ଦୁଇ ଦିନ ପରେ ମାଘ ବୁଡ଼, ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ଭାସୁଛନ୍ତି କୁଢ କୁଢ ମଲା ମାଛ

କୋଣାର୍କ : ଦୁଇ ଦିନ ପରେ ମାଘ ବୁଡ଼ । ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମରି ଭାସୁଛନ୍ତି କୁଢ କୁଢ ମୀନ ମାଛ । ପାଣିକୁ ବିଶୋଧିତ କରିବାକୁ ଚୂନ ବଦଳରେ ବ୍ଲିଚିଂ ପକାଯାଇଥିବାରୁ ଏଭଳି ଅବସ୍ଥା ଅଭିଯୋଗ ହୋଇଛି । ମାଘ … Read More

ଝିଅ ଜନ୍ମ ହେବାରୁ ବୋହୂକୁ ପୋଡି ମାରି ଦେବାକୁ ଉଦ୍ୟମ

ପଟ୍ଟାମୁଣ୍ଡାଇ: ଅଭାବନୀୟ, ଅମାନବୀୟ । ଝିଅ ହେବାରୁ ବୋହୂକୁ ମାରିଦେବାକୁ ଉଦ୍ୟମ ଅଭିଯୋଗ । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଡାମରପୁର ଗାଁରେ ଅଭାବନୀୟ ଘଟଣା ।  ଝିଅ ହେବାରୁ ବୋହୂକୁ ପୋଡି ମାରିଦେବାକୁ ଉଦ୍ୟମ କରିଥିଲେ ଶ୍ବଶୁର ଘର ଲୋକ। ଗତ କାଲି … Read More

ମାଟି ଅତଡ଼ା ଧସି ପୋତି ହୋଇଗଲେ ୨ଶ୍ରମିକ, ଉଦ୍ଧାର ପରେ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ମାଟି ତଳୁ ଉଦ୍ଧାର ହେଲେ ୨ଶ୍ରମିକ ।  ସମ୍ବଲପୁର ଧନୁପାଲି ଥାନା ଭତରା ଶଙ୍କର ମଠ ରାସ୍ତାରେ ଅଘଟଣ ।  ସ୍ଵରେଜ ବୋର୍ଡ ଦ୍ୱାରା କାମ ଚାଲିଥିବା ବେଳେ ମାଟି ଅତଡ଼ା ଧସି ପୋତି ହୋଇଗଲେ ୨ ଜଣ ଶ୍ରମିକ ।  … Read More

ରାଜ୍ୟ ସଭା ନିର୍ବାଚନରେ ପ୍ରାର୍ଥୀ ଦେବ କଂଗ୍ରେସ: ଭକ୍ତ ଦାସ

ଭୁବନେଶ୍ବର: ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ସେଥିମଧ୍ୟରୁ ଓଡ଼ିଶାର ୪ଟି ଆସନ ଖାଲି ହେବାକୁ ଯାଉଛି । ରାଜ୍ୟ ସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଦେବ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି … Read More

ପରାକ୍ରମ ଦିବସରେ ଯୋଗଦେଇ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ୍

ଭୁବନେଶ୍ୱର: ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ୍ ଶୁକ୍ରବାର ସକାଳେ ଭୁବନେଶ୍ୱରରେ ପହଞ୍ଚିଥିଲେ। ଓଡ଼ିଶା ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବିମାନ ବନ୍ଦରରେ ତାଙ୍କୁ ଉଷ୍ମ ସ୍ୱାଗତ ଜଣାଇଥିଲେ। ତାଙ୍କ ଆଗମନ ପରେ, ଉପରାଷ୍ଟ୍ରପତି … Read More

ଏନକାଉଣ୍ଟରରେ ଟଳିଲେ ୧୫ ମାଓବାଦୀ

ରାଉରକେଲା: ଭାଙ୍ଗୁଛି ମାଓଗଡ଼। ମାଓ ସଂଗଠନକୁ ଆଉ ଏକ ବଡ଼ ଝଟକା। ଏନକାଉଣ୍ଟରରେ ଟଳିଲେ ୧୫ ମାଓବାଦୀ। ଏମାନଙ୍କ ମଧ୍ୟରେ ୧ କୋଟି ପୁରସ୍କାର ଘୋଷଣା ହୋଇଥିବା ଜଣେ କୁଖ୍ୟାତ ମାଓନେତା ଅନଲଦା ବି ନିହତ ହୋଇଛି। ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା … Read More

ମୋଟର ଯାନ ସଂଶୋଧନ ଆଇନକୁ ଘରୋଇ ବସ ମାଲିକ ସଂଘର ବିରୋଧ

ଭୁବନେଶ୍ବର: ମୋଟର ଯାନ ସଂଶୋଧନ ଆଇନକୁ ଘରୋଇ ବସ ମାଲିକ ସଂଘର ବିରୋଧ। ଏନେଇ ଘରୋଇ ବସ ମାଲିକ ସଂଘର ସମ୍ପାଦକ ଦେବେଦ୍ର ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି ସଂଶୋଧିତ ଆଇନକୁ ଜିଜିଆ କର ସହ ସମାନ ବୋଲି ତୁଳନା … Read More

ସରଣ୍ଡା ଜଙ୍ଗଲରେ ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୧୨ ଦୁର୍ଦ୍ଦାନ୍ତ ମାଓବାଦୀ ମୃତ

ମାଲକାନଗିରି : ଲାଲବାହିନୀକୁ ବଡ଼ ଧକ୍କା ।  ଝାଡ଼ଖଣ୍ଡର ସରଣ୍ଡା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ପତିରାମ ମାଝୀ ସମେତ ୧୨ ମୃତ । ସେଣ୍ଟ୍ରାଲ କ୍ୟାଡର ଶୀର୍ଷ ମାଓ ମାଓ ନେତା ପତିରାମ ମାଝୀ । ତା ମୁଣ୍ଡ ଉପରେ … Read More

ରାଜ୍ୟରେ ବନ୍ଦ ହେଲା ତମାଖୁ ଏବଂ ନିକୋଟିନ୍‌ର ବ୍ୟବହାର, ଅମାନିଆ ହେଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ  ।  ରାଜ୍ୟରେ ବନ୍ଦ ହେବ ଗୁଟଖା ବ୍ୟବସାୟ ।  ନା ହେବ ଉତ୍ପାଦନ, ନା ହେବ ବିକ୍ରି ।  ଚଳିତବର୍ଷ ଜାନୁୟାରୀ ୨୧ ତାରିଖରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି … Read More

ଆସନ୍ତାକାଲି ଓଡ଼ିଶା ଆସିବେ ଉପରାଷ୍ଟ୍ରପତି, ପରାକ୍ରମ ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗଦେବେ

ଭୁବନେଶ୍ୱର: ସଜେଇ ହେଲାଣି ନେତାଜୀଙ୍କ ଜନ୍ମସ୍ଥାନ । ଆସନ୍ତାକାଲି ଜନ୍ମ ଦିବସକୁ ପରାକ୍ରମ ଦିବସ ଭାବେ ପାଳନ କରିବେ ସରକାର। କାଲି ଆସୁଛନ୍ତି ଉପ ରାଷ୍ଟ୍ରପତି । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ତମ ଜନ୍ମ ବାର୍ଷିକୀ ପାଳନ ଅବସରରେ ନେତାଜୀ ଜନ୍ମସ୍ଥାନ … Read More