ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ
ବ୍ରହ୍ମପୁର : ପୀତବାସ ପଣ୍ଡା ହତ୍ୟା ମାମଲାରେ ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ । ଅନ୍ୟ ୪ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ମଧ୍ୟ ଖାରଜ ହୋଇଛି । ଜାମିନ୍ ଆବେଦନ ଖାରଜ କରିଛନ୍ତି ବ୍ରହ୍ମପୁର ଏଡିଜେ-୩ କୋର୍ଟ । ଗତ ୧୨ … Read More
ବ୍ରହ୍ମପୁର : ପୀତବାସ ପଣ୍ଡା ହତ୍ୟା ମାମଲାରେ ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ । ଅନ୍ୟ ୪ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ମଧ୍ୟ ଖାରଜ ହୋଇଛି । ଜାମିନ୍ ଆବେଦନ ଖାରଜ କରିଛନ୍ତି ବ୍ରହ୍ମପୁର ଏଡିଜେ-୩ କୋର୍ଟ । ଗତ ୧୨ … Read More
ଭଦ୍ରକ: ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନ୍କାଉଣ୍ଟର । ଚରମ୍ପା ମାଲ୍ ଗୋଦାମ ପାଖରେ ପୋଲିସ ଏନ୍କାଉଣ୍ଟର କରିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆକୁ ଏନକାଉଣ୍ଟର ହୋଇଥିବା ଭଦ୍ରକ ଏସପି ମନୋଜ ରାଉତ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଅପରାଧୀ ବୁଦ୍ଧିଆ … Read More
ପୁରୀ : ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି। ଆଜିଠାରୁ ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ରାତ୍ର ୨ଟାରୁ ଦ୍ୱାର ଫିଟା ହେବା ସହ ୫ଟା ୩୦ରୁ ୬ଟା ମଧ୍ୟରେ … Read More
ଭୁବନେଶ୍ବର : ଭୁବନେଶ୍ବରର ଧଉଳିରେ ଗତକାଲି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିଲା| ଧଉଳି ନିକଟ ଦୟା ନଦୀ ପଠାରେ ଗଣଦୁଷ୍କର୍ମ ଅଭିଯୋଗ । ପର୍ଯ୍ୟଟନସ୍ଥଳୀ ବୁଲିବାକୁ ଆସିଥିବା ଜଣେ ନାବାଳିକାଙ୍କୁ ପାଞ୍ଚ ଜଣ ଦୁର୍ବୃତ୍ତ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । … Read More
ଭୁବନେଶ୍ବର:ପ୍ରକାଶ ପାଇଲା ୨୦୨୬ ପାଇଁ ସ୍କୁଲ ଛୁଟି ତାଲିକା। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଆସନ୍ତା ୨୦୨୬ ବର୍ଷ ପାଇଁ ଛୁଟି ତାଲିକା ପ୍ରକାଶ ପାଇଛି। ଆସନ୍ତା ବର୍ଷ ରବିବାର ବ୍ୟତୀତ ୮୨ ଦିନ ଛୁଟି ରହିବ। ତେବେ ଛୁଟି ତାଲିକାରେ … Read More
ଭୁବନେଶ୍ବର:ଆସନ୍ତା ୨୧ରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଭୁବନେଶ୍ବର ଗସ୍ତରେ ଆସିପାରନ୍ତି। ସମବାୟ ବିଭାଗର ଏକ କାର୍ଯ୍ୟକ୍ରମ ଆସନ୍ତା ୨୧ ତାରିଖରେ ଜନତା ମଇଦାନଠାରେ ହେବାକୁ ଯାଉଛି। ସେହି କାର୍ଯ୍ୟକ୍ରମରେ ସେ ଯୋଗଦେବା ସମ୍ଭାବନା ରହିଛି। ହେଲେ ଏନେଇ ଶାହାଙ୍କ … Read More
ଭୁବନେଶ୍ବର: ଆସନ୍ତା ୧୭ରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ । ତେବେ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)ର ସମୟରେ ପରିବର୍ତ୍ତନ କରାଯାଇଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଜାରି ହୋଇଥିବା ସଦ୍ୟ ବିଜ୍ଞପ୍ତି ଅନୁଯାୟୀ, … Read More
ଅନୁଗୋଳ : ଅନୁଗୋଳରେ ପୁଣି ହାତୀ ମୃତ୍ୟୁ | ପୋକୁଣ୍ଡା ରେଞ୍ଜ ମାଣିକଯୋଡି ପଞ୍ଚାୟତ ବାଲିସାହିରେ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି | ହାତୀ ମେଳରୁ ଅଲଗା ହୋଇ ଧାନ ଫସଲ ଖାଉଥିଲା ହାତୀ | ଶିକାରୀ ଗୁଳିରେ ଦନ୍ତା ହାତୀ … Read More
ରେଙ୍ଗାଲି: ଧାନ କିଣାକୁ ନେଇ ରାଜ୍ୟର ବିଭିନ୍ନ ଜାଗାରେ ଚାଷୀ କୂଳ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଥିବାବେଳେ ସରକାରଙ୍କ ଆଶ୍ବାସନାକୁ ସେମାନେ ଭରସା କରିପାରୁନାହାନ୍ତି। ଗତ ରବି ଫସଲରେ ଏମିତି ଅନେକ ଚାଷୀ ଧାନ ବିକ୍ରି କରିପାରି ନାହାନ୍ତି । ପୁଣି … Read More
ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି। ବିଜେଡି ନେତାମାନେ ରାଜରାସ୍ତାକୁ ଓହ୍ଲାଇବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି । ଭୁବନେଶ୍ବର ଡିଜି କ୍ୟାମ୍ପ ଅଫିସ … Read More