ଧାରୁଆ ଅସ୍ତ୍ରରେ ଜ୍ୱାଇଁଙ୍କୁ ହାଣିଦେଲା ଶ୍ବଶୁର, ଅବସ୍ଥା ସଂକଟାପନ୍ନ

କାମାକ୍ଷାନଗର : ଜ୍ୱାଇଁଙ୍କୁ ହାଣିଦେଲା ଶ୍ବଶୁର ।  ଗୁରୁତର ଅବସ୍ଥାରେ ଜ୍ୱାଇଁଙ୍କୁ କଟକ ସ୍ଥାନାନ୍ତର । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ କାମାକ୍ଷାନଗର ଥାନା ଜନ୍ତାରିବୋଲ ଗାଁରେ l ଶ୍ବଶୁର ଘରକୁ ଆସିଥିବା ବେଳେ ଜ୍ୱାଇଁକୁ ହାଣିଲେ l ଗୁରୁତର … Read More

ବୈଧ PUCC ଓ ବୀମା ନଥିଲେ ଘରକୁ ଯିବ e-Challan, ଦସ୍ତାବିଜ ଯାଞ୍ଚ ପାଇଁ e-Detection ବ୍ୟବସ୍ଥା

ଭୁବନେଶ୍ୱର : ବୈଧ PUCC ଓ ବୀମା ନଥିଲେ ଧରିବ e-Detection, ଘରକୁ ଯିବ e-Challan । ବକେୟା ଚାଲାଣ ନଦେଲେ ବନ୍ଦ ହୋଇପାରେ PUC ପରୀକ୍ଷା । ସେପ୍ଟେମ୍ବର ୧ରୁ ବ୍ୟବସ୍ଥା କାର୍ଯ୍ୟକାରୀ । ଏଣିକି ରାସ୍ତାରେ ଯାଞ୍ଚ କରୁଥିବା ଅଧିକାରୀଙ୍କୁ … Read More

ଖେଳ ପଡ଼ିଆରେ ପଶି ଫୁଟବଲ୍ ଖେଳିଲା ହାତୀ !

ମୟୂରଭଞ୍ଜ: ଫୁଟବଲ ଖେଳିଲା ହାତୀ । ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁରରେ ଥମୁନି ହାତୀ ଉପଦ୍ରବ । ରାତିରେ ଚାଷଜମିରେ ପଶି ଫସଲ ନଷ୍ଟ କରିବା ସହ ବ୍ୟାପକ କ୍ଷୟକ୍ଷତି କରୁଛନ୍ତି । ଗତକାଲି ହାତୀଟି ଏକ ଟ୍ରାକ୍ଟରକୁ ଆଣି ଭାଙ୍ଗିଥିଲା । ପରେ … Read More

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ତେଣ୍ଟାରେ ଭୁଷି ହତ୍ୟା କଲା ସ୍ଵାମୀ

ଜଗତସିଂହପୁର: ଜଗତସିଂହପୁର ଥାନା ଅଧିନ ଯକୋଟି ପଞ୍ଚାୟତ ବଳରାମପୁର ଗାଁରେ ଗତ ରାତିରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି । ବିଳମ୍ବିତ ରାତିରେ ନିଶାସକ୍ତ ଅବସ୍ଥାରେ ସ୍ୱାମୀ ବାଦଲ ଓରଫ ଦିଗମ୍ବର ସ୍ୱାଇଁ ନିଜ ସ୍ତ୍ରୀ ପୁଷ୍ପାଲତା ସ୍ବାଇଁଙ୍କ ବେକକୁ … Read More

୯ରୁ ବଢ଼ିବ ବର୍ଷା, ତାତି ଓ ଗୁଳୁଗୁଳିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ବର: ୧୦ରେ ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା । ନେଇପାରେ ଗଭୀର ଅବପାତର ରୂପ । ୧୩ ଜିଲ୍ଲାରେ ପ୍ରବଳ ବର୍ଷା । ଏବେ ସକାଳ ୮ଟା ପରେ ମାଡ଼ି ଆସୁଛି ଖରା । ୧୦ଟା ବେଳକୁ ଟାଣ ଖରା । … Read More

ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ, ପରିବାରକୁ ମିଳିବ ସହାୟତା ରାଶି

ଭୁବନେଶ୍ୱର: ଓଡ଼ିଶାର କାର୍ଯ୍ୟରତ ସାମ୍ବାଦିକମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ ବୋଲି କହିଛନ୍ତି । ସାମ୍ବାଦିକମାନେ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବେ ସମାଜର ବିଭିନ୍ନ ଘଟଣା ଓ ସମସ୍ୟାକୁ ଲୋକଲୋଚନକୁ ଆଣିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଉଛନ୍ତି । ସେମାନଙ୍କ ଏହି ଗୁରୁତ୍ୱପୂର୍ଣ୍ଣ … Read More

ପାର୍କ ପାଚେରି କଡ଼ରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗରେ ସ୍ୱାମୀ ଅଟକ

ସମ୍ବଲପୁର: ସମ୍ବଲପୁରରେ ଚାଞ୍ଚଲ୍ୟ। ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟରେ ଜଣେ ମହିଳାଙ୍କୁ ବିଭତ୍ସ ହତ୍ୟା  l ମହିଳାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଛି । ମୃତ ମହିଳା ହେଲେ ହୀନା ବେଗମ । … Read More

ପାରଳାଖେମୁଣ୍ଡି ସବଜେଲରେ କଏଦୀଙ୍କର ମୃତ୍ୟୁ; ଉଚ୍ଚସ୍ତରୀୟ ତଦନ୍ତ ଦାବି

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସବ ଜେଲରେ ଜଣେ ବିଚାରଧୀନ କଏଦୀ (UTP)ଙ୍କ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ମୃତକ ହେଉଛନ୍ତି ରାୟଗଡ ଥାନା ଅନ୍ତର୍ଗତ ଜିରାଙ୍ଗ ଗ୍ରାମ ତାଙ୍କଲା ସାହିର ରୁନା ବଡ଼ ରଇତ(୩୧)। ଅଗଷ୍ଟ ୧୦ ତାରିଖରେ … Read More

ସ୍ଥଗିତ ରହିଲା ଶିକ୍ଷକ ଆନ୍ଦୋଳନ: ସରକାରଙ୍କ ଆଶ୍ୱାସନା ପରେ ଧାରଣାରୁ ଓହରିଲା ସମନ୍ଵୟ ସମିତି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଲୋୟର ପିଏମଜିଠାରେ ନିଜର ଦୀର୍ଘଦିନର ଦାବି ପୂରଣ ନେଇ ଚାଲିଥିବା ଶିକ୍ଷକ ଆନ୍ଦୋଳନ ଶେଷରେ ୨୧ ଦିନ ପରେ ସ୍ଥଗିତ ରଖାଯାଇଛି । ରାଜ୍ୟ ସରକାରଙ୍କ ହସ୍ତକ୍ଷେପ ଏବଂ ନିର୍ଦ୍ଦିଷ୍ଟ ପ୍ରତିଶ୍ରୁତି ପରେ ଆନ୍ଦୋଳନକାରୀ ଶିକ୍ଷକମାନେ ଧାରଣାରୁ … Read More

ଓଡିଶାରୁ ୪ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର

ଭୁବନେଶ୍ବର: ଗୁରୁ ଦିବସ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସାରା ଦେଶର ଅସାଧାରଣ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରିଛନ୍ତି। ବିଦ୍ୟାଳୟ ଶିକ୍ଷା, ଉଚ୍ଚ ଶିକ୍ଷା ଏବଂ ବୈଷୟିକ ତାଲିମ କ୍ଷେତ୍ରରେ ୮୨ … Read More