ପ୍ରତି ଘରେ ଲାଗିବ ସ୍ମାର୍ଟ ମିଟର, କ୍ୟାବିନେଟ୍ ନିଷ୍ପତ୍ତି ପରେ ଆସିଲା ଶକ୍ତି ବିଭାଗର ଗାଇଡ୍‌ଲାଇନ୍

ଭୁବନେଶ୍ୱର: ଲୋକଙ୍କ ଘରେ ସ୍ମାର୍ଟ ମିଟର ଲଗାଇବେ ସରକାର। କ୍ୟାବିନେଟ ନିଷ୍ପତ୍ତି ପରେ ଗାଇଡଲାଇନ ଆଣିଲା ଶକ୍ତି ବିଭାଗ। ଏନେଇ ରାଜ୍ୟ ସରକାର ୭୩୫ କୋଟି ଟଙ୍କାର ଏକକାଳୀନ ଅନୁଦାନ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ୨ କିଲୋ ୱାଟ ପର୍ଯ୍ୟନ୍ତ … Read More

ଜାନୁଆରୀ ପହିଲାରୁ ପୂର୍ବତଟ ରେଳପଥର ନୂଆ ସମୟ ସାରଣୀ ଲାଗୁ

ଭୁବନେଶ୍ୱର: ନୂଆବର୍ଷରେ ବଦଳିଲା ଟ୍ରେନ୍‌ର ସମୟ ସାରଣୀ। ୨୦୨୬ ଜାନୁଆରୀ ୧ରୁ ନୂତନ ସମୟ ସାରଣୀ ଜାରି କରିଛି ପୂର୍ବ ତଟ ରେଳପଥ। ସଂଶୋଧିତ ସମୟସାରଣୀରେ ନୂତନ ଟ୍ରେନ ପ୍ରଚଳନ, ବିଦ୍ୟମାନ ସେବାର ସମ୍ପ୍ରସାରଣ, ଟ୍ରେନ ଚଳାଚଳର ଫ୍ରିକ୍ୱେନ୍ସି ବୃଦ୍ଧି, ଅତିରିକ୍ତ … Read More

ଭିଜିଲାନ୍ସ ଜାଲରେ ପୂର୍ବତନ ଫରେଷ୍ଟର ଜୟ କୁମାର ଯୁଆଡ

କଳାହାଣ୍ଡି: ଭିଜିଲାନ୍ସ ଜାଲରେ ଆଉ ଜଣେ ଜଙ୍ଗଲ ବାବୁ ।  ଦକ୍ଷିଣ ବନଖଣ୍ଡ ଥୁଆମୁଳ ରାମପୁର ପୂର୍ବତନ ଫରେଷ୍ଟର ଜୟ କୁମାର ଯୁଆଡ ଗିରଫ ।  ୫୫ ଲକ୍ଷ ଟଙ୍କା ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ । ୨୦୨୪-୨୫ ବର୍ଷ … Read More

ରାଉରକେଲାରୁ ଅଯୋଧ୍ୟା ଅଭିମୁଖେ ବାହାରିଲା ସୁନାର ଧନୁ

ରାଉରକେଲା: ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଙ୍କ ନିକଟକୁ ଭେଟି ଦେବା ଉଦ୍ଦେଶ୍ୟରେ ରାଉରକେଲା ସହରରୁ ବାହାରିଛି ଏହି ବିଶାଳ ସ୍ୱର୍ଣ୍ଣ ଧନୁଷ । ରାଉରକେଲା ସନାତନ ଜାଗରଣ ମଞ୍ଚ ପକ୍ଷରୁ ଏହି ବିଶାଳ ଆଠ ଫୁଟ ଲମ୍ବ ଏବଂ ତିନି ଫୁଟ ଉଚ୍ଚତା … Read More

ବସ-ବାଇକ ମୁହାଁମୁହିଁ ଧକ୍କା , ୩ ମୃତ

ରାଇରଙ୍ଗପୁର : ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ୨୨୦ ନମ୍ୱର ଜାତୀୟ ରାଜପଥ ରାନିବନ୍ଧ ନିକଟରେ ଏକ ଯାତ୍ରୀବାହୀ ବସ ସହ ବାଇକର ମୁହାଁମୁହିଁ ଧକ୍କା । ୩ ଜଣ ବାଇକ ଆରୋହୀଙ୍କ … Read More

ଦିନ ୧୧ଟା ଯାଏଁ ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ

ଚିଲିକା : ଚିଲିକାରେ ଦିନ ୧୧ଟା ଯାଏ ଡଙ୍ଗା ଚଳାଚଳ ବନ୍ଦ । ପ୍ରବଳ କୁହୁଡ଼ି ଯୋଗୁ କଟକଣା ଲଗାଇଲେ ପୁରୀ ଜିଲ୍ଲାପାଳ । ଘନ କୁହୁଡ଼ି ଯୋଗୁ ଦୃଶ୍ୟମାନତା କମ୍ ରହୁଛି। ବାରମ୍ବାର ଦୁର୍ଘଟଣା ଘଟୁଥିବା ଯୋଗୁ ଜିଲ୍ଲାପାଳ ଏହି ନିଷ୍ପତ୍ତି … Read More

ଭେଣ୍ଡିଂଜୋନରେ ଜଳିଗଲା ୫ରୁ ଅଧିକ ଦୋକାନ; ଯାତାୟାତ ବାଧାପ୍ରାପ୍ତ

ବ୍ରହ୍ମପୁର : ବ୍ରହ୍ମପୁର ସହରରେ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଜଳିଗଲା ଏକାଧିକ ଦୋକାନ । ଅଗ୍ନିକାଣ୍ଡ ଯୋଗୁଁ ସହରରେ ଚକ ଅଖ ଜାମ୍। ବ୍ରହ୍ମପୁର ସହରା ଫାଷ୍ଟଗେଟ ସ୍ଥିତ ଧୋବାବନ୍ଧ ଭେଣ୍ଡିଂଜୋନରେ ବଡଧରଣର ଅଗ୍ନିକାଣ୍ଡ ଘଟିଛି । ଫଳରେ ୫ରୁ … Read More

ଆସନ୍ତାକାଲି ପୌଷ ପୂର୍ଣ୍ଣମୀରେ ଦେଖାଯିବ ସୁପରମୁନ୍‌

ଭୁବନେଶ୍ୱର: ଆସନ୍ତକାଲି ଅର୍ଥାତ ଜାନୁଆରୀ ୩ତାରିଖ ଦିନ ପୌଷ ପୂର୍ଣ୍ଣମୀରେ ଦେଖାଯିବ ସୁପରମୁନ୍‌ । ପୂର୍ଣ୍ଣମୀ ସମୟରେ ଚନ୍ଦ୍ର ପ୍ରାୟ ୩ଲକ୍ଷ ୬୨ହଜାର କିମି ନିକଟରେ ରହିବ ଓ ସାଧାରଣ ଦିନର ପୂର୍ଣ୍ଣ ଚନ୍ଦ୍ର ଠାରୁ ପ୍ରାୟ ୧୪ପ୍ରତିଶତ ବଡ ସହ … Read More

ବିଞ୍ଝାରପୁରରେ ଲୁଟେରାଙ୍କ ଦୌରାତ୍ମ୍ୟ; ଡାଲା ଅଟୋରେ ଲୁଟି ନେଲେ ଟଙ୍କା ବୋଝେଇ ଏଟିଏମ୍‌

ବିଞ୍ଝାରପୁର: ବର୍ଷ ଆରମ୍ଭରୁ ଯାଜପୁର ପୁଲିସକୁ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ । ଲୁଟି ନେଲେ ଟଙ୍କା ବୋଝେଇ ଏଟିଏମ୍‌ । ଯାଞ୍ଜପୁର ଜିଲ୍ଲା ବିଞ୍ଝାରପୁର ଥାନା ମଇଁଦା ବଜାରରୁ ଏକ ଡାଲା ଅଟୋରେ ଏଟିଏମ୍‌ ଲୁଟ ହୋଇଥିବା ସିସିଟିଭିରେ କଏଦ ହୋଇଛି … Read More

ଜାନୁଆରୀ ୪ରୁ ସାତକୋଶିଆରେ କୁମ୍ଭୀର ଓ ପକ୍ଷୀଗଣନା

ଅନୁଗୁଳ: ଏବେ ଚାଲିଛି ଶୀତ ଋତୁ । ଦେଶ ବିଦେଶରୁ ବହୁ ପକ୍ଷୀଙ୍କ ଆଗମନ ହୋଇଛି ଓଡିଶାକୁ । ଏହି ଅବସରରେ ଅନୁଗୁଳ ଜିଲ୍ଲାର ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡରେ ଥିବା ୫ଟି ବନାଞ୍ଚଳରେ ପକ୍ଷୀ ସହ କୁମ୍ଭୀର ଗଣନା ହେବ । … Read More