୪ଦଫା ଦାବିରେ ଟାଟା ପାୱର ଅଫିସ ଘେରାଉ କଲା କଂଗ୍ରେସ
ଭୁବନେଶ୍ୱର: ରାଜଧାନୀରେ କଂଗ୍ରେସର ଜୋରଦାର ବିକ୍ଷୋଭ । ଟିପିସିଓଡିଏଲ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସ କର୍ମୀ ଓ ନେତାଙ୍କ ପକ୍ଷରୁ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱରେ ବରିଷ୍ଠ ନେତାମାନେ ଆନ୍ଦୋଳନରେ ସାମିଲ ହୋଇ ୪ଦଫା … Read More
