୧୧ ଦଫା ଦାବି ନେଇ ଗାନ୍ଧୀ ମାର୍ଗରେ ଅଙ୍ଗନଓ୍ବାଡି କର୍ମୀଙ୍କ ବିକ୍ଷୋଭ
ଭୁବନେଶ୍ବର: ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଅଙ୍ଗନଓ୍ବାଡି କର୍ମୀ। ୧୧ ଦଫା ଦାବି ନେଇ ଅଙ୍ଗନଓ୍ବାଡି କର୍ମୀ ଆଜି ଗାନ୍ଧୀ ମାର୍ଗରେ ଶହ ଶହ ଅଙ୍ଗନଓ୍ବାଡି କର୍ମୀ ଏକାଠି ହୋଇ ବିଶାଳ ସମାବେଶ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅଙ୍ଗନଓ୍ବାଡି କର୍ମୀଙ୍କୁ … Read More
