ଗଣତନ୍ତ୍ର ଦିବସରେ ଆମିଷ ବିକ୍ରି ନିଷେଧ
କୋରାପୁଟ: ଗଣତନ୍ତ୍ର ଦିବସରେ ଆମିଷ ଖାଇବା ନିଷେଧ। କୋରାପୁଟ ଜିଲ୍ଲାରେ ଜାନୁଆରୀ ୨୬ରେ ଆମିଷ ବିକ୍ରି ବନ୍ଦ କରିବାକୁ ନିର୍ଦ୍ଦେଶ। ସମସ୍ତ ବିଡିଓ, ତହସିଲଦାର ଓ ନିର୍ବାହୀ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ। ଜାନୁଆରୀ ୨୬ରେ … Read More
