ଯୁବକଙ୍କୁ ଗୁଳି କରି ହତ୍ୟା
ଖୋର୍ଦ୍ଧା: ପୂର୍ବ ଶତ୍ରୁତାରୁ ଗୁଳିମାଡ଼ । ଯୁବକ ମୃତ । ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ ଦଲକ ରାସ୍ତାରେ ଗୁଳିମାଡ଼ ହୋଇଛି । ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜାମୁସାହିର ବାସୁଦେବ ପରିଡା । ଗୁଳିମାଡ଼ ପରେ ଘଟଣାସ୍ଥଳରୁ … Read More
ଖୋର୍ଦ୍ଧା: ପୂର୍ବ ଶତ୍ରୁତାରୁ ଗୁଳିମାଡ଼ । ଯୁବକ ମୃତ । ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ ଦଲକ ରାସ୍ତାରେ ଗୁଳିମାଡ଼ ହୋଇଛି । ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜାମୁସାହିର ବାସୁଦେବ ପରିଡା । ଗୁଳିମାଡ଼ ପରେ ଘଟଣାସ୍ଥଳରୁ … Read More
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୬ ଜଣ ହାର୍ଡକୋର ମାଓବାଦୀ । ନିହତ ମାଓବାଦୀଙ୍କ ମଧ୍ୟରେ ଚାରି ଜଣ ମହିଳା ଓ ଦୁଇ ଜଣ ପୁରୁଷ ଥିବା ଜଣାପଡିଛି । … Read More
ଭୁବନେଶ୍ବର: ଅନ୍ତର୍ଜାତୀୟ ନିଶା କାରବାରରେ ଓଡ଼ିଶା ଲିଙ୍କ୍ । ଓଡ଼ିଶା ସମେତ ୭ ରାଜ୍ୟର ୨୬ଟି ସ୍ଥାନରେ ଚଢ଼ଉ କରିଛି ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡ଼ି) । ଗୋଆରୁ ଓଡ଼ିଶାକୁ ଲମ୍ବିଥିବା ନିଶା କାରବାର ଚେର ଖୋଜିବା ସହ ମନି ଲଣ୍ଡରିଂ ମାମଲାର … Read More
ଭୁବନେଶ୍ୱର: ଆଗାମୀ ଦିନରେ ଲୋକେ ଯେପରି ରାଜସ୍ବ ସେବା ପାଇବାରେ କୌଣସି ସମସ୍ୟା ନ ଉପୁଜିବ ତାକୁ ନେଇ ରାଜସ୍ବ ବିଭାଗ ପକ୍ଷରୁ ନୂତନ ନିୟମ ଲାଗୁ କରାଯିବ। ଲୋକସେବା ଭବନରେ ସୋମବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ … Read More
ଚିଲିକା: ଆଜିଠାରୁ ଚିଲିକାରେ ଡଲ୍ଫିନ୍ ଗଣନା ଆରମ୍ଭ। ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ବାଲୁଙ୍ଗା ଏବଂ ସିଡିଏର ମିଳିତ ଆନୁକୂଲ୍ୟରେ ଆଜି ସକାଳ ୬ ଟାରୁ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି। ଡଲଫିନ ଗଣନା ନିମିତ୍ତ ସମୁଦାୟ ୨ଟି ରେଞ୍ଜକୁ ୩ଟି ସେକ୍ଟରରେ ଭାଗ କରାଯାଇ ୧୮ଟି ଟିମ୍ ନିୟୋଜିତ ହୋଇଛି। ତନ୍ମଧ୍ୟରୁ ସାତପଡ଼ାରେ ୮ଟି ଓ ବାଲୁଗାଁରେ ୧୦ଟି ଟିମ୍ ଗଣନା କାର୍ଯ୍ୟରେ ନିୟୋଜିତ ରହିଥିବା ବେଳେ ପ୍ରତି ଟିମ୍ରେ ୫ … Read More
ଭୁବନେଶ୍ବର: ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ। ବିଳମ୍ବିତ ରାତିରେ ହୁତୁହୁତୁ ହୋଇ ଜଳିଗଲା ହାଟ। ପ୍ରାୟ ରାତି ଗୋଟାଏରେ ଏହି ଅଗ୍ନିକାଣ୍ଡ ହୋଇଥିବା ବେଳେ ଏହା କିପରି ଘଟିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ରାତି ପ୍ରାୟ ଗୋଟାଏରେ ପ୍ରଥମେ ଫଳ ଦୋକାନରେ ନିଆଁ ଲାଗିଥିଲା। … Read More
ଭଦ୍ରକ: ପୁଣି ଅଲୋଡ଼ା ହେଲା ନବଜାତ ଶିଶୁକନ୍ୟା । ମେଡିକାଲ ବାଥରୁମ୍ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଚମ୍ପଟ ମାରିଛି । ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଏମିତି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ନବଜାତ ଶିଶୁର ମୃତ୍ୟୁ … Read More
ଭୁବନେଶ୍ବର : ପୁରୀ ଗସ୍ତରେ ଆସିଥିବା କେରଳର ଏକ 23 ଜଣିଆ ବରିଷ୍ଠ ସାମ୍ବାଦିକ ପ୍ରତିନିଧି ଦଳ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ସାମ୍ବାଦିକମାନଙ୍କ ସମସ୍ୟା, ସୁରକ୍ଷା ଓ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ଏକ ବିସ୍ତୃତ ଆଲୋଚନା କରିଛନ୍ତି | ସିନିୟର … Read More
ରାଜନଗର: ବିଶ୍ୱପ୍ରସିଦ୍ଧ ଜୈବମଣ୍ଡଳ ଭିତରକନିକା ଜାତୀୟ ଉଦ୍ୟାନ ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ସୋମବାର ଦିନ ଡଲଫିନ୍ ଗଣନାର ପ୍ରଶିକ୍ଷଣ ତାଲିମ ପ୍ରଦାନ କରାଯାଉଛି । ଆସନ୍ତାକାଲି ଅର୍ଥାତ ୨୦ ତାରିଖରୁ ୨୨ ତାରିଖ ପଯ୍ୟନ୍ତ ୩ ଦିନ ଧରି ଗହୀରମଥା … Read More
ବାଣପୁର: ପକ୍ଷୀଙ୍କ ଭୂସ୍ବର୍ଗ ମରାଳ ମାଳିନୀ ନିଳାମ୍ବୁ ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ଚଳିତ ବର୍ଷ ୧୯୬ ପ୍ରଜାତିର ୧୧ ଲକ୍ଷ ୩୨ ହଜାର ୨୦୦ ସଂଖ୍ୟକ ପକ୍ଷୀ ଆସିଛନ୍ତି। ଯାହାକି ଗତବର୍ଷ ୧୯୬ ପ୍ରଜାତିର ୧୧ ଲକ୍ଷ ୨୭ … Read More