ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର, ଘରୁ ଜବତ ହେଲା ୭୫ ଲକ୍ଷ ନଗଦ ଟଙ୍କା

ବାରଙ୍ଗ : ବାବୁଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଟେରା । ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଅମାପ ସଂପତ୍ତି । ଘରୁ ଜବତ ହେଲାଣି ୭୫ ଲକ୍ଷ ନଗଦ କ୍ୟାସ । ଭିଜିଲାନ୍ସ ଯେତେ ଖୋଳୁଛି ସେତେ ବାହାରୁଛି । ପୁଳାପୁଳା ସୁନା … Read More

ନୂଆବର୍ଷ ଲାଗି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି: ୩୧ ତାରିଖ ରାତି ୧୧ରେ ପହୁଡ଼, ୨ଟାରେ ଦ୍ବାର ଫିଟା

ପୁରୀ : ନୂଆବର୍ଷ ପାଇଁ ଆସନ୍ତାକାଲି ଶ୍ରୀଜଗନ୍ନାଥଙ୍କର ସ୍ୱତନ୍ତ୍ର ନୀତିକାନ୍ତି ।  ଡିସେମ୍ବର ୩୧ ତାରିଖ ରାତି ୧୧ଟାରେ ହେବ ଶ୍ରୀଜିଉଙ୍କ ପହୁଡ଼ ନୀତି ।  ପରେ ପୁଣି ରାତ୍ର ୨ଟାରେ ହେବ ଦ୍ବାରଫିଟା ନୀତି । ଛତିଶାନିଯୋଗ ଓ ନୀତି ସବକମିଟି … Read More

ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୫ ଯୁକ୍ତ ଦୁଇ ମୁଖ୍ୟ ପରୀକ୍ଷା, ଜାନୁଆରୀ ୨ରୁ ପ୍ରାକ୍ଟିକାଲ୍

ଭୁବନେଶ୍ୱର: ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ତାରିଖରୁ ଆରମ୍ଭ ହେବ। ୧୫ ତାରିଖ ଯାଏ ପରୀକ୍ଷା ହେବ। କଳା, ବିଜ୍ଞାନ, ବାଣିଜ୍ୟ ଓ … Read More

ଆଜି ଠାରୁ ଜାନୁଆରି ୪ ତାରିଖ ପର୍ଯ୍ୟନ୍ତ ପୁରୀର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ:ଆସୁଛି ନୂଆବର୍ଷ ଏଥିପାଇଁ ସମସ୍ତ ପର୍ଯ୍ୟଟନ ସ୍ଥଳୀରେ  ଜମୁଛି ଭିଡ଼ । ଜମୁଛି ଭୋଜି ଭାତର ଆସର ।  ସେଥିମଧ୍ୟରୁ ଜଗନ୍ନାଥ ଧାମ ପୁରୀରେ ମଧ୍ୟ ବଢିଲାଣି ଶ୍ରଦ୍ଧାଳୁଙ୍କ ଭିଡ଼ । ପ୍ରତିଦିନ ଲକ୍ଷ ଲକ୍ଷ ସଂଖ୍ୟାର ଶ୍ରଦ୍ଧାଳୁଙ୍କ ଭିଡ଼ ସେଠି … Read More

‘ସ୍ବୀକୃତି’ ଯୋଜନାରେ ତୃତୀୟ ଲିଙ୍ଗୀଙ୍କ ଅଭିଭାବକ ପାଇବେ ମାସିକ ୧୫୦୦ ଟଙ୍କା

ଭୁବନେଶ୍ୱର: ମାସିକ ୧୫୦୦ ଟଙ୍କା ପାଇବେ ତୃତୀୟଲିଙ୍ଗୀ ଶିଶୁଙ୍କ ଅଭିଭାବକ। ‘ସ୍ବୀକୃତି’ ଯୋଜନାରେ ଜାରି ହେଲା ନିର୍ଦ୍ଦେଶାବଳୀ। ତୃତୀୟଲିଙ୍ଗୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା, ସେମାନଙ୍କ ଅଧିକାରର ସୁରକ୍ଷା ପ୍ରଦାନ କରିବା ପାଇଁ ରାଜ୍ୟ ସରକାର ‘ସ୍ବୀକୃତି’ ଯୋଜନା ଆରମ୍ଭ … Read More

ଜିରୋ ନାଇଟ୍ ପାଇଁ ଅସ୍ଥାୟୀ ମଦ ଲାଇସେନ୍ସ ଖାରଜ

ଭୁବନେଶ୍ୱର: ଫିକା ପଡ଼ିବ ଜିରୋ ନାଇଟ୍ ସେଲିବ୍ରେସନ୍। ଏଥର କଠୋର ହୋଇଛି ଅବକାରୀ ବିଭାଗ। ଜିରୋ ନାଇଟ୍ ପାଇଁ ଅସ୍ଥାୟୀ ମଦ ଲାଇସେନ୍ସ ଆବେଦନକୁ ଖାରଜ କରି ଦେଇଛି ଅବକାରୀ ବିଭାଗ। ଯାହାକୁ ନେଇ ଚିନ୍ତାରେ ପଡିଛନ୍ତି ରାଜ୍ୟର ସମସ୍ତ ଇଭେଣ୍ଟ … Read More

କରିପୁ ଜଙ୍ଗଲରେ ସର୍ଚ୍ଚ ଅପରେସନ, ଟିଫିନ ବୋମା ଓ ବିସ୍ଫୋରକ ଜବତ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ ରାଜ୍ୟ ବିଜାପୁର ଜିଲ୍ଲାର କରିପୁ ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀଙ୍କୁ ମିଳିଛି ମାଓ ସାମଗ୍ରୀ। ଯାହା ମଧ୍ୟରେ ରହିଛି ଗୋଟିଏ ଟିଫିନ ବୋମା ଏବଂ ବିପୁଳ ପରିମାଣର ବିସ୍ପୋରକ। ସୁରକ୍ଷା କର୍ମୀଙ୍କୁ କ୍ଷତି ପହଞ୍ଚାଇବା … Read More

ଜିରୋ ନାଇଟ୍‌ରେ ମଦ ପିଇ ଗାଡ଼ି ଚଳାଇଲେ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ଜିରୋ ନାଇଟରେ ମଦ ପିଇ ଗାଡ଼ି ଚଳାଇ ଧରାପଡ଼ିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ଦ୍ଵେତନଗରୀ ପୁଲିସ କମିଶନର ଏସ. ଦେବଦତ୍ତ ସିଂହ ଏପରି ଚେତାବନୀ ଦେଇଛନ୍ତି। ଯଦି କେହି ଅମାନିଆ ହୁଅନ୍ତି, ତେବେ ସେମାନଙ୍କ ଗାଡ଼ି ଜବତ କରାଯିବା ସହିତ କୋର୍ଟ ଚାଲାଣ … Read More

ଫେରିଗଲେ ମୁଖ୍ୟ ନିର୍ବାଚନ କମିଶନର: ବୁଥ୍‌ ସ୍ତରୀୟ ବୈଠକ ସ୍ଥଗିତ

ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ କମିଶନର ଶ୍ରୀ ଜ୍ଞାନେଶ କୁମାର ଦିଲ୍ଲୀ ଫେରି ଯାଇଛନ୍ତି । ପିତାଙ୍କ ସ୍ୱାସ୍ଥ୍ୟ ଖରାପ ହେବା ଖବର ଶୁଣିବା ପରେ ସେ ତୁରନ୍ତ ଦିଲ୍ଲୀ ଫେରି ଯାଇଛନ୍ତି । ଫଳରେ ଆଜି ହେବାକୁ ଥିବା ତୃତୀୟ ଦିନର … Read More

ନକଲି ବିଦେଶୀ ମଦ କାରଖାନା ଉପରେ ଚଢ଼ାଉ

କୋରାପୁଟ: ଜିଲା କୋଟପାଡ଼ ଥାନା ଅନ୍ତର୍ଗତ ବଣ୍ଡାଗୁଡ଼ାରେ ସୋମବାର ଏକ ନକଲି ବିଦେଶୀ ମଦ କାରଖାନା ଠାବ ହୋଇଛି। ଏକ ଘରେ ଦୁଇ ଜଣ ବ୍ୟକ୍ତି ଏହି ନକଲି ମଦ କାରଖାନା ଚଳାଉଥିଲେ। ବିଭିନ୍ନ ରସାୟନିକ ସାମଗ୍ରୀ ମିଶ୍ରଣ କରି ନାମୀଦାମୀ … Read More