କୋଇଲା ମନ୍ତ୍ରଣାଳୟର ସ୍ପଷ୍ଟୀକରଣ ପରେ ବି ଓପିସିଏଲ୍ ଓ ଓପିଜିସି ମିଶ୍ରଣ ଯୋଜନା ଆଗକୁ ବଢ଼ିବ

ଭୁବନେଶ୍ୱର: ଓଡ଼ିଶା କୋଲ୍ ଆଣ୍ଡ ପାୱାର ଲିମିଟେଡ୍ (OCPL)କୁ ଓଡ଼ିଶା ପାୱାର ଜେନେରେସନ୍ କର୍ପୋରେସନ୍ (OPGC) ସହିତ ମିଶ୍ରଣ ପ୍ରସ୍ତାବ ଅନୁମତିପ୍ରାପ୍ତ ନୁହେଁ ବୋଲି କୋଇଲା ମନ୍ତ୍ରଣାଳୟ ସ୍ପଷ୍ଟ କରିବାର ଗୋଟିଏ ଦିନ ପରେ ଓଡ଼ିଶା ସରକାର କହିଛନ୍ତି ଯେ ନେଇ … Read More

ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ସମ୍ବଲପୁର ଓ ଯାଜପୁରରେ ବିଶାଳ ପଦଯାତ୍ରା

ସମ୍ବଲପୁର : ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ସମ୍ବଲପୁରରେ ବିଶାଳ ପଦଯାତ୍ରା ଆୟୋଜିତ ହୋଇଛି। ଏହି ପଦଯାତ୍ରା ସମ୍ବଲପୁର ରିଜର୍ଭ ଗ୍ରାଉଣ୍ଡରୁ ଆରମ୍ଭ ହୋଇ ଲଷ୍ମୀ ଟକିଜ ଛକ, ଜେଲ ଛକ ଦେଇ ମହିଳା … Read More

୨୦୨୪ ନିର୍ବାଚନ ସମୟରେ ବିଜୁ ବାବୁଙ୍କ ପୋଷ୍ଟର ଦେଖିବାକୁ ମିଳିଲା ନାହିଁ: ଭୂପିନ୍ଦର ସିଂହ

ଭୁବନେଶ୍ବର: ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟଙ୍କ ପରେ ବିଜେଡି ବିରୋଧରେ ବିଷୋଦଗାର କରିଛନ୍ତି ବରିଷ୍ଠ ନେତା ଭୂପିନ୍ଦର ସିଂହ। ସେ ନିଜର ଅସନ୍ତୋଷ ପ୍ରକାଶ କରି କହିଛନ୍ତି, ଆମେ ଏବେ ଧୈର୍ଯ୍ୟର ସହ କାମ କରୁଛୁ। କିନ୍ତୁ ଧୈର୍ଯ୍ୟର ସୀମା ଟପିଗଲେ … Read More

୭,୨୯୩ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

ଭୁବନେଶ୍ବର: ଆଜି କେବଳ ଶାସନ କ୍ଷେତ୍ରରେ ଆପଣମାନଙ୍କର ଯାତ୍ରାର ଆରମ୍ଭ ନୁହେଁ, ବରଂ ଏହା ଏକ ଅପୂର୍ବ ମୁହୂର୍ତ୍ତ। ଆଜିଠାରୁ ଆପଣମାନଙ୍କର ଏକ ନୂଆ ଯାତ୍ରା ଆରମ୍ଭ ହୋଇଛି। ଆପଣମାନଙ୍କୁ ବ୍ୟକ୍ତିଗତ ଭାବେ ଆର୍ଥିକ ସୁରକ୍ଷା ମିଳିବ। ଏଥି ପାଇଁ ଆମକୁ … Read More

ଡିଭାଇଡର୍ ଭାଙ୍ଗି କଣ୍ଟେନର୍ ସହ ପିଟିହେଲା ବୋଲେରୋ, ଘଟଣାସ୍ଥଳରେ ଚାଲିଗଲା ୩ ଜୀବନ, ୨ ଗୁରୁତର

ଟାଙ୍ଗୀ: ୧୬ ନଂ ଜାତୀୟ ରାଜପଥ କଟକଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ବଇଁଚୁଆ ରଜକଣା ଛକରେ ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ବୋଲେରୋ ଡିଭାଇଡର୍ ଭାଙ୍ଗି ବିପରୀତ ଦିଗରୁ ଆସୁଥିବା ଏକ କଣ୍ଟେନର ସହ … Read More

ବିଜେଡିର ପଦ ଛାଡ଼ିଲେ ବରିଷ୍ଠ ନେତା ଏବଂ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର: ପୁଣି ବିଜେଡିରେ ହଲଚଲ୍। ଦଳୀୟ ପଦ ଛାଡ଼ିଲେ ବିଜେଡିର ବରିଷ୍ଠ ନେତା ଏବଂ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ସେ ବିଜେଡିର ସିନିଅର ସିଟିଜେନ୍ ସେଲ୍ ଉପସଭାପତି ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ବିଜେଡି ସଭାପତି ନବୀନ … Read More

ବିଧାନସଭା ପରିସରରେ କମିଶନର: କଡ଼ାକଡ଼ି ସିକ୍ୟୁରଟି ଯାଞ୍ଚ

ଭୁବନେଶ୍ୱର,୨୫।୧୧: ବିଧାନସଭା ଶୀତକାଳୀନ ଅଧିବେଶନ ପାଇଁ ସିକ୍ୟୁରଟି ଯାଞ୍ଚ କଡ଼ାକଡ଼ି କରାଯାଇଛି। ପୋଲିସ କମିଶନର ଏସ. ଦେବଦତ୍ତ ସିଂ ବିଧାନସଭା ପରିସରରେ ସୁରକ୍ଷା ଯାଞ୍ଚ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ବିଧାନସଭା … Read More

ହ୍ୟୁମାନ ସାଗରଙ୍କ ମୃତ୍ୟୁ ପଛରେ ବଡ଼ ଷଡ଼ଯନ୍ତ୍ର: ସିବିଆଇ ତଦନ୍ତ ପାଇଁ ଦାବି କଲା ବଲାଙ୍ଗୀର ଖ୍ରୀଷ୍ଟିଆନ ୟୁଥ୍‌ ଫୋରମ୍‌

ବଲାଙ୍ଗୀର : କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ବିବାଦ ଥମିବାର ନାଁ ନେଉନାହିଁ। ମଙ୍ଗଳବାର ବଲାଙ୍ଗୀର ଏସ୍‌ପି ଅଫିସକୁ ବଲାଙ୍ଗୀର ଖ୍ରୀଷ୍ଟିଆନ ୟୁଥ୍‌ ଫୋରମ ଯାଇ ଗୁରୁତର ଅଭିଯୋଗ ଆଣିଛନ୍ତି। ହ୍ୟୁମାନ ସାଗରଙ୍କ ମୃତ୍ୟୁ ପଛରେ ବିରାଟ ଷଡ଼ଯନ୍ତ୍ର ରହିଛି ଏବଂ … Read More

ଟ୍ରାଫିକ ନିୟନ୍ତ୍ରଣ ପାଇଁ ପ୍ରମୁଖ ରାସ୍ତାରେ କମିଶନରେଟ୍ ପୋଲିସର ପାର୍କିଂ କଟକଣା

ଭୁବନେଶ୍ୱର:  ଟ୍ରାଫିକ୍ ଭିଡ଼କୁ ଦୂର କରିବା ପାଇଁ, କମିଶନରେଟ୍ ପୋଲିସ ରାଜଧାନୀ ସହରର ପ୍ରମୁଖ ରାସ୍ତାଗୁଡ଼ିକରେ ପାର୍କିଂ କଟକଣା ଲାଗୁ କରିଛି ।  ଏହା ତୁରନ୍ତ କାର୍ଯ୍ୟକାରୀ ହେବ । ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂହଙ୍କ ଦ୍ୱାରା ଜାରି କରାଯାଇଥିବା … Read More

ଯୁବକଙ୍କୁ ହତ୍ୟା: ରାସ୍ତାକଡରୁ ମୃତଦେହ ଉଦ୍ଧାର

ଭୁବନେଶ୍ଵର: ଭୁବନେଶ୍ବର ଚନ୍ଦକା ଥାନା ଗୋଡିବାରି ଅଞ୍ଚଳରେ ଯୁବକଙ୍କୁ ହତ୍ୟା କରି ରାଜପଥ କଢ଼ରେ ଫିଙ୍ଗି ଦିଆଯାଇଛି । ଘଟଣା ସ୍ଥଳରେ ଚନ୍ଦକା ଥାନା ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ ମୃତ … Read More