରାଜରେ ଉଠିଲା ମହାଦୀପ

ଭୁବନେଶ୍ବର :ଏକାମ୍ରକ୍ଷେତ୍ର ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ। ନିର୍ଦ୍ଧାରିତ ସମୟର ପ୍ରାୟ ଦେଢ଼ଘଣ୍ଟା ପୂର୍ବରୁ ଉଠିଛି ମହାଦୀପ।  ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମହାଦୀପ ନିର୍ଦ୍ଧାରିତ ସମୟର ବହୁ ପୂର୍ବରୁ ଉଠିଛି । ପୂର୍ବରୁ ରାତି ୧୦ଟା ବେଳେ ମହାଦୀପ ଉଠିବା ପାଇଁ … Read More

ପ୍ରସିଦ୍ଧ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ଦେହାନ୍ତ

କଟକ  :  ଚାଲିଗଲେ ଆଉ ଜଣେ ସୁନାମଧନ୍ୟ ଓଡ଼ିଆ କଣ୍ଠଶିଳ୍ପୀ । କିଛି ଦିନ ତଳେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବେଳେ ହଠାତ୍ ତାଙ୍କର ବ୍ରେନ୍ ଷ୍ଟ୍ରୋକ୍ ହୋଇଥିଲା । ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । … Read More

ଗୋକର୍ଣ୍ଣେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼: ସାଢେ ୧୦ରେ ଉଠିବ ମହାଦୀପ

ଧର୍ମଶାଳା : ଆଜି ମହାଶିବରାତ୍ରି ଜାଗର ଯାତ୍ରା। ଏହି ଉପଲକ୍ଷେ ଓଡିଶାର ପୁରପଲ୍ଲୀର ଶୈବ ପୀଠ ଚଳଚଞ୍ଚଳ ହୋଇ ପଡିଛି। ଦେବ ଦେବ ମହାଦେବଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ଯାଜପୁର ଜିଲ୍ଲା ଧର୍ମଶାଳାର ପ୍ରସିଦ୍ଧ ଶୈବ ପୀଠ ବାବା ଗୋକର୍ଣ୍ଣେଶ୍ୱର ମହାଦେବଙ୍କ … Read More