ଅଙ୍ଗନବାଡ଼ିରେ ଅନୁସୂଚିତ ଜାତିର ଯୁବତୀଙ୍କ ନିଯୁକ୍ତି ପରେ ଶିଶୁଙ୍କୁ ପଢ଼ିବାକୁ ଛାଡୁନାହାନ୍ତି ଅଭିଭାବକ

ରାଜନଗର : ବିଜ୍ଞାନ ଯୁଗରେ ଜାତିପ୍ରଥାର କୁତ୍ସିତ ପରମ୍ପରା । ଅନୁସୂଚିତ ଜାତିର ଯୁବତୀଙ୍କ ନିଯୁକ୍ତି ପରେ ଅଙ୍ଗନବାଡ଼ିକୁ ଶିଶୁଙ୍କୁ ପଢିବାକୁ ଛାଡୁ ନାହାନ୍ତି ଗ୍ରାମବାସୀ । ଏପରିକି ସହାୟିକାଙ୍କ ହାତରୁ ପ୍ରସୂତି ଏବଂ ଶିଶୁଙ୍କ ପାଇଁ ଆସୁଥିବା ଖାଦ୍ୟ ମଧ୍ୟ ଗ୍ରହଣ … Read More

ରାଜଧାନୀରେ ଚାଞ୍ଚଲ୍ୟ, ତ୍ରିକୋଣୀୟ ପ୍ରେମରୁ ହତ୍ୟା

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ । ପ୍ରେମ ସପ୍ତାହରେ ତ୍ରିକୋଣୀୟ ପ୍ରେମରୁ ହତ୍ୟା । ଚକୋଲେଟ୍ ଡେ’ରେ ନୀଳାଦ୍ରିବିହାରରେ ଭଡ଼ା ଘରେ ରହୁଥିବା ପାର୍ଲର ପ୍ରେମିକାଙ୍କୁ ଚକୋଲେଟ୍ ଦେବାକୁ ଆସିଥିଲେ ପ୍ରେମିକ ସତ୍ୟବ୍ରତ ପ୍ରଧାନ । ତାଙ୍କ ଘର ବ୍ରହ୍ମଗିରି ହସିନପୁର ଅଞ୍ଚଳରେ । … Read More

୨ ଲକ୍ଷ ଟଙ୍କା ପାଇଁ ବଧୁହତ୍ୟା ଅଭିଯୋଗ

ବାଲୁଙ୍ଗା: ପୁଣି ଯୌତୁକ ପାଇଁ ବଧୁହତ୍ୟା ଅଭିଯୋଗ । ଖୋର୍ଦ୍ଧା ନାଚୁଣୀ ଥାନା ବଉଳବନ୍ଧ ଗାଁର ଏ ଅଭାବନୀୟ ଘଟଣା । ମୃତକ ହେଲେ ଟାଙ୍ଗୀ ପାରିଓରଡ଼ର ଜ୍ୟୋତ୍ସା ସାହୁ । ୫ ବର୍ଷ ତଳେ ସେ ବଉଳବନ୍ଧର ହରି ସାହୁଙ୍କୁ ବିବାହ … Read More

କୋଚିଂ ସେଣ୍ଟରରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ସାଲେପୁର: ଘରୋଇ ଆବାସିକ କୋଚିଂ ସେଣ୍ଟର ଭିତରୁ ନାବାଳକ ଛାତ୍ରଙ୍କ ମୃତଦେହ ଉଦ୍ଧାର । ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ । ଘଟଣା ଘଟିଛି କଟକ ଜିଲ୍ଲା ସାଲେପୁର କଲେଜ ନିକଟସ୍ଥ ଘରୋଇ କୋଚିଙ୍ଗ ସେଣ୍ଟରରେ । ମୃତ ନାବାଳକ ହେଲେ … Read More

କାନ୍ଥ ତାଡି ଲୁଟିନେଲେ କୋଟିଏ ଟଙ୍କାର ଅଳଙ୍କାର

ବାଲେଶ୍ବର: ବାଲେଶ୍ୱର ଜିଲ୍ଲାରେ ମାତିଛନ୍ତି ଲୁଟେରା । ଲୁଟି ନେଉଛନ୍ତି ବହୁମୂଲ୍ୟ ସାମଗ୍ରୀ । ଆଜି ଜିଲ୍ଲାର ସୋର ଥାନା ଫଟା ଅର୍ଜୁନ ଛକରେ ଥିବା ନୀଳମଣି ଜୁଏଲାରୀ ଦୋକାନରେ ବଡ ଧରଣର ଲୁଟ୍ ହୋଇଛି । ସୁନା ଦୋକାନ କାନ୍ଥ … Read More

କଟକରେ ନିର୍ମାଣ ହେବ ଆଉଟର ରିଙ୍ଗ୍‌ରୋଡ୍‌, ରହିବନି ଟ୍ରାଫିକ୍‌ ସମସ୍ୟା

କଟକ: ଏଣିକି କଟକରେ ଆଉ ରହିବନି ଟ୍ରାଫିକ୍‌ ସମସ୍ୟା। ଏହାର ସମଧାନ ପାଇଁ ନିର୍ମାଣ ହେବ ଆଉଟର ରିଙ୍ଗ୍‌ରୋଡ୍‌। ଏନନେଇ ଚାଲିଛି ବଡ଼ ଯୋଜନା। ଭୁବନେଶ୍ୱର ସହର ପରିବର୍ଦ୍ଧିତ ଯୋଜନା ପରି କଟକରେ ରିଙ୍ଗ୍‌ରୋଡ୍‌ ନିର୍ମାଣ ନେଇ ସରକାର ଯୋଜନା କରିଛନ୍ତି। … Read More

ହାଇକୋର୍ଟରେ ବିଧାୟକ ବାବୁ ସିଂଙ୍କ ଆବେଦନ ଖାରଜ

ଭୁବନେଶ୍ୱର: ବିଧାୟକ ବାବୁ ସିଂଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ । ଭୁବନେଶ୍ୱର ଏକାମ୍ର ନିର୍ବାଚନୀ ମାମଲାରେ ଆବେଦନ ଖାରଜ ହୋଇଛି । ବିନା ଶୁଣାଣିରେ ମାମଲା ଖାରଜ କରିବାକୁ କରିଥିଲେ ଆବେଦନ । ନିର୍ବାଚନୀ ମାମଲାର ଶୁଣାଣି ହେବ କହିଲେ … Read More

ମଣ୍ତି ଅବ୍ୟବସ୍ଥା ନେଇ ୫ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ

ଆଠଗଡ: ଚଳିତବର୍ଷ ଆଠଗଡ ଉପଖଣ୍ଡରେ ଧାନ ମଣ୍ତିରେ ବ୍ୟାପକ ଅବ୍ୟବସ୍ଥା ହୋଇଥିବା ଦେଖାଦେଇଛି। ଗତ ମାସ ୩୦ ତାରିଖରେ କଟକର ଅତିରିକ୍ତ ଜିଲ୍ଲାପାଳ ଇପସିତା ପ୍ରିୟଦର୍ଶିନୀ ମିଶ୍ର ଆଠଗଡର କେତେକ ମଣ୍ତି ପରିଦର୍ଶନ କରିଥିଲେ। ଏଡିଏମଙ୍କ ପରିଦର୍ଶନ ବେଳେ କେତେକ ମଣ୍ଡିରେ … Read More

ଫେବୃୟାରୀରେ କୃମିନାଶ ଅଭିଯାନ ଆରମ୍ଭ

ଭୁବନେଶ୍ୱର : ଶିଶୁ ପୁଷ୍ଟିସାରକୁ ସୁଦୃଢ଼, ରକ୍ତହୀନତା ନିରାକରଣ ଏବଂ କୃମି ସଂକ୍ରମଣକୁ ଅଟକାଇବା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ୟୁନିସେଫ୍ ସହାୟତାରେ ଫେବୃଆରୀ ୧୦ରେ ଜାତୀୟ କୃମିନାଶକ ଦିବସ (NDD) ପାଳନ କରିବାକୁ ଯାଉଛି । … Read More

ଆଇସକ୍ରିମ ଖାଇ ୧୮ ଅସୁସ୍ଥ

ବାଙ୍କୀ : ଆଇସକ୍ରିମ ଖାଇବା ପରେ ୧୮ରୁ ଅଧିକ ପିଲା ଅସୁସ୍ଥ  ।  ବାଙ୍କୀର କିଆପଲା ପଞ୍ଚାୟତ କୁମୁସର ଗାଁରେ ଅଷ୍ଟପ୍ରହରୀ ଚାଲିଥିବା ବେଳେ ଆଇସକ୍ରିମ ଖାଇଥିଲେ ପିଲା । ଗାଁରେ ବୁଲା ବିକାଳୀଠାରୁ ଆଇସକ୍ରିମ ଖାଇଥିଲେ  ।  ଆଇସକ୍ରିମ ଖାଇବା ପରେ … Read More