ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଗଣଦୁଷ୍କର୍ମ: ପୁରୁଷ ବନ୍ଧୁ ସମେତ ୪ ଗିରଫ

ଭୁବନେଶ୍ୱର : ରାଜଧାନୀରେ ପୁଣି ଲଜ୍ଜା । ବୟଫ୍ରେଣ୍ଡ୍ ରୁମରେ ଗଲଫ୍ରେଣ୍ଡକୁ ଗଣଦୁଷ୍କର୍ମ । ଇଞ୍ଜିନିୟରିଂ ଛାତ୍ରୀକୁ ଗଣଦୁଷ୍କର୍ମ ଅଭିଯୋଗ । ଭୁବନେଶ୍ବର ଇନଫୋଭ୍ୟାଲି ଥାନା କାଇମାଟିଆ ଅଞ୍ଚଳରେ ଘଟଣା ଘଟିଛି । ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ … Read More

ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଯାଜପୁର: ଝୁଲି ପଡ଼ିଲେ ପ୍ରେମୀ ଯୁଗଳ । ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଶୁଶୁଆ ପଞ୍ଚାୟତ ଈଶ୍ୱରପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଇଶ୍ୱରପୁର ଗାଁର ସମୀର ମଲିକ ଓ ମହାନ୍ତି ପାଟଣା ଗାଁର ସୁରେଖା ମଲ୍ଲିକ । … Read More

କଣ୍ଟାବାଞ୍ଜି ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ଵିୟୋଗ । କଣ୍ଟାବାଞ୍ଜି ସ୍ଥିତ ନିଜ ବାସ ଭବନ ଠାରେ ତାଙ୍କର ମୃତ୍ୟ ହୋଇଛି । ମୃତ୍ୟୁ ସମୟରେ ତାଙ୍କୁ ୭୮ବୟସ ହୋଇଥିଲା । ଅନେକ ଦିନ ହେଲା ସେ ଅସୁସ୍ଥ ରହିଥିଲେ । … Read More

ମାଓ ଡ଼ମ୍ପରୁ ବିପୁଳ ଅସ୍ତ୍ରଶସ୍ତ୍ର ସହ କୋଟିଏ ଟଙ୍କା ଜବତ

ମାଲକାନଗିରି: ମାଓ ଡ଼ମ୍ପରୁ ମିଳିଲା କୋଟିଏ ଟଙ୍କା, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ । ମାଲକାନଗିରି ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲା ପୋଲିସକୁ ସଫଳତା । ଆବୁଝମାଡ଼ ଜଙ୍ଗଲରୁ ମାଓଡମ୍ପ ଠାବ । କୋଟିଏ ଟଙ୍କା ସହ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ଜବତ । … Read More

ଖୁବଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: କୋରାପୁଟବାସୀଙ୍କ ପାଇଁ ଖୁସି ଖବର। ଯାତୟାତ ପାଇଁ ସୁଗମ ହେବ ଟ୍ରେନ। ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌। ଏନେଇ ସୂଚନା ଦେଲେ ସିଏମ୍‌ଓ।  ସପ୍ତାହରେ ୩ ଦିନ ଚାଲିବା ନେଇ ଜଣାପଡିଛି। ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌ ଚାଲିବା … Read More

ନିଶାଶକ୍ତ ଅବସ୍ଥାରେ ଡବଲ ମର୍ଡର କଲା ଯୁବକ: ହାତ ଗୋଡ଼ ବାନ୍ଧି ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ

ମୟୂରଭଞ୍ଜ: ଯେସାକୁ ତେସା । ନିଶାରେ ନୃଶଂସ ହତ୍ୟା କଲା ଯୁବକ । ଅଭିଯୁକ୍ତକୁ ବାନ୍ଧି ନିର୍ଘାତ ମାଡ ମାରିଲେ ଗ୍ରାମବାସୀ । ମୟୂରଭଞ୍ଜ ଜିଲ୍ଲା ତିରିଙ୍ଗ ଥାନା ଅନ୍ତର୍ଗତ କୁଲୁଘୁଟୁ ଗାଁରେ ଘଟିଛି ଏହି ଘଟଣା । ଶାବଳରେ ଆକ୍ରମଣ କରି … Read More

ଜଳ ଅଭାବରୁ ରବି ଫସଲ ନଷ୍ଟ: ପ୍ରତିବାଦରେ କଂଗ୍ରେସ କର୍ମୀଙ୍କ ଜଳ ସତ୍ୟାଗ୍ରହ

ନୂଆପଡ଼ା : ଚାଷ ଜମିକୁ ଜଳ ଅଭାବରେ ରବି ଧାନ ଫସଲ ନଷ୍ଟ ।  ପ୍ରତିବାଦରେ ଡ୍ୟାମ ପାଣିରେ ବୁଡ଼ି ଜଳ ସତ୍ୟାଗ୍ରହ ।  ନୂଆପଡ଼ା ଜିଲ୍ଲା ପତୋରା ଡ୍ୟାମ ପାଣିରେ ବୁଡ଼ି ଜିଲ୍ଲା କଂଗ୍ରେସ କର୍ମୀଙ୍କ ଆନ୍ଦୋଳନ ।  ନୂଆପଡ଼ା ଜିଲ୍ଲା … Read More

ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ: ୧୪ରେ ଡିଜି ଅଫିସ ଘେରାଉ କରିବ ବିଜେଡି

ଭୁବନେଶ୍ୱର : ଆସନ୍ତା ୧୪ ତାରିଖରେ ପୋଲିସ ମୁଖ୍ୟାଳୟ ଘେରାଉ କରିବ ବିଜେଡି ।  କଟକରେ ବିଜୁ ଜନତା ଦଳର ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦିଆଯାଇଛି ।  ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ବୀଭତ୍ସ ହତ୍ୟା ଘଟଣାରୁ ରାଜ୍ୟର ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଥିବା … Read More

୧୮ରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ

ଭୁବନେଶ୍ୱର : ଆସନ୍ତା ୧୮ ତାରିଖରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ।  ନିତିନ ନବୀନ ବିଜେପି ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେବେ ।  ଜଟଣୀରେ ଆୟୋଜିତ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିରରେ ଉଦଘାଟନୀ ସହ ନିଜର … Read More

୩ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଅବସ୍ଥା ଗୁରୁତର

ବାରଙ୍ଗ: କଟକ ବାରଙ୍ଗରେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ । ଖଣ୍ଡା ଚୋଟରେ ୩ ଯୁବକ ଗୁରୁତର । ଗୁରୁତର ଯୁବକଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି । କାଣ୍ଡ ଭିଆଇବା ପରେ ଘଟଣାସ୍ଥଳରୁ ଦୁର୍ବୃତ୍ତ ଚମ୍ପଟ । ତେବେ କେଉଁ କାରଣରୁ ଆକ୍ରମଣ … Read More