ଦକ୍ଷିଣ-ପଶ୍ଚିମ ମୌସୁମୀ ପାଇଁ ପାଗ ଅନୁକୂଳ !
ଭୁବନେଶ୍ଵର:ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୂଳ ସମ୍ଭାବନା। ଏ ନେଇ ‘ଏକ୍ସ’ରେ ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ଚଳିତ ସପ୍ତାହର ଶେଷ ଆଡ଼କୁ ଦକ୍ଷିଣ ବଙ୍ଗୋପସାଗରକୁ ଛୁଇଁବା ଆଶା। ଆଣ୍ଡାମାନ ସାଗର, ଆଣ୍ଡାମାନ ଓ ନିକୋବର … Read More
