ଲାଗୁ ହେଲା ନୂଆ ପାର୍କିଂ ଫି, ୫୦୦ ନୁହେଁ ୨୪୦ ଟଙ୍କା ଭକ୍ତ ନିବାସର ପାର୍କିଂ ଫି’

ପୁରୀ: ଆଜିଠୁ ଭକ୍ତ ନିବାସର ନୂଆ ପାର୍କିଂ ଫି ଲାଗୁ ।  ୫୦୦ ଟଙ୍କା ବଦଳରେ ୨୪୦ ଟଙ୍କା କରାଯାଇଛି ।  ପୁରୀରେ ବସିଥିବା ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଛି ।  କିଛିଦିନ ତଳେ ଭକ୍ତ ନିବାସରେ ଚାରି ଚକିଆ … Read More

ରାଜ୍ୟକୁ ଆସିବ ଏକ ଲକ୍ଷ କୋଟିର ପୁଞ୍ଜି, ୨୭ କମ୍ପାନୀ ସହ ବୁଝାମଣା ପତ୍ର ସ୍ବାକ୍ଷରିତ

ଭୁବନେଶ୍ବର: ରାଜ୍ୟକୁ ଆସିବ ଏକ ଲକ୍ଷ କୋଟିର ପୁଞ୍ଜି ।  କୋଲକାତାରେ ଓଡ଼ିଶା ଇନଭେଷ୍ଟର୍ସ ମିଟରୁ ବଡ଼ ସଫଳତା । ୨୭ ଟି ବଡ଼ କଂପାନୀ ସହ ସ୍ବାକ୍ଷରିତ ହୋଇଛି ବୁଝାମଣା ପତ୍ର ।  ପଶ୍ଚିମବଙ୍ଗର କୋଲକାତାରେ ଆୟୋଜିତ ନିବେଶକ ସମ୍ମିଳନୀ ଏବଂ … Read More

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା କାର୍ ଓ ଅଟୋ, ଜଣେ ଜୀବନ୍ତ ଦଗ୍ଧ

କନ୍ଧମାଳ : ମୁହାଁମୁହିଁ ଧକ୍କା ପରେ ଜଳିଗଲା କାର୍ ଓ ଅଟୋ  ।  ଜଣେ ଜୀବନ୍ତ ଦଗ୍ଧ ।  ଫୁଲବାଣୀ ସଦର ଥାନା ଆଇଟିଆଇ ନିକଟରେ ଦୁର୍ଘଟଣା ।  ମୁହାଁମୁହିଁ ଧକ୍କା ହେବା ପରେ ରାସ୍ତାରେ ହୁହୁ ହୋଇ ଜଳିଲା କାର ଓ … Read More

ଅଙ୍ଗନବାଡ଼ିରେ ଖୋଲିଲା ‘କ୍ରେଚ୍’, ବାଳାଶ୍ରମରେ ଆଧୁନିକ ରୋଷେଇ ଘର ଉଦଘାଟିତ

ଭୁବନେଶ୍ବର: ‘ବେଟୀ ବଚାଓ ବେଟୀ ପଢ଼ାଓ’ ଅଭିଯାନ ଅନ୍ତର୍ଗତ ସପ୍ତାହବ୍ୟାପୀ ଜାତୀୟ କନ୍ୟା ସନ୍ତାନ ଦିବସ-୨୦୨୬କୁ ଶୁଭାରମ୍ଭ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ଆଜିଠାରୁ ଆସନ୍ତା ୨୪ ପର୍ଯ୍ୟନ୍ତ ଏହା ପାଳନ ହେବ । ଅନ୍ୟପଟେ, କର୍ମଜୀବୀ ମହିଳାଙ୍କ ସୁବିଧା … Read More

ଉପରମୁହାଁ ପାରଦ, ଆସନ୍ତା କାଲିଠାରୁ ରାଜ୍ୟରେ କମିବ ଶୀତ

ଭୁବନେଶ୍ବର: ରାଜ୍ୟବାସୀଙ୍କ ପାଇଁ ଆଶ୍ବସ୍ତିର ଖବର । ଆସନ୍ତା କାଲିଠାରୁ ରାଜ୍ୟରେ କମିବ ଶୀତ । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ବଢ଼ିଯିବ । ଏଥିପାଇଁ ପାରଦ ଉପରମୁହାଁ ହେବ … Read More

ଜାନୁଆରୀ ୩୧ରେ ଛତିଶଗଡ଼ ଯିବ ରାଜ୍ୟ ସରକାରଙ୍କ ମହାନଦୀ କମିଟି

ଭୁବନେଶ୍ବର: ଛତିଶଗଡ଼ ଯିବେ ରାଜ୍ୟ ସରକାରଙ୍କ ମହାନଦୀ କମିଟି । ଆଗାମୀ ଜାନୁଆରୀ ୩୧ ଏବଂ ଫେବ୍ରୁଆରୀ ୧ ତାରିଖରେ ଛତିଶଗଡ଼ ଯିବେ ରାଜ୍ୟ ସରକାରଙ୍କ ମହାନଦୀ କମିଟି । ତାପୂର୍ବରୁ ୨୩ ତାରିଖରେ ବସିବ ସର୍ବଦଳୀୟ ବୈଠକ । ଏହି … Read More

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ଶୁଭ ବେଳାରେ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି ମଣତି

ପୁରୀ :  ଶ୍ରୀମନ୍ଦିର ରତ୍ନଭଣ୍ଡାର ରତ୍ନ ଅଳଙ୍କାର ଗଣତି ମଣତି ନେଇ ସଂଶୋଧିତ ମାର୍ଗଦର୍ଶିକାରେ ମୋହର ମାରିଲା ପରିଚାଳନା କମିଟି  ।  ରାଜ୍ୟ ସରକାରଙ୍କ ଅନୁମୋଦନ ଆସିବା ପରେ ଶୁଭ ବେଳାରେ ଗଣତି ମଣତି ଆରମ୍ଭ ହେବ ।  ତାରିଖ ସ୍ଥିରିକୃତ ହୋଇ … Read More

ରାଉରକେଲା ବିମାନ ଦୁର୍ଘଟଣାରେ ଜଣେ ମୃତ

ରାଉରକେଲା : ରାଉରକେଲା ବିମାନ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ସୁଶାନ୍ତ ବିଶ୍ୱାଳ । ଗତ ଶନିବାର ରାଉରକେଲାରେ ଘଟିଥିବା ଭୟଙ୍କର ବିମାନ ଦୁର୍ଘଟଣାରେ ଆଜି ଜଣେ ଯାତ୍ରୀ ଏୟାରଲିଫ୍ଟ ପୂର୍ବରୁ ଆଖି ବୁଜିଛନ୍ତି । … Read More

ମୟୂରଭଞ୍ଜରେ ଗୋ-ମାଫିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ

ବିଶୋଇ: ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆର ସୁରଜିତ ମହାନ୍ତିଙ୍କ ଘରେ ଚଢାଉ ହୋଇଛି। ଆଜି ସକାଳୁ ଚଢାଉ ହୋଇଥିବା ବେଳେ ଏପର୍ଯ୍ୟନ୍ତ ୩୦ ଲକ୍ଷ ନଗଦ ଟଙ୍କା, ୩୭୦ ଗ୍ରାମ ସୁନା ଓ ୨୮୦ ଗ୍ରାମ ରୂପା ଜବତ କରିଛି ଭିଜିଲାନ୍ସ । … Read More

୨୪ରୁ ଘରୋଇ ବସ୍‌ ଚଳାଚଳ ବନ୍ଦ !

କଟକ :୨୪ରୁ ଗଡିବନି ଘରୋଇ ବସ୍‌। ମୁଖ୍ୟମନ୍ତ୍ରୀ ବସ୍‌ ବ୍ଲକରୁ ଜିଲ୍ଲା ହେଡ୍‌ କ୍ଵାର୍ଟରକୁ ଆସିବାକୁ ନେଇ ବିବାଦ ଦେଖାଦେଇଛି। ମୁଖ୍ୟମନ୍ତ୍ରୀ ବସ୍‌ ସେବା ବନ୍ଦ କରିବାକୁ ଘରୋଇ ବସ୍ ମାଲିକ ସଂଘ ଦାବି କରିଛି। ଆସନ୍ତା ୨୩ ତାରିଖ ସୁଦ୍ଧା … Read More