ନଭେମ୍ବର ୨୮ ପର୍ଯ୍ୟନ୍ତ ଫର୍ମପୂରଣ କରିପାରିବେ ମାଟ୍ରିକ୍ ଛାତ୍ରଛାତ୍ରୀ
କଟକ: ମାଟ୍ରିକ ପରୀକ୍ଷା ନିମନ୍ତେ ଫର୍ମପୂରଣ ଅବଧି ବୃଦ୍ଧି ପାଇଛି। ଆସନ୍ତା ନଭେମ୍ବର ୨୮ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଫର୍ମପୂରଣ କରିପାରିବେ। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୮ରୁ ଫର୍ମ ପୂରଣ ଆରମ୍ଭ … Read More
