ଭୁବନେଶ୍ୱରରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଲାଗି ୯୩.୦୯ କୋଟିର ଅନୁଦାନ ଦେବ କେନ୍ଦ୍ର

ଭୁବନେଶ୍ୱର: ସଂଶୋଧିତ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ ଭୁବନେଶ୍ୱର ଇନଫୋଭ୍ୟାଲି ଠାରେ ଏକ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ନିର୍ମାଣକୁ ମଞ୍ଜୁରି ମିଳିଛି। ଶୁକ୍ରବାର ରାଜ୍ୟସଭାରେ ଏହି ସୂଚନା ଦେଇ କହିଛନ୍ତି କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ରାଷ୍ଟ୍ର ମନ୍ତ୍ରୀ … Read More

ଶିଶୁ ମୃତ୍ୟୁକୁ ନେଇ ଡାକ୍ତରଖାନାରେ ଉତ୍ତେଜନା

ଟିଟିଲାଗଡ : ଶିଶୁ ମୃତ୍ୟୁକୁ ନେଇ ଟିଟିଲାଗଡ଼ ହସ୍ପିଟାଲରେ ଉତ୍ତେଜନା । ଦୀର୍ଘ ସମୟ ପର୍ଯ୍ୟନ୍ତ ହସ୍ପିଟାଲରେ ପଡ଼ି ରହିଲା ମୃତଦେହ । ଟିଟିଲାଗଡ ସ୍ଥିତ ମାତୃ ଓ ଶିଶୁ ହସ୍ପିଟାଲକୁ ଗତକାଲି ସନ୍ଧ୍ୟାରେ ମୁରିବାହାଲ ଥାନା ଦେହେଲି ଗାଁର ଜଣେ … Read More

ଟ୍ରାଙ୍କୁଲାଇଜ ପରେ ଅସୁସ୍ଥ ହାତୀର ଚିକିତ୍ସା ଆରମ୍ଭ

ଭୁବନେଶ୍ଵର: ଚନ୍ଦକା ଅଞ୍ଚଳରେ ଘୁରି ବୁଲୁଥିବା ଅସୁସ୍ଥ ଦନ୍ତାହାତୀକୁ ଟ୍ରାଙ୍କୁଲାଇଜ କରାଯାଇଛି। ଶୁକ୍ରବାର ହାତୀକୁ ଟ୍ରାଙ୍କୁଲାଇଜ କରାଯିବା ପରେ ତା’ର ଚିକିତ୍ସା ଆରମ୍ଭ ହୋଇଛି। ହାତୀଟିର ବାମ ଗୋଡ଼ ଫୁଲିଛି। କ’ଣ ପାଇଁ ଗୋଡ଼ ଫୁଲିଛି ତାହା ଜାଣିବା ଲାଗି ଓୟୁଏଟି … Read More

ସ୍କୁଲରେ ପଶି ୭ ପ୍ୟାକେଟ ଚାଉଳ ନଷ୍ଟ କଲା ହାତୀ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ରେଞ୍ଜ ବୁଡ଼ାଗୁଡା ସେକ୍ସନର ପଡିଭଟ୍ଟା ବିଦ୍ୟାଳୟରେ  ହାତୀ ପଶି ୭ ପ୍ୟାକେଟ ଚାଉଳ ନଷ୍ଟ କରିଛି। ବହୁଦିନ ଧରି ନିୟମଗିରି ପାହାଡ଼ରେ ରହୁଥିବା ୨୭ଟିକିଆ ହାତୀପଲ ଲାଞ୍ଜିଗଡ ଓ କଲ୍ୟାଣସିଂହପୁର ବ୍ଲକ ଅଞ୍ଚଳରେ ଘୁରି ବୁଲୁଥିବା … Read More

ଲାଞ୍ଚ ଅଭିଯୋଗରେ ପୂର୍ବତନ ଅମିନଙ୍କୁ ୪ ବର୍ଷ ଜେଲ, ପେନସନ ବନ୍ଦ

ତରଭା : ଲାଞ୍ଚ ଅଭିଯୋଗରେ ପୂର୍ବତ୍ତନ ଅମିନଙ୍କୁ କାରାଦଣ୍ଡ । ପେନସନ ବନ୍ଦ କରିବା ସହ ୪ବର୍ଷ ବିଚାର ବିଭାଗୀୟ କାରାଦଣ୍ଡ ଓ ଜରିମାନା ନିର୍ଦେଶ ଦେଇଛି ଅଦାଲତ । ଘଟଣା ଅନୁସାରେ ସୁବର୍ଣ୍ଣପୁର ଜିଲ୍ଲା ତରଭା ତହସିଲରେ କାର୍ଯ୍ୟରତ ପୂର୍ବତନ … Read More

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ହିଞ୍ଜିଳି ମ୍ୟୁନିସିପାଲିଟିର ଦଳୀୟ ନେତା ଓ କର୍ମୀ

ଭୁବନେଶ୍ୱର: ଗଞ୍ଜାମ ଜିଲା ଶେରଗଡ଼ ବ୍ଲକର ବିଜେଡି କର୍ମୀ ଓ ନେତାମାନେ ସେମାନଙ୍କ ବିଧାୟକ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ସରକାରୀ ଉଦାସୀନତା ବିରୁଦ୍ଧରେ ଅଭିଯୋଗ ଆଣିଛନ୍ତି । ଆଜି ହିଞ୍ଜିଳି ମ୍ୟୁନିସିପାଲଟି ବିଜୁ ଜନତା ଦଳର … Read More

ହାଇଦ୍ରାବାଦ ଇନଭେଷ୍ଟର୍ସ ମିଟରୁ ଓଡ଼ିଶାକୁ ଆସିଲାଣି ୭୦ ହଜାର କୋଟିର ନିବେଶ

ଭୁବନେଶ୍ୱର : ରାଜ୍ୟକୁ ପୁଞ୍ଜିନିବେଶର ସୁଅ ।  ହାଇଦ୍ରାବାଦ ଇନଭେଷ୍ଟର୍ସ ମିଟରୁ ଓଡ଼ିଶାକୁ ଆସିଲାଣି ୭୦ ହଜାର କୋଟିର ନିବେଶ ।  ମାତ୍ର ୨ଦିନରେ ଏତେ ପରିମାଣର ନିବେଶ ଓଡ଼ିଶାର ଶିଳ୍ପନୀତି ପ୍ରତି ଶିଳ୍ପସଂସ୍ଥା ଆକୃଷ୍ଟ ହୋଇଥିବା ସ୍ପଷ୍ଟ ହୋଇଛି ।  ମୁଖ୍ୟମନ୍ତ୍ରୀ … Read More

ମାଛ ବଜାର ଦାବିରେ ରାସ୍ତାରୋକ

ବ୍ରହ୍ମପୁର : ରାସ୍ତା ଉପରେ ମାଛ ରଖି ରାସ୍ତାରୋକ ।  ପରିତ୍ୟକ୍ତ ଅବସ୍ଥାରେ ଦୀର୍ଘ ବର୍ଷ ଧରି ମାଛ ବିକିବାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ମତ୍ସ୍ୟଜୀବୀ । ମାଛ ବିକ୍ରି ପାଇଁ ବଜାର ହୋଇଥିବାବେଳେ ତାହାକୁ ମତ୍ସ୍ୟଜୀବୀଙ୍କୁ ହସ୍ତାନ୍ତର କରାଯାଇନଥିବା ଅଭିଯୋଗ … Read More

ଜନବସତି ମୁହାଁ ହାତୀ, ୧୦ ସ୍କୁଲ ଛୁଟି ଘୋଷଣା କଲେ ଡିଇଓ

ବାଲେଶ୍ବର : ବାଲେଶ୍ବର ଜିଲ୍ଲାରେ ହାତୀ ପାଇଁ ସ୍କୁଲ ଛୁଟି । ୧୦ଟି ସ୍କୁଲକୁ ଛୁଟି ଘୋଷଣା କଲେ ବାଲେଶ୍ବର ଡିଇଓ । ଖଇରା ବ୍ଲକ ପୂର୍ବପଡା ଗାଁର ଜଣେ ଯୁବକଙ୍କୁ କଂକ୍ରିଟ ରାସ୍ତାରେ କଚାଡ଼ି ମାରିଲା ଦନ୍ତା । ମୃତକ ହେଲେ … Read More

ଭୁବନେଶ୍ବର ବିମାନ ବନ୍ଦରରେ ଏକାଧିକ ଏୟାର ଇଣ୍ଡିଆ ବିମାନ ରଦ୍ଦ

ଭୁବନେଶ୍ବର : ଭୁବନେଶ୍ବର ବିମାନ ବନ୍ଦରରେ ଏକାଧିକ ଏୟାର ଇଣ୍ଡିଆ ବିମାନ ରଦ୍ଦ । ଯାତ୍ରୀ ହନ୍ତସନ୍ତ । ଘନ କୁହୁଡି ଯୋଗୁଁ ୩ଟି ବିମାନ ରଦ୍ଦ ହୋଇଛି । ଏଥିସହ ଗୋଟିଏ ବିମାନ ବିଳମ୍ବରେ ଚାଲିଛି । ଭୁବନେଶ୍ୱରରୁ ଦିଲ୍ଲୀ ପାଇଁ … Read More