ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୪୮ ଘଣ୍ଟାରେ ଘନୀଭୂତ ହୋଇ ଅବପାତ ରୂପ ନେବ
ଭୁବନେଶ୍ୱର : ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବାର … Read More
