ଆକ୍ସନ ମୋଡରେ ପ୍ରଶାସନ; ଆମ ବସରେ ବସି ସ୍ଥିତି ପରଖିଲେ ପରିବହନ କମିଶନର

ଭୁବନେଶ୍ୱର: ଆମ ବସ୍ ଦୁର୍ଘଟଣା ପରେ ଆକ୍ସନ ମୋଡକୁ ଆସିଛି ପରିବହନ ବିଭାଗ। ସାରା ରାଜ୍ୟରେ ମୋ ବସ୍ ଡ୍ରାଇଭରଙ୍କୁ ଯାଞ୍ଚ କରାଯାଉଥିବା ବେଳେ ଆଜି ଆମ ବସ୍‌ରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର। ଆଜି ସେ ମୋ … Read More

ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ଆତଙ୍କ, ୩୦ ପଜିଟିଭ; ପହଞ୍ଚିଲେ ୱାଟକୋ ଓ ମେଡିକାଲ ଟିମ୍

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ଗୁରୁଜଙ୍ଗରେ ଥିବା ଜବାହାର ନବୋଦୟ ବିଦ୍ୟାଳୟ (ଜେଏନଭି)ରେ ଜଣ୍ଡିସ୍ ବ୍ୟାପିଥିବା ଜଣାପଡ଼ିଛି। ବିଦ୍ୟାଳୟର ପ୍ରାୟ ୩୦ ଜଣ ଛାତ୍ରଛାତ୍ରୀଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି। ସୂଚନା ଅନୁଯାୟୀ, ପ୍ରାଥମିକ ଚିକିତ୍ସା ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଏହି ସମସ୍ତ … Read More

ତାଳଚେରରେ ବଢ଼ୁଛି ପ୍ରଦୂଷଣ, ସ୍ବତନ୍ତ୍ର ଗାଇଡ଼ ଲାଇନ ପ୍ରସ୍ତୁତ କଲେ ଜିଲ୍ଲାପାଳ

ତାଳଚେର: ବାୟୁ ପ୍ରଦୂଷଣକୁ ନେଇ ସାରା ଦେଶ ଚିନ୍ତାରେ ଥିବାବେଳେ ଏବେ ଆସିଛି ଆଉ ଏକ ବଡ଼ ଖବର । ୩୩୨ ଏକ୍ୟୁଆଇ ସହ ରାଜ୍ୟର ସବୁଠାରୁ ପ୍ରଦୂଷିତ ସହର ଭାବେ ପରିଗଣିତ ହୋଇଛି ତାଳଚେର ।  ଦିନକୁ ଦିନ ତାଳଚେର … Read More

ଆନ୍ଧ୍ରରେ ସଡ଼କ ଦୁର୍ଘଟଣା: ୩ ଓଡ଼ିଆ ମୃତ, ୨ ଗୁରୁତର

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର ବାରୁଆ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା । ଯେଉଁଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଦୃତ ବେଗରେ ଆସୁଥିବା କାର ଲରିର ପଛପଟୁ ଧକ୍କା ଦେବାରୁ ଘଟିଛି … Read More

ଏଣିକି ସ୍କ୍ରିନିଂ ଟେଷ୍ଟରେ ପାସ୍ କଲେ ଆମ ବସ୍ ଚଳାଇପାରିବେ ଡ୍ରାଇଭର: ପରିବହନ ସଚିବ

ଭୁବନେଶ୍ବର:  ଆମ ବସ୍ ଦୁର୍ଘଟଣା ରୋକିବାକୁ ପରିବହନ ବିଭାଗର ବଡ଼ ପଦକ୍ଷେପ । ଏଣିକି ସ୍କ୍ରିନିଂ ଟେଷ୍ଟ ପାସ୍ କଲେ ଆମ ବସ୍ ଚଳାଇପାରିବେ ଡ୍ରାଇଭର । ତେବେ ଥାର୍ଡ ପାର୍ଟି ଅଧିନରେ ଚାଳକଙ୍କ ସ୍କ୍ରିନିଂ ଟେଷ୍ଟ କରାଯିବ । ଏନେଇ … Read More

କାରକୁ ଧକ୍କା ଦେଲା ଟ୍ରକ; ଗୋଟିଏ ପରିବାରର ୩ ମୃତ

ପାରଳାଖେମୁଣ୍ଡି : ନୂଆବର୍ଷର ପ୍ରଥମ ରବିବାରରେ ଗଜପତି ଜିଲ୍ଲା ସୀମାନ୍ତ ଆନ୍ଧ୍ରପ୍ରଦେଶରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଶ୍ରୀକାକୁଲମ ଜିଲ୍ଲା ବାରୁଆ ଥାନା ଅଧୀନ ନିକଟରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ଶିଶୁକନ୍ୟା ସମେତ ତିନି ଜଣଙ୍କର ମୃତ୍ୟୁ ଘଟିଛି। … Read More

ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ ଓ ୨ ଗୁରୁତର

କେନ୍ଦ୍ରାପଡା : ପାରିବାରିକ କଳହର କରୁଣ ପରିଣତି ।  ସଂଘବଦ୍ଧ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଓ ଦୁଇ ଗୁରୁତର ।  ଗୁରୁତରମାନେ କେନ୍ଦ୍ରାପଡା ମେଡିକାଲରେ ଭର୍ତ୍ତି ଅଛନ୍ତି ।  କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ନରିଲୋ ଗାଁରେ ଅଘଟଣ  l  ଦାଦାର ଶାବଳ … Read More

ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ମୁହଁ ଖୋଲିଲେ ଗଜପତି

ପୁରୀ: ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ଗଜପତି ମହାରାଜ । ମହାପ୍ରଭୁ ବର୍ଷସାରା ବାହାରକୁ ଆସି ପରିବେନି କହି ନିଜ ଉଦବେଗ ପ୍ରକାଶ କରିଛନ୍ତି ଗଜପତି ମହାରାଜ । ବିଦେଶରେ ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି … Read More

ଟ୍ରକ୍‌ ପଛରେ ପିଟି ହେଲା କାର୍‌: ଚାଲିଗଲା ୩ ଜୀବନ

ସମ୍ବଲପୁର: ଜାତୀୟ ରାଜପଥ କଡ଼ରେ ଛିଡ଼ା ହୋଇଥିବା ପାଉଁଶ ବୋଝଇ ଟ୍ରକ୍‌ର ପଛକୁ ଦ୍ରୁତଗାମୀ କାର୍‌ ଶକ୍ତ ଧକ୍କା ଦେଇଛି। ଫଳରେ ୩ଜଣଙ୍କର ମୃତ୍ୟୁ ଘଟିଛି। ସମ୍ବଲପୁର ସହରର ଧନୁପାଲି ଥାନା ଅଧୀନ ନକ୍ସାପାଲିରେ ଆଜି ଅପରାହଣ୍‌ରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମୃତକମାନଙ୍କର … Read More

ନିୟମିତ ତାଲିମ ନେବେ ଆମ-ବସ୍ ଚାଳକ, ଗଠନ ହେବ ସ୍ବତନ୍ତ୍ର ସ୍କ୍ବାର୍ଡ଼

ଭୁବନେଶ୍ବର: ବାରମ୍ବାର ରାଜଧାନୀରେ ଘଟୁଛି ସମାନ ଘଟଣା । ସରକାର ଲୋକଙ୍କ ସେବା ପାଇଁ ଚଲାଉଥିବା ଆମ ବସ୍ ସେବା କମ୍ ଜୀବନ ଅଧିକ ନେଲାଣି । ଯେତେ ପ୍ରଚାର ପ୍ରସାର ପରେ ବି ସୁଧୁରୁନାହାନ୍ତି ବସ ଚାଳକ । ମନଇଚ୍ଛା … Read More