ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ମିଥ୍ୟା ପ୍ରଚାର ବିରୋଧରେ କାର୍ଯ୍ୟାନୁଷ୍ଠାନ: ସାଇବର୍ କ୍ରାଇମ୍ ସେଲ୍ରେ ଏଫ୍ଆଇଆର୍
ଭୁବନେଶ୍ୱର: ଗତ ନଭେମ୍ବର ୨୪ରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା ଥାଇ ଏକ ଜଲିଆତି ପତ୍ରର ପ୍ରଚାର ହେଉଥିବା ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗର ନଜରକୁ ଆସିଛି। ସରକାର ଗ୍ରାମ ପଞ୍ଚାୟତ ପିଅନ ନାମରେ ଏକ ପଦବୀ ସୃଷ୍ଟି କରିଛନ୍ତି ଏବଂ ପ୍ରତିମାସ … Read More
