PUCC ଫାଇନ କମ୍ କରିବାକୁ ଚାଲିଛି ଆଲୋଚନା: ପରିବହନ ମନ୍ତ୍ରୀ

ଭୁବନେଶ୍ୱର : PUCC ଫାଇନ୍ କମାଇବା ଯୋଜନା ଚାଲିଛି । ୧୦ ହଜାର ଟଙ୍କା ଫାଇନକୁ କମ୍ କରିବାକୁ ଆଲୋଚନା ହେଉଛି । ରାଜ୍ୟରେ ବାୟୁ ପ୍ରଦୂଷଣ ନେଇ PUCC ନିୟମ କଡ଼ାକଡ଼ି ହୋଇଥିଲା । ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଲେ … Read More

୨୦ଫୁଟ ତଳକୁ ଖସିଲା ବସ, ୧୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ

ବଲାଙ୍ଗୀର: ଘାଟିରେ ଓଲଟିଲା ଯାତ୍ରୀବାହୀ ବସ । ଭାରସାମ୍ୟ ହରାଇ ୨୦ଫୁଟ ତଳକୁ ଖସିଲା ବସ । ବଲାଙ୍ଗୀରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବାବେଳେ ବାରିଙ୍ଗ ଝିଲିମିଲିଆ ଘାଟିରେ ଦୁର୍ଘଟଣା ହୋଇଛି । ବସରେ ପ୍ରାୟ ୩୦ରୁ ୩୫ଜଣ ଯାତ୍ରୀ ଥିଲେ । ଦୁର୍ଘଟଣାରେ … Read More

ନକ୍ସଲମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାରଙ୍କ ନୂଆ ରୋଡ୍ ମ୍ୟାପ୍, ବନ୍ଧୁକ ବଦଳରେ ମିଳିବ କୋଟିଏ ଟଙ୍କାର ପ୍ୟାକେଜ

ଭୁବନେଶ୍ୱର : ମାଓବାଦୀଙ୍କ ପାଇଁ କୋଟି କୋଟିର ପ୍ୟାକେଜ । ବନ୍ଧୁକ ବଦଳରେ ମିଳିବ ଟଙ୍କା । ନକ୍ସଲମୁକ୍ତ ପାଇଁ ଓଡ଼ିଶା ସରକାରଙ୍କ ନୂଆ ରୋଡ୍ ମ୍ୟାପ୍ । ସଂଶୋଧିତ ହେଲା ଥଇଥାନ ଯୋଜନା । ଏଣିକି ନକ୍ସଲ ଆତ୍ମସମର୍ପଣର ୬୦ ଦିନ … Read More

ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ

ଅନୁଗୁଳ : ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ । ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କୋଟିପତି କିରାଣୀ ସୁବ୍ରତ ବେହେରାଙ୍କ ଘରେ ରେଡ୍ ।  ସୁସୁଡା ସ୍ଥିତ ବାସଭବନରେ ରେଡ୍ କରୁଛି ଭିଜିଲାନ୍ସ । ଗତକଲି ସୁବ୍ରତଙ୍କ ମାରାଥନ୍ ଜେରା ପରେ ଛଡାଯାଇଥିଲା … Read More

ବଢ଼ିଲା ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଜାତୀୟ ସ୍ବାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତର ମାନଙ୍କ ଦରମା ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆୟୁଷ ଡାକ୍ତର ମାନଙ୍କ ଅବଦାନ ପ୍ରତି ଗୁରୁତ୍ବଦେଇ ତଥା … Read More

୧୪୪ତମ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ: ୨୩ଟି ଶିଳ୍ପ ବିନିଯୋଗକୁ ଅନୁମୋଦନ

ଭୁବନେଶ୍ୱର: ୨୩ଟି ଶିଳ୍ପ ବିନିଯୋଗ ପ୍ରସ୍ତାବକୁ ସିଙ୍ଗିଲ୍‌ ୱିଣ୍ଡୋ ଅନୁମୋଦନ ମିଳିଛି । ୧୪୪ତମ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ମଞ୍ଜୁରୀ ପ୍ରଦାନ କରାଯାଇଛି । ପ୍ରସ୍ତାବଗୁଡିକର ମୋଟ ବିନିଯୋଗ ପରିମାଣ ୪,୧୧୧,୮୦ କୋଟି ଟଙ୍କା ରହିଛି । ଏହା … Read More

ପିୟୁସିସି ପାଇବାକୁ ହେଲେ ପୈଠ କରିବାକୁ ହେବ ବକେୟା ଚାଲାଣ

କଟକ: ପ୍ରଦୂଷଣ ପ୍ରମାଣ ପତ୍ର ପାଇବାକୁ ହେଲେ ବକେୟା ଚାଲାଣ ପୈଠ କରିବାକୁ ହେବ। ଆଜି ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇବା ସହିତ ଏସମ୍ପର୍କିତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ସେଣ୍ଟ୍ରାଲ ମୋଟର ଭେହିକିଲ ରୁଲ ୧୬୭ ସବ … Read More

ଆଉ ୨୫୦ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ନୂଆ ୨୫୦ ଆମ୍ବୁଲାନ୍ସ ।  ରାଜ୍ୟର ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ୨୫୦ଟି ନୂଆ ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଜରୁରୀକାଳୀନ ଆମ୍ବୁଲାନ୍ସ ସେବାରେ ୪୨୮ଟି … Read More

ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାରେ କପି ରୋକିବାକୁ AI ଏବଂ QR କୋଡର ହେବ ବ୍ୟବହାର

ଭୁବନେଶ୍ୱର :  ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି । କପି ରୋକିବାକୁ ବ୍ୟବହାର ହେବ AI ଏବଂ QR କୋଡ୍ । AI କ୍ୟାମେରା ନଜରରେ ରହିବ ପରୀକ୍ଷା କେନ୍ଦ୍ର । ପ୍ରଶ୍ନପତ୍ରରେ … Read More

୩ ମହିଳାଙ୍କୁ ଦଳିଦେଲା ଦନ୍ତା

ଢେଙ୍କାନାଳ : ଦଳିଦେଲା ଦନ୍ତା ୩ ମହିଳା ମୃତ ।  ଢେଙ୍କାନାଳ ସଦର ରେଞ୍ଜ କାଇମାଟି ଲୁଚାପଲି ଗାଁରେ ହାତୀ ଆକ୍ରମଣରେ ୩ ଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି ।  ଗୁରୁତରଙ୍କୁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାକୁ … Read More