ଭଡ଼ାଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର

ବେଗୁନିଆ : ଅଧ୍ୟାପିକାଙ୍କ ସନ୍ଦେହଜନକ ମୃତ୍ୟୁ । ଭଡ଼ାଘରୁ ଝୁଲନ୍ତା ଅବସ୍ଥାରେ ଅଧ୍ଯାପିକାଙ୍କ ମୃତଦେହ ଉଦ୍ଧାର । ମୃତକ ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ଯାପିକା ବର୍ଷାରାଣୀ ଗଜେନ୍ଦ୍ର । ବୋଲଗଡର ଏକ ଭଡାଘରେ ଏକୁଟିଆ ରହୁଥିଲେ ଅଧ୍ୟାପିକା … Read More

୨୦୨୬-୨୭ ପୂର୍ଣ୍ଣାଙ୍ଗ ବଜେଟରେ ଓଡିଶା ପାଇଁ ବଡ ଘୋଷଣା

ଭୁବନେଶ୍ବର: ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ବଜେଟରେ ନିର୍ମଳା ଓଡ଼ିଶା ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ଓଡ଼ିଶା ସମେତ ୫ଟି ରାଜ୍ୟରେ ବିରଳ ଖଣିଜ କରିଡର ନେଇ ଘୋଷଣା କରିଛନ୍ତି … Read More

୧୬୭ ହିତାଧିକାରୀଙ୍କୁ ପକ୍କା ଘର ଦେବ ବିଏମ୍‌ସି

ଭୁବନେଶ୍ବର : ବିଏମ୍‌ସି ପକ୍ଷରୁ ୧୬୭ଜଣ ହିତାଧିକାରୀଙ୍କୁ ଲଟେରି ଜରିଆରେ ପକ୍କା ଘର ଆବଣ୍ଟନ କରାଯାଇଛି। ଚନ୍ଦ୍ରଶେଖରପୁର ବୁଦ୍ଧବିହାର ହାଉସିଂ ପ୍ରକଳ୍ପରେ ସାଲିଆସାହି, ସୁଭାଷ ବୋଷ ନଗର ବସ୍ତି, ମହାବୀର ବସ୍ତି, ମାଛ ମାର୍କେଟ ବସ୍ତି, ଜଗନ୍ନାଥବିହାର ଗୋପାଳ ବସ୍ତି, ସହିଦ ଲକ୍ଷ୍ମଣ … Read More

ନାବାଳିକାଙ୍କୁ ଗଣଦୁଷ୍କର୍ମ, ଥାନାରେ ଏତଲା

ସୋର: ବାଲେଶ୍ବର ସୋରରେ ଲଜ୍ଜା । ଟିଉସନରୁ ଫେରିବା ସମୟରେ ନାବାଳିକାଙ୍କ ସହ ଗଣଦୁଷ୍କର୍ମ । ଅଭିଯୋଗ ପରେ ପୋଲିସର ତଦନ୍ତ ଆରମ୍ଭ । ସୋର ଥାନା ଅଞ୍ଚଳରେ ଘଟିଛି ଘଟଣା । ଗତକାଲି ରାତିରେ ନାବାଳିକା ଜଣଙ୍କ ଟ୍ୟୁସନ୍ ସାରି ଫେରୁଥିବା … Read More

୨୮ ଫେବୃଆରୀ ସୁଦ୍ଧା ପଞ୍ଜୀକରଣ ନକଲେ ସିଏମ୍ କିଷାନ ଯୋଜନାରୁ ବାଦ୍ ପଡ଼ିବେ ହିତାଧିକାରୀ

ଭୁବନେଶ୍ବର: ସିଏମ୍ କିଷାନ ହିତାଧିକାରୀଙ୍କ ପାଇଁ ବଡ଼ ସୂଚନା । ସିଏମ୍ କିଷାନ ଯୋଜନାର ବାଧ୍ୟତାମୂଳକ ଆବଶ୍ୟକତା ଗୁଡ଼ିକ ପୂରଣ କରିନଥିବା ହିତାଧିକାରୀମାନଙ୍କ ନିମନ୍ତେ ଗୁରୁତ୍ୱପୂର୍ଣ୍ଣ ସୂଚନା ଜାରି କଲେ ରାଜ୍ୟ ସରକାର । ୨୮ ଫେବୃଆରୀ ମଧ୍ୟରେ ପଞ୍ଜୀକରଣ କରିନଥିବା … Read More

ବଡ଼ବିଲରେ ବ୍ୟାଙ୍କ ଡକାୟତକୁ ଏନକାଉଣ୍ଟର

କେନ୍ଦୁଝର: ବ୍ୟାଙ୍କ ଡକାୟତକୁ ଏନକାଉଣ୍ଟର। କେନ୍ଦୁଝର ଜିଲ୍ଲା ବଡ଼ବିଲରେ କୁଖ୍ୟାତ ଅପରାଧୀ ସିପୁ କୁମାରକୁ ଗୁଳି । ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର ଡକାୟତିରେ ସମ୍ପୃକ୍ତ ଥିବା ସିପୁ କୁମାରକୁ ଏନକାଉଣ୍ଟର ହୋଇଛି । ଟାଙ୍କୁରା ନିକଟ ଏକ ଜଙ୍ଗଲରେ ପ୍ରଥମେ ପୋଲିସ … Read More

୧୧୨ ଡାଏଲ୍ କଲେ ଗୋଟିଏ ମିନିଟରେ ସ୍ପଟରେ ପହଞ୍ଚିବ ଓଡ଼ିଶା ଫାୟାର ସର୍ଭିସ

ଭୁବନେଶ୍ୱର : ଗୋଟିଏ ମିନିଟରେ ଏମର୍ଜେନ୍ସି ସ୍ପଟରେ ପହଚିବ ଓଡ଼ିଶା ଫାୟାର ସର୍ଭିସ ।  ରାଜ୍ୟରେ ୩୪୬ଟି ଫାୟାର ଷ୍ଟେସନକୁ ଲୋକଙ୍କ ପାଖରେ ପହଞ୍ଚାଇବାକୁ ପ୍ରୟାସ ।  ଡାଏଲ୍ ୧୧୨ ଏମର୍ଜେନ୍ସି କଲରେ ତୁରନ୍ତ ପହଂଚି ଉଦ୍ଧାର କରିବାକୁ ଗୁରୁତ୍ବ ଦିଆଯାଇଛି । … Read More

ନଳିନୀ ବିଦ୍ୟାମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ : ଜଣେ ଛାତ୍ରୀ ମୃତ, ୪୦ରୁ ଅଧିକ ଆକ୍ରାନ୍ତ

ରାୟଗଡା : ଝାଡ଼ାବାନ୍ତି ଆତଙ୍କ ।  ଜଣେ ଛାତ୍ରୀ ମୃତ, ୪୦ରୁ ଅଧିକ ଆକ୍ରାନ୍ତ ।  ରାୟଗଡା ଜିଲ୍ଲା ବିଷମକଟକ ବ୍ଲକ ନଳିନୀ ବିଦ୍ୟାମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ ।  ୪୦ରୁ ଅଧିକ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି ।  ସମସ୍ତଙ୍କୁ ବିଷମକଟକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ … Read More

ପୁରୀ ସମୁଦ୍ରରେ ଅଘଟଣ, ଗାଧୋଇବା ବେଳେ ଚାଲିଗଲା ମା’ ପୁଅଙ୍କ ଜୀବନ

ପୁରୀ : ପୁଣି ପୁରୀ ସମୁଦ୍ରରେ ଅଘଟଣ ।  ସମୁଦ୍ରରେ ସ୍ନାନ କରୁଥିବା ବେଳେ ରିପ୍ କରେଣ୍ଟ ନେଇଗଲା ମା’ ପୁଅଙ୍କ ଜୀବନ ।  ମୃତ ମା’ ପୁଅ ହେଉଛନ୍ତି ଝାଡ଼ଖଣ୍ଡ ରାଞ୍ଚି ଅଞ୍ଚଳର କୁସୁମ ଓ ଅଙ୍କିତ ଗୁପ୍ତା ।  ମା’ … Read More

ନବମ ଶ୍ରେଣୀ ଛାତ୍ରକୁ ଖଣ୍ଡାରେ ହାଣିଲା ଦଶମ ଶ୍ରେଣୀ ଛାତ୍ର

ବାଲେଶ୍ୱର : ନବମ ଶ୍ରେଣୀ ଛାତ୍ରକୁ ହାଣିଲା ଦଶମ ଶ୍ରେଣୀ ଛାତ୍ର । ବାଲେଶ୍ଵର ରେମୁଣା ଥାନା ଅନ୍ତର୍ଗତ ରେମୁଣା ଉଚ୍ଚ ବିଦ୍ୟାଳୟରେ ଘଟିଛି ଏହି ଅଘଟଣ । ଆଜି ସ୍କୁଲ୍ ରେ ବାର୍ଷିକ ଉତ୍ସବ ଚାଲିଥିବା ବେଳେ ଘଟିଛି ଏହି … Read More