ପୋଖରୀରୁ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର

ବ୍ରହ୍ମପୁର: ପୁଣି ଅଲୋଡା ହେଲା ଶିଶୁ କନ୍ୟା। ଗଞ୍ଜାମ ଦିଗପହଣ୍ଡି ଥାନା ଭୀଷ୍ମଗିରୀ ପୋଖରୀରେ ଭାସୁଛି ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର। ବିଳମ୍ବିତ ରାତିରେ ନବଜାତ ଶିଶୁ କନ୍ୟାକୁ ଫିଙ୍ଗି ଦେଇଥିବା ସନ୍ଦେହ। ନବଜାତକୁ ଦେଖି ପୋଲିସକୁ ଖବର ଦେଲେ ସ୍ଥାନୀୟ … Read More

ମହାନଦୀ ପ୍ରସଙ୍ଗ: କ୍ଷେତ୍ର ପରିଦର୍ଶନ ଲାଗି ଛତିଶଗଡ ଯିବେ ଓଡିଶାର ଟିମ

ଭୁବନେଶ୍ୱର: ଏଥର ଗୋଟିଏ ଟେବୁଲରେ ବସିବେ ଓଡିଶା- ଛତିଶଗଡ଼। ମହାନଦୀକୁ ନେଇ ମୁହାଁମୁହିଁ ହେବେ ଏବଂ କରିବେ ଆଲୋଚନା। ଖୁବଶୀଘ୍ର ଓଡିଶାର ଏକ ଟିମ ଛତିଶଗଡର କ୍ଷେତ୍ର ପରିଦର୍ଶନ କରିବ । ହେଲେ ଓଡିଶା କେଉଁ ପ୍ରସଙ୍ଗରେ ଆଲୋଚନା କରିବ ସେ … Read More

ବାର୍‌ହା ଆକ୍ରମଣରେ ମହିଳା ମୃତ, ୨ ଗୁରୁତର

କନ୍ଧମାଳ: ସୋମବାର ଏକ ଅଘଟଣ ଘଟିଛି। ବାର୍‌ହା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି ଓ ଅନ୍ୟ ୨ଜଣ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଘଟଣାଟି କାନବାଗିରୀ-ଶ୍ରୀକଲା ଘାଟି ଅଞ୍ଚଳର । ମୃତକ ହେଲେ କାନବାଗିରୀ ଗ୍ରାମର ଅପସରୀ ପ୍ରଧାନ(୬୦)। … Read More

ଜମିବାଡି ବିବାଦକୁ ନେଇ ଆନନ୍ଦପୁରରେ ଟ୍ରିପଲ ମର୍ଡର

ଆନନ୍ଦପୁର: ଜମିବାଡି ବିବାଦକୁ ନେଇ ହତ୍ୟାକାଣ୍ଡ। ଗୋଟିଏ ପରିବାରର ୩ ଜଣଙ୍କୁ ହତ୍ୟା। ସ୍ବାମୀ, ସ୍ତ୍ରୀ ସମେତ  ନାବାଳିକା ଝିଅକୁ  ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ମୃତକମାନେ ହେଲେ ଜିତେନ୍ଦ୍ର ସୋରେନ, ମାଳତୀ ସୋରେନ, ମମି ସୋରେନ।ଏହି ଘଟଣାଟି  … Read More

୪ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ, ସାହିତ୍ୟ ଓ ଶିକ୍ଷାକ୍ଷେତ୍ରରେ ଲେଖକ ଚରଣ ହେମ୍ବ୍ରମ ସମ୍ମାନିତ

ଭୁବନେଶ୍ୱର : ଓଡ଼ିଶାର ଚରଣ ହେମ୍ବ୍ରମଙ୍କ ସହ ୪ ଜଣଙ୍କୁ ୨୦୨୬ ପାଇଁ  ପଦ୍ମଶ୍ରୀ ସମ୍ମାନ  ।  ଓଡ଼ିଶାର ସାନ୍ତାଳୀ ଭାଷାର ବିଶିଷ୍ଟ ଲେଖକ ଚରଣ ହେମ୍ବ୍ରମଙ୍କୁ ୨୦୨୬ ପାଇଁ ପଦ୍ମଶ୍ରୀ ସମ୍ମାନ ।  ସାହିତ୍ୟ ଓ ଶିକ୍ଷାକ୍ଷେତ୍ର ପାଇଁ ଶ୍ରୀ ହେମ୍ବ୍ରମ … Read More

ଘୋଷଣା ହେଲା ପୋଲିସ ସେବା ପଦକ, ସାହସିକତା ପାଇଁ ଓଡ଼ିଶାରୁ ୪ ଜଣଙ୍କୁ ମିଳିବ ମେଡାଲ

ଭୁବନେଶ୍ୱର : ସାଧାରଣତନ୍ତ୍ର ଦିବସର ଅବ୍ୟହିତ ପୂର୍ବରୁ ପୋଲିସ ଅଗ୍ନିଶମ, ଗୃହ ରକ୍ଷୀ ଓ ଜେଲ ସଂସ୍କାର କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ମେଡାଲ ଘୋଷଣା । ସାରା ଦେଶର ୯୮୨ଜଣଙ୍କୁ ପଦକ ମିଳିବ ପୋଲିସ ସେବା … Read More

କେନ୍ଦ୍ର ସରକାରଙ୍କ ନୂଆ IAS/IPS କ୍ୟାଡର ବଣ୍ଟନ ନୀତି ଜାରି

ଭୁବନେଶ୍ବର: ବଦଳିଲା IAS/IPS କ୍ୟାଡର ନିୟମ ।  କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି କରାଯାଇଛି ନୂଆ IAS/IPS କ୍ୟାଡର ବଣ୍ଟନ ନୀତି ।  ଏହି ନୂତନ ନୀତି ପୂର୍ବରୁ ପ୍ରଚଳିତ ନିୟମଗୁଡ଼ିକୁ ହଟାଇ ୨୦୨୬ ମସିହାର ସିଭିଲ୍ ସର୍ଭିସ ପରୀକ୍ଷା (CSE-2026) ଠାରୁ … Read More

ବୃଦ୍ଧାଙ୍କୁ ଜିଅନ୍ତା ଜାଳିଦେଲେ ଦୁର୍ବୃତ୍ତ !

ସୁନ୍ଦରଗଡ଼ : ବର୍ବର, ଅମାନୁଷିକ, ଅଭାବନୀୟ ଘଟଣା । ୮୦ ବର୍ଷର ବୃଦ୍ଧାଙ୍କୁ ଜିଅନ୍ତା ଜାଳିଦେଲେ ଦୁର୍ବୃତ୍ତ ।  ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ରଙ୍ଗିଆଢ଼ିପା ଗାଁରେ ଘଟିଛି  ଲୋମଟାଙ୍କୁରା କାଣ୍ଡ ।  ବୃଦ୍ଧା ଜଣକ ଦିନତମାମ ଘରୁ ନବାହାରିବାରୁ ସନ୍ଦେହରେ କବାଟ … Read More

ଖଣ୍ତଗିରି ଯାତ୍ରା ପାଇଁ ୧୪ଟି ନିୟମ ଲାଗୁ କଲା କମିଶନରେଟ ପୁଲିସ

ଭୁବନେଶ୍ବର: ଖଣ୍ତଗିରି ଯାତ୍ରାକୁ ଆଖି ଆଗରେ ରଖି ଚଡଦଟି ନିୟମ ଜାରି କରିଛି କମିଶନରେଟ ପୁଲିସ୍।ଏନେଇ କମିଶନରେଟ ପୁଲିସ ପକ୍ଷରୁ ଯାତ୍ରାକମିଟି ମାନଙ୍କୁ ନୋଟିସ୍ ଜାରି କରାଯାଇଛି। ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଏହି ଚଉଦଟି ନିୟମକୁ ଜାରି କରାଯାଇଥିବା ନେଇ ପୁଲିସ … Read More

ଟ୍ୟାଙ୍କରରେ ଗୋ-ଚାଲାଣ: ୩୨ ଗୋରୁ ଉଦ୍ଧାର, ଡ୍ରାଇଭର ଚମ୍ପଟ

ଦୋବଲ: ଭଦ୍ରକ ଜିଲା ଗୋରକ୍ଷା ସଂଗଠନର ସୂଚନା ଆଧାରରେ ଧାମନଗର ଥାନା ଅଧୀନ ଏନଏଚ୍‌-୧୬ ବାରିକପୁର ଛକ ନିକଟରେ ଏକ ଗୋରୁ ବୋଝେଇ ଗାଡ଼ିକୁ ଜବତ କରାଯାଇଛି। ଗାଡ଼ି ଭିତରୁ ମୋଟ ୩୨ଟି ଗୋରୁ ଉଦ୍ଧାର କରାଯାଇଥିବା ବେଳେ, ତାହାମଧ୍ୟରୁ ୨ଟି … Read More