ମହାନଗର ନିଗମରେ ପରିଣତ ହେଲା ପୁରୀ ପୌରପାଳିକା, ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି
ଭୁବନେଶ୍ୱର : ଆଜିଠାରୁ ପୁରୀ ପୌରପାଳିକା ମହାନଗର ନିଗମରେ ପରିଣତ ହୋଇଛି । ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏ ସମ୍ପର୍କିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ସୂଚନାଯୋଗ୍ୟ ଯେ, ଭାରତ ବର୍ଷର ଏକ … Read More
