ବିଧାନସଭାରେ ସମ୍ବିଧାନ ପ୍ରସ୍ତାବନା ପାଠ

ଭୁବନେଶ୍ବର : ସମ୍ବିଧାନ ଦିବସ ଉପଲକ୍ଷେ ବିଧାନସଭା ପରିସରରେ ବାଚସ୍ପତି , ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ ବିଧାୟକ ଗଣ ସମ୍ବିଧାନ ପ୍ରସ୍ତାବନା ପାଠ କରିଛନ୍ତି । ଆସନ୍ତାକାଲି ବିଧାନସଭାର ଶୀତକାଳୀନ ଅଧିବେଶନ ପୂର୍ବରୁ ଆଜି ବିଧାନସଭାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା … Read More

ଆଜିର ପିଲାମାନେ ହିଁ ହେବେ, ସମୃଦ୍ଧ ଓଡ଼ିଶା ଓ ବିକଶିତ ଭାରତର ନିର୍ମାତା-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ବିଜ୍ଞାନ ଓ ପ୍ରଯୁକ୍ତି ମହୋତ୍ସବ ସାଇ-ଟେଡ୍‌ ୨୦୨୫ ରେ ଯୋଗ ଦେଇଛନ୍ତି। ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ , … Read More

ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ନେଇ ୩ ସହଯୋଗୀଙ୍କ ନାଁରେ ବଡ଼ ଅଭିଯୋଗ ଆଣିଲେ ନିର୍ଦ୍ଦେଶକ

ଭୁବନେଶ୍ୱର,୨୬।୧୧: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ନେଇ କଟକ ମଧୁପାଟଣା ଥାନାରେ ଲିଖିତ ଅଭିଯୋଗ ନିର୍ଦ୍ଦେଶକ ଜିତୁ ରାଉତ। ହ୍ୟୁମାନଙ୍କ ୩ ସହଯୋଗୀଙ୍କ ନାଁରେ ନିର୍ଦ୍ଦେଶକ ଜିତୁ ରାଉତ ଅଭିଯୋଗ ଆଣିଛନ୍ତି। ୩ ସହଯୋଗୀଙ୍କ ଭୂମିକାକୁ ତଦନ୍ତ କରିବାକୁ ସେ ଅନୁରୋଧ କରିଛନ୍ତି।ହ୍ୟୁମାନଙ୍କ … Read More

ଜି. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର

ଜି. ଉଦୟଗିରି : ରାଜ୍ୟର ଶୀତଳ ସହର ଜି. ଉଦୟଗିରିରେ ବୁଧୁବାର  ମଧ୍ୟ ସବୁଠାରୁ କମ ତାପମାତ୍ରା ରହିଛି। ବୁଧୁବାର ଜି ଉଦୟଗିରି ଠାରେ ସର୍ବନିମ୍ନ ତାପମାତ୍ରା ୮. ୬ ଡିଗ୍ରୀ ରହିଛି। ଏହା ରାଜ୍ୟର ସବୁଠାରୁ କମ ତାପମାତ୍ରା। ଶୀତ … Read More

ଆରପାରିରେ ଆମେରିକାର ବୟୋଜ୍ୟେଷ୍ଠ କଇଁଛ ଗ୍ରେମା

ୱାଶିଂଟନ: ଆରପାରିରେ ଆମେରିକାର ସନ ଡିଏଗୋ ଚିଡିଆଖାନାର ବୟୋଜ୍ୟେଷ୍ଠ ଗ୍ୟାଲାପାଗୋସ ପ୍ରଜାତିର କଇଁଛ ଗ୍ରେମା । ମୃତ୍ୟୁ ବେଳକୁ କଇଁଛର ବୟସ ୧୪୧ ବର୍ଷ ହୋଇଥିଲା । ଏହି ଶାନ୍ତ , ସରଳ କଇଁଛଟି ଚିଡିଆଖାନାକୁ କେବେ ଆସିଥିଲା , ତାହା … Read More

ଗୋଟିଏ ଜୁଇରେ ଜେଜେମା-ନାତି

ବଲାଙ୍ଗୀର : ନାତିର ମୃତ୍ୟୁ ଖବର ଶୁଣି ଜେଜେମା’ଙ୍କ ମୃତ୍ୟୁ। ଏକାସଙ୍ଗେ ଜଳିଲା ଦୁଇ ଜଣଙ୍କ ଚିତା। ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗୀର ସଦର ଥାନା ଆର.ଆର. କଲୋନୀରେ । ମିଳିଥିବା ସୂଚନା ଅନୁଯାୟୀ ସୋମବାର ସନ୍ଧ୍ୟାରେ ସୁଧୀର ଖୁୱାସଙ୍କ … Read More

ଏସ୍‌ଆଇ ପରୀକ୍ଷା ଅନିୟମିତତା ମାମଲା: ଅଭିଯୁକ୍ତ ଝାରପଡା ସ୍ଥାନାନ୍ତର

ବ୍ରହ୍ମପୁର: ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ୧୨ ଅଭିଯୁକ୍ତ ଭୁବନେଶ୍ବରସ୍ଥିତ ଝାରପଡ଼ା ଜେଲ୍‌କୁ ସ୍ଥାନାନ୍ତର ହୋଇଛନ୍ତି ା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ପକ୍ଷରୁ ତଦନ୍ତ ଜାରି ରହିଥିବା ବେଳେ ମାମଲା ହସ୍ତାନ୍ତର … Read More

ସପ୍ତାହେ ପର୍ଯ୍ୟନ୍ତ ନାହିଁ ବର୍ଷା : ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା

ଭୁବନେଶ୍ୱର: ଇତିମଧ୍ୟରେ ଅବପାତର ରୂପ ନେଇସାରିଛି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଥିବା ଲଘୁଚାପ। ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ। ତେବେ ଏହି ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ … Read More

ଆମେରିକାରୁ ଫେରିଲେ, ଧରାପଡିଲା ସତ

ଭୁବନେଶ୍ଵର: ପୂଜା ଓରଫ ସେଜଲ ଙ୍କ ଆମେରିକା ନିର୍ଯାତନା ଘଟଣାର ନୂଆ ମୋଡ଼ ନେଇଛି । ପ୍ରେମିକ ଅମର ପାଇଁ ଆମେରିକାରୁ ଫେରିବା ପରେ ସତ କହିଛନ୍ତି ପୂଜା। ପ୍ରେମ ପାଇଁ ଆମେରିକାରେ ମିଛ ନିର୍ଯାତନାର କାହାଣୀ କହିଥିଲି। ନିର୍ଯାତନାର କାହାଣୀ … Read More

ଭୁବନେଶ୍ଵରରେ ଶୁଭାଂଶୁ ଶୁକ୍ଳା

ଭୁବନେଶ୍ଵର : ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା। ଏକ ଘରୋଇ ସ୍କୁଲର କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଓଡିଶା ଆସି ଶୁଭାଂଶୁ କହିଛନ୍ତି ମୁଁ ଓଡିଶା ଗସ୍ତରେ ଆସି ବହୁତ୍ ଖୁସି। ପୂର୍ବରୁ ମଧ୍ୟ ମୁଁ ଓଡିଶା ଆସିଥିଲି। ଓଡିଶାର ପିଲାମାନେ … Read More