ବନକଲାଗି ନୀତି ଲାଗି ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି। ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ। ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ଦର୍ଶନ। ବୁଧବାର ମାର୍ଗଶିର ଶୁକ୍ଳ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି … Read More

ଲଘୁ ଖଣିଜରୁ ସଂଗୃହୀତ DMF ପାଣ୍ଠିକୁ ସେହି ଜିଲ୍ଲାର ବିକାଶରେ ବ୍ୟବହାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ମାନଙ୍କ ସମ୍ବନ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଚଳିତ ବର୍ଷ ଅକ୍ଟୋବର ମାସ ଶେଷ ସୁଦ୍ଧା ରାଜ୍ୟର ୧୧ ଟି ଡ଼ି.ଏମ.ଏଫ (DMF) … Read More

କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। କଟକରେ ଥିବା ସମସ୍ତ ବିପଦ ଶଂକୁଳ ଚିଠା ଚିହ୍ନଟ କରାଯାଇ ଖୁବଶୀଘ୍ର ଭଙ୍ଗାଯିବ । କୋଠାଗୁଡିକୁ ଚିହ୍ନଟ … Read More

ଭଦ୍ରକରେ ସଙ୍ଗଠିତ ହେବ ଦଳ, ପ୍ରଫୁଲ୍ଲଙ୍କୁ ଗୁରୁଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର: ଭଦ୍ରକରେ ବିଜେଡିକୁ ଲାଗିଛି ଝଟ୍‌କା । ୪ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା ପରେ ଦୋହଲିଯାଇଛି ବିଜେଡି ଗଡ଼। ଭଦ୍ରକରେ ଦଳକୁ ସଙ୍ଗଠିତ କରି ରଖିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କୁ ଗୁରୁଦାୟିତ୍ୱ ଦେଇଛନ୍ତି। ଭଦ୍ରକରେ … Read More

ପରିବା ବଜାରରେ ଯୋଗାଣ ବିଭାଗର ଚଢ଼ଉ: କମିବ ଦର

ଭୁବନେଶ୍ବର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟରେ ବିଭିନ୍ନ ଜିଲାରେ ଚଢ଼ଉ କରାଯାଇଛି। ରାଜ୍ୟରେ ପନିପରିବା ଦରବୃଦ୍ଧି ନିୟନ୍ତ୍ରଣ କରିବା ଏବଂ ଯୋଗାଣ ଶୃଙ୍ଖଳ ବଜାୟ ରଖିବା ପାଇଁ ଯାଞ୍ଚ କଡ଼ାକଡ଼ି କରାଯାଇଛି। ରାଜ୍ୟରେ ଗତ କିଛିଦିନ … Read More

୧୮ରେ ବ୍ଲକଗ୍ରାଣ୍ଟ ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀ ସଂଘର ଆନ୍ଦୋଳନ

ଭୁବନେଶ୍ୱର : ଆନ୍ଦୋଳନକୁ ଓହ୍ଲାଇବେ ବ୍ଲକଗ୍ରାଣ୍ଟ ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀ ସଂଘ  I  ରାଜଧାନୀରେ ଅହୋରାତ୍ର ଧାରଣାରେ ବସିବାକୁ ନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଲେ ଶିକ୍ଷକ ।  ସାରା ରାଜ୍ୟରେ ୨୫୫୭ଟି ହାଇସ୍କୁଲରେ ପାଖାପାଖି ୨୫ ହଜାର ବ୍ଲକ … Read More

ବାରବାଟିରେ ପିଚ୍ ଅନୁଧ୍ୟାନ କଲେ BCCI ର ଚିଫ ପିଚ୍ କ୍ୟୁରେଟର୍

କଟକ : ବାରବାଟିରେ BCCI ର ଚିଫ ପିଚ୍ କ୍ୟୁରେଟର୍ ଆଶିଷ ଭୌମିକ ।  ପିଚ୍ ଅନୁଧ୍ୟାନ କରିବା ସହିତ ପଡ଼ିଆ ବୁଲି ଦେଖିଛନ୍ତି। ରେଡ ସଏଲ୍ ନା ବ୍ଲାକ ସଏଲ୍ ପିଚ୍ ରେ ହେବ ସେନେଇ ଅନୁଧ୍ୟାନ କରିଛନ୍ତି। ଏପଟେ ଭାରତ-ଦକ୍ଷିଣ … Read More

ଡିଭାଇଡରରେ ପିଟିହେଲା ବାଇକ, ଦୁଇ ମୃତ

ଭୁବନେଶ୍ବର: ଡିଭାଇଡରରେ ପିଟିହେଲା ବାଇକ ।  ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ। ଅନ୍ୟ ଜଣେ ଗୁରୁତର ।  ଭୁବନେଶ୍ବର ଶ୍ରୀଦେବୀ ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ମୃତକ ହେଲେ ପ୍ରୀତିରଞ୍ଜନ ଜେନା ଓ ଶୁଭମ ନାୟକ ।  ଉଭୟଙ୍କ ଘର ବଡଗଡ … Read More

ନନ୍ଦନକାନନକୁ ଆସିବ ଚିତା

ବାରଙ୍ଗ: ନନ୍ଦନକାନନରେ ଦୌଡ଼ିବ ଚିତା ।  ଆଫ୍ରିକାରୁ ଓଡ଼ିଶାକୁ ପ୍ରଥମ ଥର ପାଇଁ ଆସିବ ଚିତା ବାଘ ।  ନନ୍ଦନକାନନର ଖୁଆଡ଼ ମଧ୍ୟରେ ପର୍ଯ୍ୟଟକମାନେ ଚିତା ଦେଖିବାର ସୁଯୋଗ ପାଇବେ ।  ନନ୍ଦନକାନନକୁ ଚିତା ଆସିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଚିତା … Read More

ସର୍ଗୀମୁଣ୍ଡା ଗାଁରେ ୧୫ ମେଣ୍ଢାକୁ ମାରି ଖାଇଲା କଲରାପତରିଆ ବାଘ

ନୂଆପଡା: ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ସର୍ଗୀମୁଣ୍ଡା ଗାଁରେ କଲରାପତରିଆ ବାଘ ଆତଙ୍କ ।  ଗତ ରାତିରେ ସର୍ଗିମୁଣ୍ଡା ଗାଁର ବେଦବର ମାଝୀଙ୍କ ଗୁହାଳରେ କଲରାପତରିଆ ବାଘ ପଶି ୧୫ଟି ମେଣ୍ଢାକୁ ଟାଣି ନେଇ ମାରି ଖାଇଥିବା ଅଭିଯୋଗ ହୋଇଛି । ଖବରପାଇ … Read More