ପୀତବାସ ପଣ୍ଡା ହତ୍ୟାକାଣ୍ଡ: ପୋଲିସ ସୁରକ୍ଷା ହଟାଇବାକୁ ପରିବାରର ଅନୁରୋଧ

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ହତ୍ୟା କରିବା ପରେ ତାଙ୍କ ପରିବାର ପ୍ରତି ବିପଦ ଆଶଙ୍କା କରି ପୋଲିସ ପକ୍ଷରୁ ସେମାନଙ୍କୁ ସୁରକ୍ଷା ଯୋଗାଇ ଦିଆଯାଇଥିଲା। କିନ୍ତୁ ଏହି ପୋଲିସ ସୁରକ୍ଷା ହଟାଇଦେବାକୁ ପୀତବାସଙ୍କ ସ୍ତ୍ରୀ ସୁସ୍ମିତା ପଣ୍ଡା ବୈଦ୍ୟନାଥପୁର ଥାନାରେ … Read More

ବାପାର ଦଶାହ ଦିନ ପୁଅର ମୃତ୍ୟୁ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ ଅତରଙ୍ଗ ଗ୍ରାମରେ ଘଟିଛି ଦୁଃଖଦ ଘଟଣା। ବାପା ମରିବାର ୧୦ ଦିନରେ ପୁଅର ମୃତ୍ୟୁ ହୋଇଥିବାରୁ ଗାଁରେ ଶୋକର ଛାୟା ଖେଳିଯାଇଛି। ବାପାର ଦଶାହ କାର୍ଯ୍ୟ ଏବଂ ପୁଅର ଅନ୍ତ୍ୟେଷ୍ଟି କ୍ରିୟା କେମିତି ହେବ … Read More

ପରିବହନ କାର୍ଯ୍ୟାଳୟରୁ ଲୁଟ୍, ବନ୍ଧୁକ ମୁନରେ ଲୁଟି ନେଲେ ୩ଲକ୍ଷରୁ ଅଧିକ ଟଙ୍କା

ସୁନ୍ଦରଗଡ: ବଣାଇଁ ଉପଖଣ୍ଡ ଖଣି ଅଞ୍ଚଳ କୋଇଡାରେ ପୁଣି ଗତ ରାତିରେ ଏକ ଘରୋଇ ପରିବହନ ସଂସ୍ଥା ମା ତାରିଣୀ ଟ୍ରାନ୍ସପୋର୍ଟରୁ ବନ୍ଧୁକ ମୁନରେ ଦୁର୍ବୃତ୍ତମାନେ ସାଢେ ତିନିଲକ୍ଷ ଟଙ୍କା ଲୁଟି ଫେରାର ମାରିଛନ୍ତି । ରାତି ୧୨ଟାରେ ୭ରୁ ୮ … Read More

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚ୍‌.ଡି କୁମାରସ୍ବାମୀ

ଭୁବନେଶ୍ୱର: କେନ୍ଦ୍ର ଭାରି ଶିଳ୍ପ ତଥା ଇସ୍ପାତ ମନ୍ତ୍ରୀ ଶ୍ରୀ ଏଚ୍‌.ଡି କୁମାରସ୍ବାମୀ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଉରକେଲା ଷ୍ଟିଲ ପ୍ଲାଣ୍ଟର ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଆଦିବାସୀ … Read More

ରାଜ୍ୟର ୩୪ ଲକ୍ଷ ଚାଷୀଙ୍କୁ ମିଳିଲା ପିଏମ୍‌ କିଷାନ୍ ଟଙ୍କା

ଭୁବନେଶ୍ୱର: ଆମ ରାଜ୍ୟରେ କୃଷକଙ୍କ ସଶକ୍ତିକରଣ ଓ କଲ୍ୟାଣ ହେଉଛି ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ। ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ମୁଁ ଚାହେଁ ଯେ କୃଷକ ମାନଙ୍କ ପାଇଁ ଉଦ୍ଦିଷ୍ଟ ସମସ୍ତ ଯୋଜନାର ସୁବିଧା ସୁଯୋଗ ରାଜ୍ୟର ସମସ୍ତ ଯୋଗ୍ୟ ଚାଷୀ ନିଶ୍ଚିତରୂପେ … Read More

ସାପ କାମୁଡା ମୃତ୍ୟୁ ପାଇଁ ୧୦ ଲକ୍ଷ କ୍ଷତିପୂରଣ !

ଭୁବନେଶ୍ଵର: ସାପ କାମୁଡା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷକୁ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, କ୍ଷତିପୂରଣ ରାଶି ବୃଦ୍ଧି … Read More

ଡିସେମ୍ବର ୨୫ରୁ ଖୋଲିବ ମଣ୍ଡି: ସମବାୟ ମନ୍ତ୍ରୀ

ଭୁବନେଶ୍ୱର:ଆସନ୍ତା ଡିସେମ୍ବର ୨୫ ତାରିଖରୁ ଖୋଲିବ ମଣ୍ଡି। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ସେ କହିଛନ୍ତି ଧାନ କିଣିବା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ମିଲରଙ୍କୁ ଗୋଦାମ ଖାଲି କରିବାକୁ ଦାୟିତ୍ଵ ଦିଆଯାଇଛି। ଗତ ବର୍ଷ … Read More

ନୀତିଶ କୁମାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ବର: ଆସନ୍ତା ୨୦ରେ ନୀତିଶ କୁମାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ବିହାର ସରକାରଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ସ୍ବତନ୍ତ୍ର ନିମନ୍ତ୍ରଣ ମିଳିଛି। ବିହାରରେ … Read More

ରାଜ୍ୟରେ ଗଠନ ହେବ ଆଉ ୪ ନୂଆ ତହସିଲ

ଭୁବନେଶ୍ବର : ରାଜ୍ୟରେ ଗଠନ ହେବ ଆଉ ୪ ତହସିଲ। ନୂଆ ତହସିଲ ଗଠନ ନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାରଙ୍କ ରାଜସ୍ବ ବିଭାଗ । ଭୁବନେଶ୍ବର ତହସିଲକୁ ତିନି ଭାଗରେ ବିଭକ୍ତ କରାଯିବ । ଭୁବନେଶ୍ବର ଦୁଇ ନୂଆ ତହସିଲ ସହ … Read More

RTO ଅଫିସ ଆଗରେ ଦଲାଲଗିରି, ୯ ଗିରଫ

ଭୁବନେଶ୍ବର: ମହଙ୍ଗା ପଡିଲା RTO ଅଫିସ ସାମ୍ନାରେ ଦଲାଲ ଗିରି । ୯ଜଣ ଦଲାଲଙ୍କୁ ବାନ୍ଧିବା କମିସନରେଟ ପୋଲିସ । ଆରଟିଓ ଭୁବନେଶ୍ୱର ୧ ଆଗରେ ଦଲାଲରାଜ କରୁଥିବା 9ଜଣ ଦଲାଲଙ୍କୁ ଗିରଫ କରିଛି ପୋଲିସ । ୯ଟି ଲାପଟପ୍ ସହ ୨ଟି … Read More