ଯୁବତୀଙ୍କୁ ପ୍ରେମ ପ୍ରତାରଣା: ଏୟାର ଫୋର୍ସ ଯବାନ ଗିରଫ
ଭୁବନେଶ୍ବର: ମହଙ୍ଗା ପଡିଲା ଯୁବତୀଙ୍କୁ ପ୍ରେମ ପ୍ରତାରଣା । ବନ୍ଧା ହେଲେ ଏୟାର ଫୋର୍ସର ଯବାନ । ଗୋଲକ ବିହାରୀ ଦିକ୍ଷିତଙ୍କୁ ଭୁବନେଶ୍ବର ମାର୍କେଟ ବିଲ୍ଡିଂରୁ ଗିରଫ କଲା ବଡଗଡ ଥାନା ପୋଲିସ । ଗିରଫ ଯବାନଙ୍କ ଘର ନୟାଗଡ଼ା ଇଟାମାଟି ଅଞ୍ଚଳରେ … Read More
