ଶ୍ରୀମନ୍ଦିରରେ ନାବାଳକକୁ ମାଡ଼, ସଂଜ୍ଞାହୀନ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
ପୁରୀ: ଶ୍ରୀମନ୍ଦିରରେ ନାବାଳକକୁ ମାଡ଼ । ପରିବାର ସହ ଜଗନ୍ନାଥ ଦର୍ଶନ କରିବାକୁ ଆସିଥିବାବେଳେ ଶ୍ରୀମନ୍ଦିର ବାହାର କାଠ ନିକଟରେ ନାବାଳକକୁ ପୋଲିସର ମାଡ଼ ଅଭିଯୋଗ । ତାଙ୍କ କାନରେ ଗଭୀର ଆଘାତ ଲାଗିଛି । ଚିକିତ୍ସା ପାଇଁ ପୁରୀ ହସ୍ପିଟାଲରେ ଭର୍ତ୍ତି … Read More
