ବିଜେଡିର ଯୁବ ଓ ଛାତ୍ର ଶାଖାର ରାଜ୍ୟ କମିଟି କର୍ମକର୍ତ୍ତା ଘୋଷିତ
ଭୁବନେଶ୍ୱର : ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ଯୁବ ଓ ଛାତ୍ର ଶାଖାର ରାଜ୍ୟ କମିଟି କର୍ମକର୍ତ୍ତା ଘୋଷଣା କରାଯାଇଛି । ଯୁବ ବିଜେଡିର ୪ ଜଣ କାର୍ଯ୍ୟକାରୀ ସଭାପତିଙ୍କୁ ମିଶାଇ ୧୬୦ଜଣ କର୍ମକର୍ତ୍ତା ଓ … Read More
