ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା ଦେଲେ କନିଷ୍ଠ ଶିକ୍ଷକ

ଭୁବନେଶ୍ବର : ଆନ୍ଦୋଳନକୁ ଓହ୍ଲାଇଲା ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ । ଭୁବନେଶ୍ବର ଲୋୟର୍ ପିଏମଜିରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଲା ସଂଘ । ସାରା ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ଶିଶୁ ବଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ କନିଷ୍ଠ … Read More

ଶ୍ରୀମନ୍ଦିରରେ ଦିବ୍ୟାଙ୍ଗମାନଙ୍କ ପାଇଁ ହେବ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା

ପୁରୀ : ପୁରୀ ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ପାଇଁ ହେବ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା । ଏଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପା଼ଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରାରମ୍ଭିକ ଆଲୋଚନା ହୋଇଛି । ଏଥିରେ ଶ୍ରୀମନ୍ଦିର ପରିଚାଳନା କମିଟି ସେବକ ସଦସ୍ୟଙ୍କ … Read More

ବାରବାଟୀ ବିଜୟ ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର : ବାରବାଟୀ ବିଜୟ ପରେ ଟିମ୍ ଇଣ୍ଡିଆକୁ ବିପୁଳ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଦମଦାର ବିଜୟ ନେଇ ଅଧିନାୟକ ସୂର୍ଯ୍ୟକୁମାର ଓ ଟିମ୍ କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି କ୍ରୀଡ଼ାମନ୍ତ୍ରୀ, ବିଧାୟକ ପ୍ରମୁଖ ଟିମ୍ କୁ ଅଭିନନ୍ଦନ … Read More

ହାତୀ ମୃତ୍ୟୁ ରୋକିବାରେ ସରକାର ବିଫଳ, ଦେଢ଼ ବର୍ଷରେ ମଲେଣି ୧୩୬

ଭୁବନେଶ୍ବର: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର ବିଫଳ ହୋଇଛନ୍ତି। ମଙ୍ଗଳବାର ବିଧାନସଭାରେ ସରକାରଙ୍କ ଦ୍ବାରା ପ୍ରଦତ୍ତ ତଥ୍ୟରୁ ଏହା ସ୍ପଷ୍ଟ ହୋଇଛି। ବିଗତ ଦେଢ଼ ବର୍ଷ ମଧ୍ୟରେ ରାଜ୍ୟରେ ୧୩୬ ହାତୀ ପ୍ରାଣ ହରାଇଥିବା ସରକାର ମାନିଛନ୍ତି। ଜଙ୍ଗଲ, … Read More

ଚାଉଳ ଯୋଗାଣ ବନ୍ଦ: ଉପଜିଲ୍ଲାପାଳଙ୍କ ଅଫିସ ଆଗରେ ଗ୍ରାମବାସୀଙ୍କ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଗ୍ରାମବାସୀ। ଏଭଳି ଘଟଣା ଘଟିଛି ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ସୁରଡ଼ା ପଞ୍ଚାୟତର ମହଗାଁ ଗାଁ। ଗ୍ରାମବାସୀ ମାନଙ୍କୁ ୩ ମାସ ହେଲା ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରୁ … Read More

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ ୫ବର୍ଷରେ ରାଜ୍ୟରେ ମୋଟ୍‌ ୩୦ଲକ୍ଷ ୮ହଜାର ୩୮୩ ପ୍ରସବ ହୋଇଛି । ସେଥିରୁ ସରକାରୀ ହସ୍ପିଟାଲରେ ସର୍ବାଧିକ ୨୩ଲକ୍ଷ ୬୯ହଜାରରୁ ଅଧିକ ପ୍ରସବ ହୋଇଛି । ଏହାସହିତ ସରକାରୀ … Read More

ଏବେ ବଢ଼ିବନି ପାଚିକାଙ୍କ ଦରମା: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର :  ଏବେ ବଢ଼ିବନି ପାଚିକାଙ୍କ ଦରମା । ପୂର୍ବରୁ ପାଚିକାମାନେ ମାସକୁ ୨ ହଜାର ଟଙ୍କା ଦରମା ପାଉଥିଲେ । ବିଜେପି ସରକାର ପାଚିକାଙ୍କ ଦରମା ୩ ହଜାର ଟଙ୍କାଙ୍କୁ ବୃଦ୍ଧି କରିଛନ୍ତି । ସେମାନେ ଆଉ ଆନ୍ଦୋଳନକୁ ଆସିବାର … Read More

ଫାଟିଲା ଗ୍ୟାସ ସିଲିଣ୍ଡର: ବର୍ତ୍ତିଗଲେ ପରିବାର

ଦେବଗଡ଼: ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର । ଅଳ୍ପକେ ବର୍ତ୍ତିଲେ ପରିବାର । ଦେବଗଡ଼ ଜିଲ୍ଲା ବାରକୋଟ ଅଞ୍ଚଳରେ ବିଳମ୍ବିତ ରାତିରେ ଗ୍ୟାସ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ରେ ପରିବାର କାହାର କ୍ଷତି ହୋଇ ନଥିବା ଜଣା … Read More

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ପରିବର୍ତ୍ତନ, ମାର୍ଚ୍ଚ ୧୧ରେ ହେବାକୁ ଥିବା ପରୀକ୍ଷା ମାର୍ଚ୍ଚ ୨୩ରେ ହେବ

ଭୁବନେଶ୍ବର :  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ।  ମାର୍ଚ୍ଚ ୧୧ ତାରିଖରେ ହେବାକୁ ଥିବା ପରୀକ୍ଷା ୨୩ ମାର୍ଚ୍ଚରେ ହେବ । ଓଡ଼ିଆ ପରୀକ୍ଷା ବ୍ୟତୀତ ଅନ୍ୟ ସବୁ ଭାଷାର ପରୀକ୍ଷା … Read More

ବଢ଼ିଲା ଦରମା: ଭତ୍ତା ସହ ବାଚସ୍ପତି ଓ ଉପବାଚସ୍ପତି ପାଇ​‌ବେ ୪.୨୮ ଲକ୍ଷ

ଭୁବନେଶ୍ବର: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି ପାଇଛି। ବାଚସ୍ପତିଙ୍କ ଦରମା ୪୦ ହଜାର ୫୦୦ ବଦଳରେ ୯୮ ହଜାରକୁ ବୃଦ୍ଧି ପାଇଥିବାବେଳେ ଉପବାଚସ୍ପତିଙ୍କ ଦରମା ୩୮ ହଜାରରୁ ୯୪ ହଜାରରୁ ବଢ଼ିଛି। ପୂର୍ବରୁ ବାଚସ୍ପତି ୪୦ ହଜାର ୫୦୦ … Read More