କିସ୍ରେ ନବମ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣା: ଡାଲି ପଡିବାରୁ ସହପାଠି ତଣ୍ଟି ଚିପି ହତ୍ୟା କରିଥିବା କହିଲେ ପୁଲିସ କମିଶନର
ଭୁବନେଶ୍ୱର: କିସ୍ରେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟଣା । ଉପରେ ଡାଲିପଡିବା ଘଟଣାରେ ଅନ୍ୟଛାତ୍ରମାନେ ହତ୍ୟା କରିଥିବା ପୁଲିସ୍ କମିଶନର ଏସ୍ ଦେବଦତ୍ତ ସିଂ କହିଛନ୍ତି । ବିଦ୍ୟାଳୟ ପରିସରରେ କିଛି ଛାତ୍ର ଜୋକର ଗ୍ୟାଙ୍ଗ ଗଢିଥିଲେ । ସେମାନେ … Read More
