୧୫ ସୁଦ୍ଧା ଶିଶୁ ବାଟିକାରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଯୋଗାଇ ଦିଆଯିବ ମାଗଣା ପୋଷାକ

ଭୁବନେଶ୍ୱର: ରାଜ୍ୟର ପ୍ରାକ୍-ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ ଓ ଆକର୍ଷଣୀୟ କରିବା ପାଇଁ ଓଡ଼ିଶା ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଏଣିକି ସରକାରୀ ବିଦ୍ୟାଳୟରେ ପଢୁଥିବା ‘ଶିଶୁ ବାଟିକା’ର ଛାତ୍ରଛାତ୍ରୀଙ୍କୁ ମଧ୍ୟ ମାଗଣା ପୋଷାକ ଓ ଆନୁଷଙ୍ଗିକ ସାମଗ୍ରୀ ଯୋଗାଇ … Read More

ଆତ୍ମସମର୍ପଣ କଲା କ୍ୟାଡର ମାଓବାଦୀ ସୁକରାମ

ମାଲକାନଗିରି: କ୍ୟାଡର ମାଓବାଦୀ ସୁକରାମର ଆତ୍ମସମର୍ପଣ। SLR ଓ ବିପୁଳ ମାଓ ସାମଗ୍ରୀ ସହ ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ। ଏରିଆ କମିଟି ମେମ୍ବର ସୁକରାମ ମୁଣ୍ଡ ଉପରେ ଥିଲା ୨୧ ଲକ୍ଷର ପୁରସ୍କାର। ଓଡ଼ିଶା, ଛତିଶଗଡ଼ରେ ବିଭିନ୍ନ ହିଂସାକାଣ୍ଡରେ ସାମିଲ ଥିଲା … Read More

ମହାନଦୀ ଟ୍ରିବ୍ୟୁନାଲ କାର୍ଯ୍ୟକାଳ ଆଉ ୯ ମାସ ବୃଦ୍ଧି କରିବାକୁ କେନ୍ଦ୍ର ସରକାରଙ୍କୁ ରାଜ୍ୟର ଚିଠି

ଭୁବନେଶ୍ୱର: ମହାନଦୀ ଟ୍ରିବ୍ୟୁନାଲ କାର୍ଯ୍ୟକାଳ ଆଉ ୯ ମାସ ବୃଦ୍ଧି କରିବାକୁ କେନ୍ଦ୍ରକୁ ରାଜ୍ୟର ଚିଠି । କାର୍ଯ୍ୟକାଳ ବଢାଇଲେ ଚିଠି ଲେଖିଲେ ରାଜ୍ୟ ସରକାର। ମହାନଦୀ ଟ୍ରିବ୍ୟୁନାଲର କାର୍ଯ୍ୟକାଳ ୯ ମାସ ବୃଦ୍ଧି କରିବାକୁ କେନ୍ଦ୍ରକୁ ଚିଠି ଲେଖିଲେ ରାଜ୍ୟ … Read More

୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା, ପ୍ରକାଶିତ ହେଲା ସ୍ବତନ୍ତ୍ର ନିୟମାବଳୀ

ଭୁବନେଶ୍ବର: ପ୍ରକାଶ ପାଇଲା ଯୁକ୍ତ ୨ ନିୟମାବଳୀ । ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଥିଓରୀ ପରୀକ୍ଷା । ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଛି । ହେଲେ ପରୀକ୍ଷା କେନ୍ଦ୍ରକୁ ମୋବାଇଲ ସମେତ ଅନ୍ୟ ବୈଦ୍ୟୁତିକ ସରଞ୍ଜାମ … Read More

ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଆସନ୍ତାକାଲି ଶ୍ଵେତଗଙ୍ଗାରେ କରିବେ ପିଣ୍ଡଦାନ

ପୁରୀ: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ।ଆଜି ପୁରୀରେ ରାତ୍ରି ଯାପନ କରିବା  ନେଇ ସୂଚନା ରହିଛି। ବୁଧବାର ସକାଳ ୭ଟା ସମୟରେ ପୁରୀର ବାଲିସାହି ଶ୍ଵେତଗଙ୍ଗା ଠାରେ ପିଣ୍ତ ଦାନ କରିବାର କାର୍ଯ୍ୟକ୍ରମ ରହିଛି। ପିଣ୍ତଦାନ କରିବା ପରେ … Read More

ସହରାଞ୍ଚଳ ନିର୍ବାଚନ ପ୍ରସଙ୍ଗରେ ପିସିସି ସଭାପତିଙ୍କ ବଡ ବୟାନ

ଭୁବନେଶ୍ବର: ନୂଆ ପୌର ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାଚନ ପ୍ରସଙ୍ଗରେ ବଡ ବୟାନ ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି ଯେ ପୌର ଏବଂ ଏନ୍‌ଏସି ନିର୍ବାଚନ  ବାଲଟ୍‌ ପେପରରେ କରିବାକୁ ଦାବି କରିଛନ୍ତି। ଏହି … Read More

ସୁବୁଦ୍ଧି ପାଟଣା ଗାଁରେ ଜଳ ସଙ୍କଟ: ପଞ୍ଚାୟତ ଅଫିସ ଘେରିଲେ ଗ୍ରାମବାସୀ

ବାଣପୁର: ଖରାଦିନେ ସାଧାରଣତଃ ପାନୀୟ ଜଳ ସମସ୍ୟା ଦେଖାଦେଇଥାଏ। ଚିଲିକା ବ୍ଲକ ବଡ଼କୁଳ ପଞ୍ଚାୟତ ସୁବୁଦ୍ଧି ପାଟଣା ଗାଁରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗାଁରେ ୧୦୦ ପରିବାରକୁ ମାତ୍ର ୨ ଟି ଷ୍ଟାଣ୍ଡ ପୋଷ୍ଟ ରହିଛି। ଗାଁରେ ନଳକୂପ ଥିଲେ … Read More

ତାରାତାରିଣୀ ପୀଠରୁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା ଶୁଭାରମ୍ଭ

ଭୁବନେଶ୍ୱର :‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା ଶୁଭାରମ୍ଭ ହୋଇଛି।। ଆଜି ଗଞ୍ଜାମ ତାରାତାରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି। ଏହି ସମୟରେ ୨ ଶହ ବର-କନ୍ୟାଙ୍କ ସାମୁହିକ ବିବାହ କରାଯାଇଛି। ସେପଟେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା … Read More

୯ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ୨ ବର୍ଷ ଜେଲ୍

ଭୁବନେଶ୍ୱର : ଓଡ଼ିଶାରେ ପ୍ରଥମଥର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ସଜା । ୯ ଅନୁପ୍ରବେଶକାରୀ ବାଂଲାଦେଶୀଙ୍କୁ ୨ ବର୍ଷ ଜେଲ୍ । ସଜା ଶୁଣାଇଛନ୍ତି ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍। ଏହାସହ ୧୦ ହଜାର ଟଙ୍କା ଲେଖାଏଁ ଜରିମାନା କରାଯାଇଛି। ଜରିମାନା ଅନାଦେୟ ହେଲେ ଆଉ … Read More

ଚାନ୍ଦିପୁଟରେ ଗୋଷ୍ଠୀ ସଂଘର୍ଷ, ୧୦ ଆହତ

ଗଜପତି : ଗଜପତି ଜିଲ୍ଲା ମୋହନା ଥାନା ଚାନ୍ଦିପୁଟରେ ଗୋଷ୍ଠୀ ସଂଘର୍ଷ ।  ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ଆକ୍ରମଣ ଅଭିଯୋଗ ।  ଗୋଷ୍ଠୀ ସଂଘର୍ଷ ଯୋଗୁଁ ୧୦ଜଣ ଆହତ ହୋଇଛନ୍ତି ।  ସେମାନଙ୍କୁ ବ୍ରହ୍ମପୁର ମେଡିକାଲରେ … Read More