ଅନଲାଇନ୍ ଓ ଅଫଲାଇନରେ ପୈଠ କରିହେବ ଇ-ଚାଲାଣ, ଲୋକଙ୍କ ସୁବିଧା ପାଇଁ ନଗଦ ଅର୍ଥ ଗ୍ରହଣ କରିବାକୁ RTOଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର : ଏଣିକି ଅନଲାଇନ୍ ସହ ଅଫଲାଇନରେ ପୈଠ କରିହେବ ଇ- ଚାଲାଣ । ଜନସାଧାରଣଙ୍କ ସୁବିଧା ପାଇଁ ନଗଦ ଅର୍ଥ ଗ୍ରହଣ କରିବାକୁ RTOଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ସ୍ଵତନ୍ତ୍ର ଭାବେ ଅଧିକାରୀଙ୍କୁ ଦିଆଯିବ ଦାୟିତ୍ଵ। ମୋବାଇଲ … Read More

ଜଳିଗଲା ପରିବା ଦୋକାନ, ଦୋକାନୀ ଜୀବନ୍ତ ଦଗ୍ଧ

କେନ୍ଦ୍ରାପଡ଼ା: ପରିବା ଦୋକାନରେ ନିଆଁ, ଦୋକାନୀ ଜୀବନ୍ତଦଗ୍ଧ। କୁଦାନଗରୀ ଥାନା କଳାବୁଦା ବାରୁଣୀ ବଜାରରେ ଅଘଟଣ। ବାହାର କବାଟ ଦେଇ କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ଅଭିଯୋଗ। ମୃତକ ଗୋଗିନ୍ଦପୁର ଗାଁର ଜଣାପଡିଛି। ସାଇଣ୍ଟିଫିକ୍ ଟିମ୍‌କୁ ନେଇ ପୋଲିସର ତଦନ୍ତ ଆରମ୍ଭ … Read More

ନୂଆବର୍ଷ ଲାଗି ପୁରୀରେ ନାହିଁ ନଥିବା ଗହଳି, ୬୦ ପ୍ଲାଟୁନ୍ ପୋଲିସ ମୁତୟନ

ପୁରୀ: ଡିସେମ୍ବର ୨୫ ତାରିଖ ଠାରୁ ପୁରୀରେ ବହୁ ମାତ୍ରାରେ ଭିଡ ପରିଲିକ୍ଷିତ ହେଉଛି । ଶ୍ରୀମନ୍ଦିରରେ ତ ନାହିଁ ନଥିବା ଗହଳି । ଭକ୍ତଙ୍କ ସୁରକ୍ଷା ସୁନିଶ୍ଚିତ କରିବା ସହ ଭିଡ ନିୟନ୍ତ୍ରଣ କରିବା ପାଇଁ ମନ୍ଦିର ପରିସରରୁ ମୁଖ୍ୟ … Read More

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜେଇ ନିହାର ସରକାର ଗିରଫ

ମାଲକାନଗିରି: ଜୁନିଅର ଇଞ୍ଜିନିୟର ନିହାର ରଞ୍ଜନ ସରକାର ଗିରଫ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ନିହାରଙ୍କୁ ଗିରଫ କରିଛି ଓଡିଶା ଭିଜିଲାନ୍ସ । ତେବେ ଏହି ମାମଲାରେ କୋରାପୁଟ ଭିଜିଲାନ୍ସ ଥାନାରେ ୪୦/୨୦୨୫ ନମ୍ବର ମାମଲା ରୁଜୁ କରାଯାଇଛି। ଶନିବାର … Read More

ପ୍ରଦୂଷଣ ପ୍ରମାଣପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର: ପରିବହନ ମନ୍ତ୍ରୀ

ଭୁବନେଶ୍ବର: ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର। ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା। ମୋଟର ଭେଇକିଲ୍ ଆକ୍ଟ ଅନୁଯାୟୀ, ଗାଡିର ସବୁ ପ୍ରକାର ପ୍ରମାଣପତ୍ର ରହିବା କଥା। ସୂଚନା ଅନୁଯାୟୀ, ଗ୍ରୀନ୍ ଷ୍ଟିକର … Read More

ହାଇୱା-ଟ୍ରକ ମୁହାଁମୁହିଁ: ପ୍ରାଣ ହରାଇଲେ ଦୁଇ ଡ୍ରାଇଭର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କୋଇଡାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଜାତୀୟ ରାଜପଥ ୫୨୦ର ଡେଥ୍ ଜୋନ୍ ପାଲଟିଥିବା କେ ବଲାଙ୍ଗ ଥାନା ଅନ୍ତର୍ଗତ ଚୁନାଘାଟିରେ ସଡ଼କ ଦୁର୍ଘଟଣାରେ ଦୁଇ ଡ୍ରାଇଭର ପ୍ରାଣ ହରାଇଛନ୍ତି। ମଧ୍ଯ ରାତ୍ରିରେ କୁନ୍ଦୁରୁପାଣି ଛକ ନିକଟରେ ଲୁହା … Read More

ଓଡ଼ିଶାରେ ମୁଖ୍ୟ ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ କଲେ ମହାପ୍ରଭୁଙ୍କୁ ଦର୍ଶନ

ପୁରୀ: ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ଵରରେ ପହଞ୍ଚିବା ପରେ ପୁରୀ ଯାଇ ସେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ଭାରତର ମୁଖ୍ୟ ନିର୍ବାଚନ କମିଶନର । ଏହି ସମୟରେ ତାଙ୍କ ସାଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ … Read More

ଜାନୁୟାରୀ ୨୧ରେ ହେବ ଓଏସଏସଟିଇଟି-୨୦୨୫

ଭୁବନେଶ୍ବର: ଆସନ୍ତା ଜାନୁୟାରୀ ୨୧ ତାରିଖରେ ଅନୁଷ୍ଠିତ ହେବ ଓଡ଼ିଶା ମଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସଏସଟିଇଟି)। ଦୁଇଟି ସିଟିଂ​‌ରେ ଏହି ପରୀକ୍ଷା ହେବ। ଗୋଟିଏ ସିଟିଂରେ ପେପର-୧ ଏବଂ ୨ୟ ସିଟିଂରେ ପେପର-୨ ପରୀକ୍ଷା ହେବ। ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ … Read More

ଦ୍ବାଦଶ ଥର ଦୋଷୀ ସାବ୍ୟସ୍ତ ହେଲେ ବିନୋଦ କୁମାର

ଭୁବନେଶ୍ବର: ଓଡ଼ିଶା ଗ୍ରାମ୍ୟ ଗୃହ ଉନ୍ନୟନ ନିଗମ(ଓଆରଏଚଡିସି)ର ପୂର୍ବତନ ପରିଚାଳନା ନିର୍ଦେଶକ ତଥା ଆଇଏଏସ ଅଧିକାରୀ ବିନୋଦ କୁମାର ପୁଣି ଥରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁର୍ନୀତି ମାମଲାରେ ସେ ଦ୍ବାଦଶ ଥର ପାଇଁ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଭିଜିଲାନ୍ସ କୋର୍ଟ ତାଙ୍କୁ … Read More

୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀମୁକ୍ତ ହେବ ଓଡ଼ିଶା: ଏଡିଜି

ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ଓଡ଼ିଶା ମାଓବାଦୀମୁକ୍ତ ହେବ। କନ୍ଧମାଳ ଜିଲା ଫୁଲବାଣୀରେ ଶୁକ୍ରବାର ମାଓବାଦୀ ବିରୋଧୀ ଅପରେସନର ସମୀକ୍ଷା ସମୟରେ ଏହା କହିଛନ୍ତି ଏଡିଜି ସଞ୍ଜୀବ ପଣ୍ଡା। ସମୀକ୍ଷା ପରେ ଏଡିଜି ଏକ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମକୁ ତଥ୍ୟ ପ୍ରଦାନ … Read More